• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Tapaswini Sumit Marital Discord

Dr Sumit files petition in Orissa HC challenging Jan 4 order of district court
ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୁମିତ୍‌

ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ସୁମିତ୍‌। ସୁମିତଙ୍କ ଘରେ ତପସ୍ୱିନୀ ରହିବାସ ସହ ମାସିକ ୧୭ ହଜାର ଟଙ୍କା ଦେବାକୁ ଜିଲ୍ଲା ଜଜ୍ ନିର୍ଦ୍ଦେଶ ଦେଇଥିଲେ। ତେବେ ଏହାକୁ ଚ୍ୟାଲେଞ୍ଜ କରି ସୁମିତ୍‌ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।

Pramila
ମୋବାଇଲରେ ଅଛି ତପସ୍ୱିନୀଙ୍କ ଭ୍ରୁଣ ହତ୍ୟାର ଭିଡ଼ିଓ : କୋର୍ଟରେ ଦାଖଲ କରାଯିବ ସ୍ମାର୍ଟ ଫୋନ୍‌ !!

ତପସ୍ୱିନୀ କହିଛନ୍ତି, ଯଦି ମୋର ଟଙ୍କା ଦରକାର ଥିଲା ତେବେ ମୁଁ ଦାଣ୍ଡରେ କାହିଁକି ବସିଛି? ଟଙ୍କା ନେଇକି କୁଆଡ଼େ ପଳାଇଯାଆନ୍ତି। ସମ୍‌ କିମ୍ବା ହାଇଟେକ୍‌ରେ ପଢିବା ପାଇଁ ମୋ ବାପାଙ୍କ ପାଖରୁ ଟଙ୍କା ଆଣିଥିବା ତପସ୍ୱିନୀ ମଧ୍ୟ ଅଭିଯୋଗ କରିଛନ୍ତି। ଶ୍ୱଶୁର କହିଥିଲେ ପୁଅ ଡାକ୍ତର ଅଛି, ତୁମେ ବି ଏବେ ପର୍ଯ୍ୟନ୍ତ ଚାକିରି କରିନାହଁ। ତେଣୁ ପାଠ ପଢିକି ଚାକିରି କରିବା ଲାଗି ଶ୍ୱଶୁର କହିଥିଲେ ବୋଲି ତପସ୍ୱିନୀ କହିଛନ୍ତି।

Tapaswini-Sumit Marital Discord
‘ମୋ ଜୀବନ ବର୍ବାଦ କରିଦେଲେଣି ତପସ୍ୱିନୀ’

ତପସ୍ୱିନୀ ଲାଇଫ୍ ବର୍ବାଦ୍ କଲେଣି, ଆହୁରି କରିଚାଲିଛନ୍ତି । ଏହାସତ୍ତ୍ୱେ ବି କାହିଁକି ସେ ମୋ ସହ ରହିବାକୁ ଚାହୁଁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି । ମୋର ବି ମୌଳିକ ଅଧିକାର ଅଛି, ସ୍ୱାଧୀନତା ଅଛି । ମୁଁ ତପସ୍ୱିନୀ ଦ୍ୱାରା ପରିଚାଳିତ ନୁହେଁ ଯେ, ତାଙ୍କୁ ପଚାରି ସବୁକିଛି କରିବି ବୋଲି ସୁମିତ୍ କହିଛନ୍ତି ।