• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Tata Power

Power Cut
ପ୍ରଚଣ୍ଡ ତାତିରେ ଦୁର୍ଦ୍ଦଶା ବଢ଼ାଉଛି ଅଘୋଷିତ ପାୱାର କଟ୍

ଗ୍ରୀଷ୍ମ ଓ ଅସହ୍ୟ ଗୁଳୁଗୁଳିରେ ଦହଗଞ୍ଜ ପୂରା ଓଡ଼ିଶା । ଆଉ ଏ ଦୁଃଖକୁ ବଢ଼ାଇ ଦେଇଛି ଟାଟା ପାୱାରର ଅଘୋଷିତ ପାୱାର କଟ୍ । ରାଜ୍ୟର ଯେଉଁ କୋଣକୁ ନଜର ପକାଇବେ, ସେଇ ସମାନ ଅବସ୍ଥା ।

Power Cut
ପ୍ରଚଣ୍ଡ ତାତିରେ ଦୁର୍ଦ୍ଦଶା ବଢ଼ାଉଛି ଅଘୋଷିତ ପାୱାର କଟ୍, ମେଣ୍ଟେନାନ୍ସ ଆଳରେ ୨ରୁ ୩ ଘଣ୍ଟା ବିଜୁଳି ଗୁଲ୍

ଗ୍ରୀଷ୍ମ ଓ ଅସହ୍ୟ ଗୁଳୁଗୁଳିରେ ଦହଗଞ୍ଜ ପୂରା ଓଡ଼ିଶା । ଆଉ ଏ ଦୁଃଖକୁ ବଢ଼ାଇ ଦେଇଛି ଟାଟା ପାୱାରର ଅଘୋଷିତ ପାୱାର କଟ୍ । ରାଜ୍ୟର ଯେଉଁ କୋଣକୁ ନଜର ପକାଇବେ, ସେଇ ସମାନ ଅବସ୍ଥା ।

Tata Power
ଟାଟା ପାୱାରର ଭୁଲ ପାଇଁ ବଳି ପଡ଼ିଲେ କି କର୍ମଚାରୀ ?

ମିଟର ରିଡିଂ କର୍ମଚାରୀଙ୍କୁ ହତ୍ୟା ପଛର କାରଣକୁ ନେଇ ଚର୍ଚ୍ଚା । କଂପାନୀକୁ ଦାୟୀ କରି ବର୍ଷିଲା ଉପଭୋକ୍ତା ମହାସଂଘ ।

Tata Power
ଟାଟା ପାଓ୍ୱାରକୁ ଓଇଆରସିଙ୍କ କଡ଼ା ତାଗିଦ୍ । ପାୱାର କଟ୍ ସମସ୍ୟା ଆସନ୍ତାବର୍ଷକୁ ନରହୁ

ନିର୍ଦ୍ଦାରିତ ସମୟ ମଧ୍ୟରେ କାମ ସାରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Serious cheating allegations against Tata Power
ବିଜୁଳି ବିଲ୍ କାରସାଦି: ଘରେ ମଣିଷ ନାହାନ୍ତି.. ବିଲ୍ ଆସିଛି ୧୩ ହଜାର ଟଙ୍କା

କାହାର ୮୧ ଦିନ, ତ କାହାର ୫୨ ଦିନରେ ଆସୁଛି ବିଜୁଳି ବିଲ୍.. ବର୍ଷକୁ ୧୨ଟି ବଦଳରେ ଆସୁଛି ୬ଟି କିମ୍ବା ୮ଟି ବିଲ୍.. ବିଜୁଳି ବିଲ୍ ଦେଖି ଗରିବଙ୍କ ଆଖି ଟେରା..ବିଦ୍ୟୁତ୍ ଉପଭୋକ୍ତାଙ୍କ ସହ ହେଉଛି ସାଂଘାତିକ ଧୋକାବାଜି.. ଓଟିଭି ହାତରେ ଲାଗିଛି ଏହି ଚଞ୍ଚକତାର ଠୋସ ପ୍ରମାଣ..

power cut
ବିଦ୍ୟୁତ ବିଭ୍ରାଟକୁ ନେଇ କଂଗ୍ରେସର ହଲ୍ଲାବୋଲ

ଲଘୁଚାପ ବର୍ଷା ପ୍ରଭାବରେ ଅସହ୍ୟ ଗରମରୁ ତ୍ରାହି ମିଳିଛି ସତ ହେଲେ ବନ୍ଦ ହୋଇନି ବିଜୁଳି ଯନ୍ତ୍ରଣା। ଏବେବି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ ଘନ ବିଜୁଳି କଟୁଛି। ଏହା ପ୍ରତିବାଦରେ ଆଜି ସାରା ରାଜ୍ୟରେ କଂଗ୍ରେସ କରିଛି ବିକ୍ଷୋଭ। ଉତ୍ତ୍ୟକ୍ତ କର୍ମୀ ଟାଟା ପାୱାର ଅଫିସ ଉପରକୁ ଅଣ୍ଡା ଓ ଟମାଟୋ ମାଡ ବି କରିଛନ୍ତି।

power cut
ମୌସୁମୀ ବର୍ଷା ସତ୍ତ୍ୱେ ଘନ ଘନ ବିଜୁଳି କାଟ୍ ! ତାତିଲା କଂଗ୍ରେସ, ରାଜ୍ୟବ୍ୟାପୀ ବିକ୍ଷୋଭ

କେବଳ ବିଜୁଳି କାଟ୍ ନୁହେଁ, ବିଜୁଳି ଦର ବୃଦ୍ଧି, ତ୍ରୁଟିପୂର୍ଣ୍ଣ ବିଦ୍ୟୁତ୍ ବିଲ ଏବଂ ଦୁର୍ବଳ ଭିତ୍ତିଭୂମିକୁ ନେଇ ମଧ୍ୟ ଟାଟା ପାୱାର ବିରୋଧରେ ବଢୁଛି ଅସନ୍ତୋଷ।

tata power looting consumers with different tricks in odisha
ଟାଟା ପାୱାର ମହାଲୁଟ୍‌ର ଖୋଲୁଛି ଗୋଟିକ ପରେ ଗୋଟିଏ ଫର୍ଦ୍ଦ

ଗ୍ରାହକଙ୍କୁ ଲୁଟି ଚାଲିଛି ଟାଟା ପାୱାର। ଭିନ୍ନ ଭିନ୍ନ ଏରିଆରେ ଆପଣେଇଛି ଲୁଟ୍‌ର ଭିନ୍ନ ଭିନ୍ନ ତରିକା। କେଉଁଠି ନିଜ ବିଭାଗର ଭୁଲ୍ ସତ୍ତ୍ବେ ଜୋର ଜବରଦସ୍ତ ଫାଇନ୍ କାଟି ଉପଭୋକ୍ତାଙ୍କୁ ଶୋଷୁଛି ତ’ ଆଉ କେଉଁଠି ୪୦ ଦିନିଆ ବିଲ୍ ଦେଇ ହାୟର ସ୍ଲାବରେ ଦେୟ ଆଦାୟ କରୁଛି। ଅପରପକ୍ଷରେ ଟାଟା ପାୱାରର ବିଲ୍ ଚଞ୍ଚକତା ନେଇ ରାସ୍ତାକୁ ଓହ୍ଲାଇଛି ବିଜେପି।

tata power looting consumers with different tricks in odisha
ଟାଟା ପାୱାର ମହାଲୁଟ୍‌ର ଖୋଲୁଛି ଗୋଟିକ ପରେ ଗୋଟିଏ ଫର୍ଦ୍ଦ

ଖୋଲୁଛି ଟାଟା ପାୱାର ଲୁଟର ଗୋଟିଏ ପରେ ଗୋଟିଏ ଗୁମର। କିଭଳି ଲୁଟ୍ ର ଶିକାର ହେଉଛନ୍ତି ବିଦ୍ୟୁତ୍ ଉପଭୋକ୍ତା, ରାଜ୍ୟର କୋଣ ଅନୁକୋଣରୁ ଆସୁଛି ପୁଳା ପୁଳା ଅଭିଯୋଗ। 

Infrastructure
୧୦ ବର୍ଷରେ ଖର୍ଚ୍ଚ ହୋଇଛି ୨୦ ହଜାର କୋଟି, କେବେ ସଜଡା ସରିବ ବିଦ୍ୟୁତ ଭିତ୍ତିଭୂମି ?

ବାତ୍ୟାପ୍ରବଣ ରାଜ୍ୟ ଓଡ଼ିଶାରେ ବିଦ୍ୟୁତ ଉପଭୋକ୍ତା ଚାହିଁ ବସିଛନ୍ତି, କେବେ ତାଙ୍କ ଅଞ୍ଚଳରେ ବାତ୍ୟାକୁ ସହିପାରୁଥିବା ବିଦ୍ୟୁତ ଖୁଣ୍ଟ ବସିବ ଏବଂ ମାଟି ତଳ ଦେଇ ବିଦ୍ୟୁତ ତାର ଯିବ।

Power cut
କିଲିବିଲି କରୁଛି ଅଘୋଷିତ ପାୱାରକଟ୍, କେଉଁଠି ରାସ୍ତାରୋକ ତ କେଉଁଠି ଅନଶନରେ ଉପଭୋକ୍ତା

ଗ୍ରୀଡକୋ କହୁଛି ପ୍ରବଳ ଖରା ପାଇଁ ବଢ଼ିଛି ବିଜୁଳି ଚାହିଦା । କାଳବୈଶାଖୀ ଉପରେ ଦୋଷ ଲଦିଲା ଟାଟା ପାୱାର ।

Amar Patnaik
ବିଦ୍ୟୁତ ବିଭ୍ରାଟ : ଟାଟା ପାୱାରକୁ ଦୋଷ ଦେଲେ ବିଜେଡି ସାଂସଦ

ଟାଟା ପାୱାର ଉପରେ ବର୍ଷିଲେ ବିଜେଡି ସାଂସଦ ଅମର ପଟ୍ଟନାୟକ

Electricity Cuts
ଘନଘନ ବିଜୁଳି କାଟ; କାଳବୈଶାଖୀରେ ଯଦି ଏମିତି, ବାତ୍ୟା ଆସିଲେ ହେବ କେମିତି ?

ନିଇତି ଲୋକେ ଅଭିଯୋଗ କରୁଥିଲେ । ଆଉ ଏବେ ସିଧା ମୁଖ୍ୟ ଶାସନ ସଚିବ ବି ଅସନ୍ତୋଷ ଝାଡ଼ିଲେ । ଟ୍ୱିଟ୍‌ରେ ସଫା ସଫା ଟାଟା ପାୱାରକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଶୁଣାଇ ଦେଇଛନ୍ତି କାଳବୈଶାଖୀରେ ବେହାଲ୍ ଭୁବନେଶ୍ୱରରେ ଶୀଘ୍ର ସଜାଡ଼ ବିଦ୍ୟୁତ୍ ବ୍ୟବସ୍ଥା।

Tata Power
ମନମାନି କରୁଛି ଟାଟାପାୱାର : ଅଫିସରଙ୍କୁ ଛାଡୁଛି, ଗରିବଙ୍କୁ ଧରୁଛି

ପୁଣି ମନମାନି କରୁଛି ଟାଟାପାୱାର । ସରକାରୀ କାର୍ଯ୍ୟାଳୟ ଉପରେ ଲକ୍ଷଲକ୍ଷ ଟଙ୍କା ବକେୟା ବିଲ୍‌ ରହିଛି...ହେଲେ ଗରିବଙ୍କର କିଛି ଟଙ୍କା ବକେୟା ଥିବାରୁ ବିଜୁଳି କାଟି ଦେଇଛି ଟାଟା । ଗାଁକୁ ବିଜୁଳି ନଗଲେ ଏସଡ଼ିଓଙ୍କ କାର୍ଯ୍ୟାଳୟରେ ତାଲା ପକାଇବାକୁ ଚେତାବନୀ ଦେଲେ ଗାଁ ଲୋକେ।

electricity power cut
ଉପଭୋକ୍ତାଙ୍କ ଉପରେ ଦାଉ ସାଧୁଛି ଟାଟା ପାୱାର ! ମାଟ୍ରିକ ପରୀକ୍ଷା ବେଳେ ବିଜୁଳି ଯନ୍ତ୍ରଣା

ଠିକ୍ ମାଟ୍ରିକ ପରୀକ୍ଷା ବେଳେ ହିଁ ଉପଭୋକ୍ତାଙ୍କୁ ବିଜୁଳି ଛାଟ । ପିଲାଙ୍କ ଗୁରୁତ୍ୱପୂର୍ଣ୍ଣ ପାଠପଢ଼ା ସମୟରେ ହିଁ ଘରୁ ବିଜୁଳି ସଂଯୋଗ ବିଚ୍ଛିନ୍ନ । ଏବେ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଠିକ୍ ଏହି ସମୟରେ ହିଁ ବକେୟା ବିଲ ଆଦାୟ ପାଇଁ ଗାଁ ଗାଁରୁ ବିଜୁଳି କାଟ୍ ଅଭିଯୋଗ ।

electricity power cut
ଉପଭୋକ୍ତାଙ୍କ ଉପରେ ଦାଉ ସାଧୁଛି ଟାଟା ପାୱାର ! ମାଟ୍ରିକ ପରୀକ୍ଷା ବେଳେ ବିଜୁଳି ଯନ୍ତ୍ରଣା

ଠିକ୍ ମାଟ୍ରିକ ପରୀକ୍ଷା ବେଳେ ହିଁ ଉପଭୋକ୍ତାଙ୍କୁ ବିଜୁଳି ଛାଟ । ପିଲାଙ୍କ ଗୁରୁତ୍ୱପୂର୍ଣ୍ଣ ପାଠପଢ଼ା ସମୟରେ ହିଁ ଘରୁ ବିଜୁଳି ସଂଯୋଗ ବିଚ୍ଛିନ୍ନ । ଏବେ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଠିକ୍ ଏହି ସମୟରେ ହିଁ ବକେୟା ବିଲ ଆଦାୟ ପାଇଁ ଗାଁ ଗାଁରୁ ବିଜୁଳି କାଟ୍ ଅଭିଯୋଗ ।

Tata
ଟାଟା ପାୱାର ଦାୟିତ୍ୱ ନେବା ପରେ ଚିନ୍ତାରେ ଖାଉଟି

ଟାଟା ପାୱାର ଦାୟିତ୍ୱ ନେବା ପରେ ଚିନ୍ତାରେ ଖାଉଟି। ମିଳୁନି ଉନ୍ନତମାନର ସେବା, ହେଲେ ବିଲ୍ ଆସୁଛି ମୋଟା ଅଙ୍କର ଟଙ୍କା...

electic bill
ଏମିତି ଭାବରେ ଆପଣଙ୍କୁ ଠକୁଛି ଟାଟା

ଦିନରେ ଉପଭୋକ୍ତାଙ୍କୁ ଲଣ୍ଠନ ଦେଖାଉଛି ଟାଟା ପାୱାର । କାରସାଦି କରି ବିଦ୍ୟୁତ୍ ବିଲ ଆଦାୟ କରାଯାଉଛି ଅଧିକ ଅର୍ଥ । ବାସ୍ତବ ଦେୟ ବାଦ୍ ବିଭିନ୍ନ ହେଡରେ ଏହି ଅର୍ଥ ନେଉଛି କଂପାନି । ତେବେ ଏସବୁ ଦେୟ କଣ ପାଇଁ କଂପାନି କର୍ତ୍ତପକ୍ଷ ବି ତାହା ସ୍ପଷ୍ଟ କରିପାରୁନାହାନ୍ତି ।

electic bill
MFC, CUST ଓ ED : ବିଜୁଳି ବିଲରେ ଭଳିକି ଭଳି ନାଁରେ ଉପଭୋକ୍ତାଙ୍କୁ ଲୁଟୁଛି ଟାଟା ପାଓ୍ୱାର

ୟୁନିଟ୍ ଦେୟ ବାହାରେ କାହିଁକି ଆଦାୟ ହେଉଛି, କର୍ତ୍ତୃପକ୍ଷ ନିରୁତ୍ତର . . .

electic bill
TATA POWERର ସାଂଘାତିକ ଧୋକାବାଜି ! ବିଲ୍‌ରେ କାରସାଦି କରି କୋଟି କୋଟି ଲୁଟ୍

ବିଲ୍‌ ଦେଖିଲେ ଜଣାପଡ଼ୁଛି କେମିତି ଚାଲିଛି କାରସାଦି । ଅଧିକାଂଶ ଉପଭୋକ୍ତାଙ୍କୁ ୩୦ ଦିନ ବଦଳରେ ୨୫ରୁ ୨୭ ଦିନର ବିଲ୍ ଦିଆଯାଉଛି । ଫଳରେ ବର୍ଷକୁ ୧୨ଟି ବଦଳରେ ୧୩ରୁ ୧୪ଟି ବିଲ୍ ଆସୁଛି ।

Tata Power
ହିସାବ ମିଳୁନି ! ୩୭ ହଜାର କୋଟି ଖର୍ଚ୍ଚ ହେଲାଣି, ତଥାପି ଟାଟା କହୁଛି ନିମ୍ନମାନର କାମ

ଉତ୍ତମ ମାନର ବିଜୁଳି ପାଇଁ ପାଣି ଭଳି ଖର୍ଚ୍ଚ ହୋଇଛି ଟଙ୍କା । ବିଧାନସଭା ଷ୍ଟାଣ୍ଡିଂ କମିଟି ତଥ୍ୟ ଅନୁସାରେ ଏ ପର୍ଯ୍ୟନ୍ତ ବିଭିନ୍ନ ଯୋଜନାରେ ପ୍ରାୟ ୩୭ ହଜାର କୋଟି ଖର୍ଚ୍ଚ ହେଲାଣି ।