ଆଜି ପ୍ରସିଦ୍ଧ ଶିଳ୍ପପତି ରତନ ଟାଟାଙ୍କ ୮୫ତମ ଜନ୍ମଦିନ। ଟାଟା ଗ୍ରୁପ୍କୁ ଉଚ୍ଚ ସ୍ଥାନକୁ ନେବାରେ ତାଙ୍କ ଭୂମିକା ଅତୁଳନୀୟ। ସେ ସିନା ବ୍ୟବସାୟରେ ସଫଳ ହୋଇଗଲେ, ହେଲେ ପ୍ରେମ ଜୀବନକୁ ସଫଳ କରିପାରିଲେ ନାହିଁ। ଜୀବନରେ ଆସିଥିଲେ ୪ ନାୟିକା ହେଲେ ସବୁଠାରୁ ଗଭୀର ପ୍ରେମ ଥିଲା ଆମେରିକୀୟ ଯୁବତୀଙ୍କ ସହ।
ଇଲକେର ଆଇସି ଏୟାର ଇଣ୍ଡିଆର ମୁଖ୍ୟ କାର୍ଯ୍ୟ ର୍ନିବାହୀ ଅଧିକାରୀ ଏବଂ ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ଏୟାର ଇଣ୍ଡିଆର ବୋର୍ଡ଼ ବୈଠକରେ ଇଲକେରଙ୍କ ନିଯୁକ୍ତିକୁ ସର୍ମସମ୍ମତି କ୍ରମେ ମଞ୍ଜୁରୀ ମିଳିଛି ।
ଟାଟା ଗ୍ରୁପ୍ସରେ ପୁଣି ଥରେ ଏୟାର୍ ଇଣ୍ଡିଆର ଘରବାହୁଡ଼ା । ଦୀର୍ଘ ୬୮ ବର୍ଷ ପରେ ପୁଣି ଟାଟା ହାତକୁ ଫେରିଛି ଏୟାର୍ ଇଣ୍ଡିଆ । କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆକୁ ବିକିବା ଲାଗି ୨୦୧୭ ମସିହାରେ ସରକାର ପକ୍ଷରୁ ନିଲାମ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ୨୦୨୦ ଡିସେମ୍ବର ସୁଦ୍ଧା ସରକାର ୭ଟି ଏକ୍ସପ୍ରେସନ ଅଫ୍ ଇଣ୍ଟରେଷ୍ଟ ପାଇଥିଲେ । ତେବେ ଟାଟା ସନ୍ସ ଓ ଅଜୟ ସିଂହଙ୍କ ସ୍ପାଇସ ଜେଟ୍ ପକ୍ଷରୁ ବିଡ୍ ଦାଖଲ କରାଯାଇଥିଲା ।
ଦୀର୍ଘ ୬୮ ବର୍ଷ ପରେ ପୁଣି TATA ପାଖକୁ ଫେରିଲା ଏୟାର ଇଣ୍ତିଆ ବିମାନ। ଏୟାର ଇଣ୍ଡିଆର ଘରୋଇକରଣକୁ ନେଇ ବଡ ଖବର ଆସିଛି । ଋଣଗ୍ରସ୍ତ ଏୟାର ଇଣ୍ଡିଆ ବିକ୍ରୟ କରିବାକୁ ସରକାରଙ୍କ ଉଦ୍ୟମ ଶେଷରେ ସଫଳ ହେଲା। ଏୟାରଇଣ୍ଡିଆ ବିଡ୍କୁ ହାତେଇଲା TATA । ଏକ ସାମ୍ବାଦିକ ସମ୍ମିଳନୀ କରି ନିବେଶ ଏବଂ ପବ୍ଲିକ୍ ଆସେଟ୍ ମ୍ୟାନେଜମେଣ୍ଟ ବିଭାଗ (DIPAM) ଏହି ସୂଚନା ଦେଇଛି ।