ବହୁ ସ୍କୁଲକୁ ଆସିଲେନି ପିଲା, ପାଠ ନପଢାଇ ଫେରିଲେ ଶିକ୍ଷକ । ପିଲାଙ୍କ ଅଧିକାର କ୍ଷୁର୍ଣ୍ଣ ନକରିବାକୁ ଡିଇଓଙ୍କ ନିବେଦନ ।
ଅନେକ ଯୁବକ ଶିକ୍ଷକ ହେବାର ସ୍ୱପ୍ନ ଦେଖୁଥାନ୍ତି। ଆପଣଙ୍କର ଯଦି ଏମିତି ସ୍ୱପ୍ନ ଥାଏ ତେବେ ଏହି ସୁଯୋଗ ହାତଛଡା କରନ୍ତୁ ନାହିଁ। ଓଡ଼ିଶା କର୍ମଚାରୀ ଚୟନ ଆୟୋଗ(OSSC) ଏହି ସୁଯୋଗ ନେଇ ଆସିଛି।
ଓଡ଼ିଶାରେ ରହି ସରକାରୀ ଚାକିରି କରିବାର ସୁବର୍ଣ୍ଣ ସୁଯୋଗ। ଓଡ଼ିଶା ସରକାର ଅଧିନରେ ଥିବା ଜୟଶଙ୍କର ସେବାଶ୍ରମରେ ଶିକ୍ଷକ ଓ ଅଣଶିକ୍ଷକ ପଦବୀ ପାଇଁ ପଦବୀ ବାହାରିଛି। ଏନେଇ ଜୟଶଙ୍କର ସେବାଶ୍ରମ ଏକ ବିଜ୍ଞପ୍ତି ପ୍ରକାଶ କରିଛି।
ଓଡ଼ିଶାରେ ଗୋଟିଏ ରାକ୍ଷସ ମନୋବୃତ୍ତିର ସରକାର ଚାଲିଛି । ଏଠି ଅଧା ଡଜନ ମନ୍ତ୍ରୀ, ଡଜନ ଡଜନ ବିଧାୟକ ଅପରାଧ ଆରୋପିତ ବୋଲି ସିଧାସଳଖ କହିଛନ୍ତି ଧର୍ମେନ୍ଦ୍ର ।
ଓଡ଼ିଶାରେ ଶିକ୍ଷକ ଚାକିରି କରିବାକୁ ଇଚ୍ଛୁକ ପ୍ରାର୍ଥୀଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ରାଜ୍ୟ ଚୟନ ବୋର୍ଡ(SSB), ଓଡିଶା TGT ପଦବୀ ପାଇଁ ବିଜ୍ଞପ୍ତି ଜାରି କରିଛି। । ଏହି ନିଯୁକ୍ତି ପ୍ରକ୍ରିୟାରେ ୨ ହଜାରରୁ ଅଧିକ ପଦବୀ ପୂରଣ ହେବ।
ପୂର୍ବରୁ ୫୦ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ମାଧ୍ୟମିକ ବିଦ୍ୟାଳୟରୁ ଉନ୍ନୀତ ହୋଇଥିବା ୧୦୬ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ନିଯୁକ୍ତି କରାଯିବ ।
ଓଡ଼ିଶା ଆଦର୍ଶ ବିଦ୍ୟାଳୟ (OAV), ନୂଆ ବିଜ୍ଞପ୍ତି ପ୍ରକାଶ କରିଛି। ଚୁକ୍ତିଭିତ୍ତିକ ଶିକ୍ଷକ PGT (ଇଂରାଜୀ, ଗଣିତ) ଏବଂ TGT (ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ) ପଦବୀ ପୂରଣ ହେବ। ଏହି ପୋଷ୍ଟଗୁଡିକ ଅଫ୍ଲାଇନ୍ ମୋଡ୍ରେ ପୂରଣ ହେବ।
ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ କେଁ । ଗେଜେଟ୍ ନୋଟିଫିକେସନ୍ ପ୍ରକାଶ ପାଉ ପାଉ ବିବାଦ । ଆନୁଆଲ୍ ଏଗ୍ରିମେଣ୍ଟ ଆଧାରରେ ଶିକ୍ଷକଙ୍କୁ ମିଳିବ ବର୍ଷିକିଆ ନିଯୁକ୍ତି । ଠିକା ନିଯୁକ୍ତି ବ୍ୟବସ୍ଥା ଉଛେଦ ପରେ ବି ପୁଣି ସେହି ବ୍ୟବସ୍ଥାକୁ ଫେରିଲେ ସରକାର । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର ଆରମ୍ଭ କଲେ ପ୍ରକ୍ରିୟା । ତେବେ ଏଥିପାଇଁ ଯେଉଁ ବିଜ୍ଞପ୍ତି ପ୍ରକାଶ ପାଇଛି ତାକୁ ନେଇ ଦେଖାଦେଇଛି ବିବାଦ । କାରଣ ଶିକ୍ଷକ ନିଯୁକ୍ତି ସ୍ଥାୟୀ ବଦଳରେ ବର୍ଷିକିଆ ଏଗ୍ରିମେଣ୍ଟ ଆଧାରରରେ ହେବ ।
ଗତବର୍ଷ ଅକ୍ଟୋବରରେ ଠିକା ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ ହେଲା ବୋଲି ଘୋଷଣା କରି ବାଃ ବାଃ ସାଉଁଟି ଥିଲେ ରାଜ୍ୟ ସରକାର । କିନ୍ତୁ ପୁଣି ଥରେ ସେହି ବ୍ୟବସ୍ଥା ଲାଗୁ କରିବାକୁ ଯାଉଛି ସ୍କୁଲ ଓ ଗଣଶିକ୍ଷା ବିଭାଗ ।
ରାଜ୍ୟରେ ସମଗ୍ର ଶିକ୍ଷା ନିୟମାବଳୀ ଅନୁଯାୟୀ, ୨୦ ହଜାର ଶିକ୍ଷକଙ୍କୁ ମିଳିବ ଯୋଜନା ଭିତ୍ତିକ ନିଯୁକ୍ତି। ୭ ବର୍ଷ ପରେ ଏହି ନିଯୁକ୍ତି ହେଉଥିବା ଗଣଶିକ୍ଷା ବିଭାଗ ସୂଚନା ଦେଇଛି।