ମୁଖ୍ୟ ଶାସନ ସଚିବ ଲିଖିତ ପ୍ରତିଶ୍ରୁତି ଦେବା ପରେ ବି ସେମାନଙ୍କ ଦାବି ପୂରଣ ହୋଇପାରିନାହିଁ । ସିଏମ୍ଓ ଦେଇଥିବା ପ୍ରତିଶ୍ରୁତି ମଧ୍ୟ ଫେଲ୍ ମାରିଛି । ଆଉ ସେମାନଙ୍କ ପାଇଁ ସମସ୍ତ ସରକାରୀ ପ୍ରତିଶ୍ରୁତି ପାଲଟିଛି ପାଣିର ଗାର ।
ପ୍ରାଥମିକ ଶିକ୍ଷକ ଆନ୍ଦୋଳନ ପ୍ରସଙ୍ଗ.. ଆଜି ଅପରାହ୍ଣରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ବୈଠକ..ସଂଘର କର୍ମକର୍ତ୍ତାଙ୍କୁ ବୈଠକରେ ଯୋଗ ଦେବାକୁ ଆହ୍ୱାନ..
ଆନ୍ଦୋଳନରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନାଲି ଆଖି ଦେଖାଇ ରାଜ୍ୟ ସରକାର ଅନୁରୋଧ କରିଛନ୍ତି । ଆନ୍ଦୋଳନକାରୀଙ୍କୁ ବୁଝାଇବା ପାଇଁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ।
ଭୁବନେଶ୍ୱର ଲୋୟର ପିଏମଜିରେ ଆନ୍ଦୋଳନରତ ଶିକ୍ଷକ ବି ରଜ ପାଳିଛନ୍ତି । ପରସ୍ପରକୁ ପିଠା, ମିଠା ଓ ପାନ ଖୁଆଇ ଜଣାଇଛନ୍ତି ରଜ ଶୁଭେଚ୍ଛା ।
ଆନ୍ଦୋଳନ ଛାଡ଼ି ପରୀକ୍ଷା ପରିଚାଳନାରେ ସାମିଲ ହେବେ ଅଧ୍ୟାପକ । ୬୬୨ ବର୍ଗ ଅଧ୍ୟାପକ ରାଜି ହେବାରୁ ଆଶ୍ବସ୍ତ ହେଲେ ରାଜ୍ୟ ସରକାର ।
ଦାବି ପୂରଣ ନହେବା ଯାଏଁ ପ୍ରତୀକାତ୍ମକ ଆନ୍ଦୋଳନ ଚାଲୁ ରଖିବାକୁ ବି ସଂଘ ଘୋଷଣା କରିଛି । ଆନ୍ଦୋଳନରତ ଅଧ୍ୟାପକ ସଂଘର ଏକ ପ୍ରତିନିଧି ମଣ୍ଡଳୀ ଆଜି ଅର୍ଥମନ୍ତ୍ରୀ ନୀରଞ୍ଜନ ପୂଜାରୀଙ୍କୁ ଭେଟିଥିଲା ।
ଶିକ୍ଷକଙ୍କୁ ଆନ୍ଦୋଳନରୁ ଓହରିବାକୁ ମନ୍ତ୍ରୀଙ୍କ ନିବେଦନ । ପିଲାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ସହଯୋଗ ପାଇଁ ନିବେଦନ ।
ଏକ୍ସ-କ୍ୟାଡର ବ୍ୟବସ୍ଥା ଉଚ୍ଛେଦ ସହ ୨୦୧୭ ମାର୍ଚ୍ଚ ୧ରୁ କ୍ୟାଡରଭୁକ୍ତ କରିବାକୁ ମହାସଂଘ ଦାବି କରିଛି।
ତେବେ ଚତୁର୍ଥ ଦିନରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । ଆଜି ବି ରାଜରାସ୍ତାରେ ବସି ରହିଥିଲେ ହଜାର ହଜାର ଶିକ୍ଷକ । ଆନ୍ଦୋଳନ ସ୍ଥଗିତ ରଖିବାକୁ ପ୍ରାଥମିକ ଶିକ୍ଷକ ସଂଘ ନିଷ୍ପତ୍ତି ନେଇଛି ।
ତେବେ ଚତୁର୍ଥ ଦିନରେ ପ୍ରାଥମିକ ଶିକ୍ଷକଙ୍କ ଆନ୍ଦୋଳନ । ଆଜି ବି ରାଜରାସ୍ତାରେ ବସି ରହିଥିଲେ ହଜାର ହଜାର ଶିକ୍ଷକ । ଆନ୍ଦୋଳନ ସ୍ଥଗିତ ରଖିବାକୁ ପ୍ରାଥମିକ ଶିକ୍ଷକ ସଂଘ ନିଷ୍ପତ୍ତି ନେଇଛି ।
ଦୁଇ ଦିନ ଭିତରେ ସରକାର ନିଷ୍ପତ୍ତି ନନେଲେ ଆସନ୍ତା ୨୩ ତାରିଖରେ ହେବାକୁ ଥିବା ମାଟ୍ରିକ ସମ୍ମେଟିଭ ଓ୍ୱାନ ପରୀକ୍ଷାକୁ ବର୍ଜନ କରାଯିବ ବୋଲି ଚେତାବନୀ ଦେଇଛି ସଂଘ ।
ରାଜଧାନୀ ଗାନ୍ଧୀମାର୍ଗରେ ଆଶାୟୀ ଶିକ୍ଷକଙ୍କ ଅଭିନବ ପ୍ରତିବାଦ । ରାସ୍ତାଉପରେ କାନଧରି ଆଣ୍ଠେଇ ବସିଲେ ଆଶାୟୀ ଶିକ୍ଷକ । ଏହାସହ ସରକାରଙ୍କ ବିରୋଧରେ ନାରାବାଜି ମଧ୍ୟ କଲେ ।