୨୬ ଜୁଲାଇରୁ ଆରମ୍ଭ ହେଉଛି ବିଶ୍ୱ କ୍ରୀଡାର ମହାକୁମ୍ଭ ୨୦୨୪ ଅଲମ୍ପିକ୍ସ । ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଆଥଲେଟ୍ ସର୍ବକାଳୀନ ଶ୍ରେଷ୍ଠ ପ୍ରଦର୍ଶନ ସହ ସ୍ୱର୍ଣ୍ଣ ପଦକ ଓ ମୋଟ ପଦକ ଅଧିକ ସଂଖ୍ୟାରେ ଜିତିବା ନେଇ ଆଶା ରହିଛି । ଜାଣନ୍ତୁ ପ୍ୟାରିସ ଅଲିମ୍ପିକ୍ସ ଭାରତୀୟ ଖେଳାଳିଙ୍କ ଖେଳସୂଚୀ...
ଆସନ୍ତା ୨୦୨୫ ଫେବ୍ରୁଆରୀରୁ ଆରମ୍ଭ ହେଉଛି ICC ଚାମ୍ପିଅନ୍ସ ଟ୍ରଫି। ପାକିସ୍ତାନ ଏହାର ଆୟୋଜକ ଥିବା ବେଳେ ଭାରତର ସମସ୍ତ ମ୍ୟାଚ୍ ସିଡ୍ୟୁଲ୍ ଅନୁଯାୟୀ ଲାହୋରରେ ରହିଛି। ତେବେ ଟିମ୍ ଇଣ୍ଡିଆ ପାକିସ୍ତାନ ବାହାରେ ମ୍ୟାଚ୍ ଖେଳିବାକୁ ଚାହୁଁଛି।
ଟିମ୍ ଇଣ୍ଡିଆ ଟି-ଟ୍ୱେଣ୍ଟି ବିଶ୍ୱକପ୍ ଜିତିବା ପରେ ପୂର୍ବତନ ହେଡ୍ କୋଚ୍ ରାହୁଲ ଦ୍ରାବିଡ଼ଙ୍କୁ ୫ କୋଟି ଟଙ୍କା ପୁରସ୍କାର ରାଶି ପ୍ରଦାନ କରିଥିବା ବେଳେ ସେ ସେଥିରୁ କେବଳ ଅଢ଼େଇ କୋଟି ଗ୍ରହଣ କରିଛନ୍ତି। ବାକି ଅଢ଼େଇ କୋଟି ଗ୍ରହଣ କରିବାକୁ ସେ ବିନମ୍ରତାର ସହିତ ମନା କରି ଦେଇଛନ୍ତି।
ଏହି ଐତିହାସିକ ବିଜୟ ପରେ ଭାରତୀୟ ଖେଳାଳିମାନେ ସ୍ୱଦେଶ ଫେରିଛନ୍ତି । ଭାରତ ଫେରିବା ପରେ ଖେଳାଳିମାନେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ ।
ଗତକାଲି ୱାଙ୍ଖଡେ ଷ୍ଟାଡିୟମରେ ଲକ୍ଷାଧିକ କ୍ରିକେଟ୍ ଫ୍ୟାନଙ୍କ ଭିଡ଼ ଜମିଥିଲା। ଷ୍ଟାଡିୟମରେ ଖେଳାଳୀଙ୍କୁ ସମ୍ବର୍ଦ୍ଧନା, ପୁରସ୍କାର ବିତରଣ ପରେ ଫ୍ୟାନଙ୍କୁ ଧନ୍ୟବାଦ ଜଣାଇଥିଲେ ଭାରତୀୟ ଟିମ୍।
ବିଶ୍ବ ବିଜେତାଙ୍କୁ ଭବ୍ୟ ସ୍ବାଗତ । ଟି-ଟ୍ବେଣ୍ଟି ଚାମ୍ପିଅନ ଟିମ୍ ଇଣ୍ଡିଆକୁ ସ୍ବଦେଶ ମାଟିରେ ଉଚ୍ଛ୍ବସିତ ସମ୍ବର୍ଦ୍ଧନା। ଇଣ୍ଡିଆ ଇଣ୍ଡିଆ ନାରାରେ କମ୍ପିଲା ଦିଲ୍ଲୀ ବିମାନ ବନ୍ଦର। ଖେଳାଳିଙ୍କ ଗୋଟିଏ ଝଲକ ପାଇବାକୁ ଭୋରରୁ ଲାଗିଥିଲା ଭିଡ଼ ।
ବିଶ୍ବ ବିଜେତାଙ୍କୁ ଭବ୍ୟ ସ୍ବାଗତ । ଟି-ଟ୍ବେଣ୍ଟି ଚାମ୍ପିଅନ ଟିମ୍ ଇଣ୍ଡିଆକୁ ସ୍ବଦେଶ ମାଟିରେ ଉଚ୍ଛ୍ବସିତ ସମ୍ବର୍ଦ୍ଧନା। ଇଣ୍ଡିଆ ଇଣ୍ଡିଆ ନାରାରେ କମ୍ପିଲା ଦିଲ୍ଲୀ ବିମାନ ବନ୍ଦର। ଖେଳାଳିଙ୍କ ଗୋଟିଏ ଝଲକ ପାଇବାକୁ ଭୋରରୁ ଲାଗିଥିଲା ଭିଡ଼ ।
ଆଜି ସନ୍ଧ୍ୟାରେ ମୁମ୍ବାଇରେ ହେବ ଗ୍ରାଣ୍ଡ ସେଲିବ୍ରେସନ। ଖେଳାଳିମାନେ ମୁମ୍ବାଇ ବିମାନ ବନ୍ଦରରୁ ୱାଙ୍ଖଡେ ଷ୍ଟାଡିୟମରେ ପହଞ୍ଚିବେ। ସେଠାରେ ଏକ କିଲୋମିଟରର ବସ୍ ପ୍ୟାରେଡର କାର୍ଯ୍ୟକ୍ରମ ରହିଛି।
ସ୍ବଦେଶ ଫେରିଲା ଟିମ୍ ଇଣ୍ଡିଆ। ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଛି ଭାରତୀୟ କ୍ରିକେଟ୍ ଦଳ। ଆଉ ବିଶ୍ବ ବିଜୟୀ ଟିମର ଗୋଟିଏ ଝଲକ ପାଇବା ପାଇଁ ଗତକାଲି ରାତିରୁ ଜମିଛି ଭିଡ଼। ବିମାନ ବନ୍ଦର ବାହାରେ ଶହ ଶହ ସଂଖ୍ୟାରେ ଫ୍ୟାନ୍ ଆସି ଅପେକ୍ଷା କରି ରହିଛନ୍ତି।
ୱେଷ୍ଟଇଣ୍ଡିଜର ବାରବାଡୋସରେ ଘୂର୍ଣ୍ଣିଝଡ଼ ପରେ ଫସି ରହିଥିଲା ଭାରତୀୟ ଟିମ୍। ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନରେ ଟିମ୍ ଇଣ୍ଡିଆ ଦିଲ୍ଲୀ ଆସି ପହଞ୍ଚିଛି। ଆଜି ସଂଧ୍ୟାରେ ମୁମ୍ବାଇରେ ହେବ ଗ୍ରାଣ୍ଡ୍ ସେଲିବ୍ରେସନ୍।
ମିଡିଆ ରିପୋର୍ଟ ଅନୁଯାୟୀ, ଟିମ୍ ଇଣ୍ଡିଆକୁ ଆଣିବା ପାଇଁ ଯାଇଥିବା ବିସିସିଆଇର ସ୍ୱତନ୍ତ୍ର ବିମାନ ଦିଲ୍ଲୀରେ ଅବତରଣ କରିବ । ଏହି ଚାଟାର୍ଡ ଫ୍ଲାଇଟ୍ ଆସନ୍ତାକାଲି ଦିଲ୍ଲୀରେ ପହଞ୍ଚିବ ।
ସାମୁଦ୍ରିକ ବାତ୍ୟା ଯୋଗୁଁ ଭାରତୀୟ ଦଳ ଠିକ୍ ସମୟରେ ବାର୍ବଡୋସ୍ରୁ ବାହାରି ପାରିନଥିଲା । ତେବେ ବର୍ତ୍ତମାନ ଭାରତୀୟ ଦଳକୁ ସେଠାରୁ ଆଣିବା ପାଇଁ ବିସିସିଆଇ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ।
ଦ୍ବିତୀୟ ଥର ପାଇଁ ଟି-ଟ୍ବେଣ୍ଟି ବିଶ୍ବକପ୍ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ। ଆଉ ଟିମ୍ ଇଣ୍ତିଆର ଜବରଦସ୍ତ ବିଜୟ ଉତ୍ସବ ପାଳନ କରିବାକୁ ଆଇଟି କମ୍ପାନୀ ‘Xpheno’ ୧ ଜୁଲାଇକୁ ଛୁଟି ଘୋଷଣା କରିଛି ।
ବାର୍ବାଡସରେ ଅଟକିଛନ୍ତି ବିଶ୍ବବିଜୟୀ ଟିମ୍ ଇଣ୍ଡିଆ ସଦସ୍ୟ । ବାଟ ଓଗାଳୁଛି ସାମୁଦ୍ରିକ ଝଡ଼ । ବିମାନ ଉଡ଼ାଣ ପାଇଁ ପାଗ ଅନୁକୁଳ ନଥିବାରୁ ଭାରତ ଫେରିବାରେ ବିଳମ୍ବ ହେଉଛି ।
୨୦୦୭ ପରେ ୨୦୨୪। ଧୋନିଙ୍କ ପରେ ରୋହିତ। ୧୭ ବର୍ଷ ଲମ୍ବା ପ୍ରତୀକ୍ଷାର ଅନ୍ତ। ଦ୍ବିତୀୟ ଥର ପାଇଁ ଟି-ଟ୍ବେଣ୍ଟି ବିଶ୍ବକପ୍ ନିଜ ନାଁରେ କରିଛି ଟିମ୍ ଇଣ୍ଡିଆ। ଆଉ ମେନ୍ ଇନ୍ ବ୍ଲୁର ବିଜୟ ପରେ ଝୁମି ଉଠିଥିଲା ସାରା ଦେଶ।
ଟିମ୍ ଇଣ୍ଡିଆକୁ ୧୨୫ କୋଟି ଟଙ୍କାର ପୁରସ୍କାର ଘୋଷଣା କଲା ବିସିସିଆଇ । ପୁରସ୍କାର ଘୋଷଣା କଲେ ବିସିସିଆଇ ସମ୍ପାଦକ ଜୟ ଶାହ ।
ବିଶ୍ୱ ଟାଇଟଲ ଲଢ଼େଇରେ ବାଜି ମାରି ନେଇଛି ଟିମ୍ ଇଣ୍ତିଆ । ଦୀର୍ଘ ୧୧ ବର୍ଷର ପ୍ରତୀକ୍ଷା ପରେ ଦଳଗତ ଭାବେ ଭଲ ପ୍ରଦର୍ଶନ ଦେଇ ବିଜୟୀ ହୋଇଛି ଭାରତ ।
ଦୂର ହେଲା ଆଇସିସି ଟ୍ରଫି ଜିତିବା ଆଶା । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍ ଜିତିଲା ଭାରତ । ଦଷିଣ ଆଫ୍ରିକାକୁ ୭ ରନ୍ରେ ପରାସ୍ତ କରି ଟାଇଟଲ୍ ହାତେଇଲା ଟିମ୍ ଇଣ୍ଡିଆ ।
ଅପରାଜେୟ ବାଦଶାହା ବନିବ ଟିମ୍ ଇଣ୍ଡିଆ ନା ପ୍ରଥମ ଆଇସିସି ଟ୍ରଫି ସହ ଇତିହାସ ରଚିବ ଦକ୍ଷିଣ ଆଫ୍ରିକା ? ଟ୍ବେଣ୍ଟି ବିଶ୍ବକପ୍ ଗ୍ରାଣ୍ଡ ଫିନାଲେରେ କାହାର ହେବ ଜିତ୍ ?
ଚଳିତ ଟି-ଟ୍ୱେଣ୍ଟି ବିଶ୍ୱକପ୍ରେ ଆଉଟ୍ ଅଫ୍ ଫର୍ମ ଅଛନ୍ତି ଟିମ୍ ଇଣ୍ତିଆର ଷ୍ଟାର କ୍ରିକେଟର ବିରାଟ କୋହଲି। ତେବେ ତାଙ୍କ ଫର୍ମକୁ ନେଇ ଏବେ ପ୍ରଶ୍ନ ଉଠିବାରେ ଲାଗିଛି। କିନ୍ତୁ ସବୁ ପ୍ରଶ୍ନ ଉପରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି କ୍ୟାପ୍ଟେନ୍ ରୋହିତ ଶର୍ମା।
ବୋଲିଂରେ ଭାରତ ପକ୍ଷରୁ ଅର୍ଶଦୀପ ସିଂ ୩ଟି ଓ କୁଲଦୀପ ଯାଦବ ୨ଟି ଓ୍ଵିକେଟ୍ ନେଇଥିଲେ। ୪୧ ବଲରେ ରୋହିତ ଶର୍ମା ବିସ୍ଫୋରକ ୯୨ ରନ୍ କରି ପ୍ଲେୟାର ଅଫ ଦ ମ୍ୟାଚ୍ ବିବେଚିତ ହୋଇଛନ୍ତି। ହାର୍ଦ୍ଦିକ ପାଣ୍ଡ୍ୟା ଅପରାଜିତ ୨୭ ରନ୍ କରିଥିଲେ।
ଟି-ଟ୍ବେଣ୍ଟି ବିଶ୍ବକପରେ ଆଜି ଭାରତ-କାନାଡା ମ୍ୟାଚ୍ । ଫ୍ଲୋରିଡାରେ ଭାରତୀୟ ସମୟ ରାତି ୮ଟାରେ ମ୍ୟାଚ ଆରମ୍ଭ । ଲିଗ୍ ପର୍ଯ୍ୟାୟରେ କ୍ଲିନ୍ ସୁଇପ୍ ଭାରତର ଲକ୍ଷ୍ୟ...
ଆଉ ଗୋଟାଏ ଦିନ ପରେ ଭାରତ ନିଜର ବିଶ୍ୱକପ୍ ଅଭିଯାନ ଆରମ୍ଭ କରିବ । ତେବେ ଭାରତର ପ୍ଲେଇଂ ଏକାଦଶ କଣ ରହିବ ତାହାକୁ ନେଇ କଳ୍ପନାଜଳ୍ପନା ଆରମ୍ଭ ହୋଇଯାଇଛି । ପ୍ଲେଇଂ ଇଲେଭେନ୍କୁ ନେଇ ପୂର୍ବତନ କ୍ରିକେଟର ଏବଂ ବିଶେଷଜ୍ଞମାନେ ଚିନ୍ତା କରୁଛନ୍ତି ।
ଗମ୍ଭୀରଙ୍କ ବଦଳରେ କ୍ୟାପଟେନ କୁଲ୍ ମହେନ୍ଦ୍ର ସିଂହ ଧୋନି ହୋଇ ପାରନ୍ତି ହେଡ୍ କୋଚ୍ । ଏନେଇ ରିପୋର୍ଟ ପ୍ରକାଶ ପାଇଛି ।
ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାରତୀୟ ଦଳର ପୂର୍ବତନ ଓପନର ଗୌତମ ଗମ୍ଭୀରଙ୍କୁ ଟିମ୍ ଇଣ୍ଡିଆର ପରବର୍ତ୍ତୀ କୋଚ୍ କରିବାକୁ ଚାହୁଁଛି ବିସିସିଆଇ ।