ଆମର ଟାର୍ଗେଟ୍ ୪୦ ଥର ଗୁଳି ମାରିବା । ଏବେ ଥରେ ମାରିଛୁ । ଆହୁରି ୩୯ ଥର ମାରିବୁ । ଏମିତି କହି ଏକ ଭିଡିଓ ପୋଷ୍ଟ କରିଥିଲେ ଦୁଇ ବାଳକ ।
କିଶୋରାବସ୍ଥାରେ ପୁଅଙ୍କ ଛାତିରେ ଦେଖାଯାଉଛି କି ପରିବର୍ତ୍ତନ? ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି କି ପୁଅପିଲାଙ୍କ ସ୍ତନର ଆକାର? ଯଦି ହଁ, ତେବେ ସଂକୋଚ କରନ୍ତୁନି କି ଏହାକୁ ହେଳା କରନ୍ତୁନି। ତୁରନ୍ତ ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ ।
୧୨ ରୁ ୧୪ ବର୍ଷ ବୟସ୍କ ପିଲା ଟିକା ନେବା ଲାଗି ଜନ୍ମ ପ୍ରମାଣପତ୍ର ଦେଖାଇବାକୁ ପଡ଼ିବ । ଅନଲାଇନ ଓ ଅଫଲାଇନ ପଞ୍ଜିକରଣ ଜରିଆରେ ଟୀକା ଦିଆଯିବ ।
ଦେଶରେ ୧୫ରୁ ୧୮ ବର୍ଷର କିଶୋରଙ୍କୁ ଟିକାକରଣ ଆରମ୍ଭ ହୋଇଛି। ଦେଶରେ ୪୦ ଲକ୍ଷରୁ ଅଧିକ ପିଲା ଟିକା ନେଇଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ କହିଛନ୍ତି। ଟିକା ନେଇଥିବା ପିଲାମାନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି ଶୁଭେଚ୍ଛା ଦେଇଛନ୍ତି।