• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Telkoi

Premananda Nayak
ବିଜେଡି ଛାଡ଼ିଲେ ତେଲକୋଇ ବିଧାୟକ, ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା

ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ।

WaterCrisis
ଘରକୁ ଘର ପାଇପ୍ ଯୋଗେ ସ୍ୱଚ୍ଛ ପାଣି ଟୋପେ ମିଳୁନି ତେବେ କେଉଁ କାମକୁ ‘ବସୁଧା’

ଆଉ କେତେ ବିଫଳତାର ଉଦାହରଣ ଦେଖିଲେ ଚେତିବେ ସରକାର? ଲୋକଙ୍କୁ ‘ବସୁଧା’ ଯୋଜନାରେ ପାଣେ ଟୋପେ ତ ମିଳୁନି, ଏଠି କେବଳ ଲୋକେ ଯାହା ହନ୍ତସନ୍ତ ହେବା କଥା । ଆଜି ବି ପାଣି ଟୋପେ ପାଇଁ ଦହଗଞ୍ଜ ହେଉଛନ୍ତି ତେଲକୋଇ ତାଳପଦା ଗାଁର ଲୋକେ