କର୍ଣ୍ଣେଲ ୧୯ ରାଷ୍ଟ୍ରୀୟ ରାଇଫଲ୍ସ ୟୁନିଟର ନେତୃତ୍ବ ନେଉଥିବା ସେନା ପକ୍ଷରୁ ସୂଚନା ଦିଆଯାଇଛି ।
କାଣ୍ଡି ଫରେଷ୍ଟରେ ସେନା ଚଳାଇଛି ଅପରେସନ ତ୍ରିନେତ୍ର। ଉତ୍ତର କାଶ୍ମୀରର ବାରାମୂଲା ଅଂଚଳରେ ଆତଙ୍କବାଦୀମାନେ ସକ୍ରିୟ ଥିବା ଖବର ପାଇ ଆରମ୍ଭ ହୋଇଥିଲା ଅପରେସନ୍ ।
ଜାତୀୟ ସୁରକ୍ଷା ଆଇନକୁ ଅନୁକରଣ ନ କରି ଭାରତୀୟ ଆଇନ ବିରୋଧରେ ଯାଇ ଏସବୁ ଆପ କାମ କରୁଥିଲା । ପୂର୍ବରୁ ଟିକଟିକ୍ ସମେତ ୧୩୮ଟି ମୋବାଇଲ ମେସିଜିଂ ଆପକୁ କେନ୍ଦ୍ର ସରକାର ବ୍ୟାନ କରି ସାରିଛନ୍ତି।
ପୁରୀ ଶ୍ରୀମନ୍ଦିର ସୁରକ୍ଷିତ ଥିବା ନେଇ ରାଜ୍ୟ ସରକାରଙ୍କ ବିବୃତି ଆବଶ୍ୟକ ବୋଲି ସାଂସଦ କହିଛନ୍ତି। ସମ୍ବଲପୁର ହିଂସା ନେଇ ଆମେ ଅମିତ ଶାହାଙ୍କ ଦୃଷ୍ଟି ଆକର୍ଷଣ କରିଛୁ, ରାଜ୍ୟ ସରକାର ରାଷ୍ଟ୍ରହିତ ଦୃଷ୍ଟିରୁ NIAକୁ ତଦନ୍ତ ଦାୟିତ୍ବ ଦିଅନ୍ତୁ ବୋଲି ସାଂସଦ ସୁରେଶ ପୂଜାରୀ ଦାବି କରିଛନ୍ତି।
ଶୋକାକୁଳ ପରିବେଶ ଭିତରେ ସମ୍ପନ୍ନ ହୋଇଛି ପୁଞ୍ଚ୍ ଆତଙ୍କୀ ଆକ୍ରମଣରେ ସହିଦ ଦେବାଶିଷ ବିଶ୍ବାଳଙ୍କ ଶେଷକୃତ୍ୟ। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଆଜି ତାଙ୍କ ଜନ୍ମ ମାଟି ପୁରୀ ଅଳଗୁମ ଖଣ୍ଡାୟତ ସାହି ଗାଁ ଶ୍ମଶାନରେ ଜଳିଛି ସହିଦଙ୍କ ଚିତା।
ଆତଙ୍କୀ ଆକ୍ରମଣ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ତାଙ୍କ ଦେଶବାସୀଙ୍କ ଉଦ୍ଦେଶ୍ୟରେ ମନ୍ତବ୍ୟ ପାକିସ୍ତାନର ଦୋମୁହାଁ ନୀତିକୁ ପଦାକୁ ଆଣିଛି
ଆତଙ୍କବାଦୀଙ୍କ ଅନୁପ୍ରବେଶ ବେଳର ଭିଜୁଆଲ୍କୁ ଭାରତୀୟ ସେନା ସାର୍ବଜନୀନ କରିଛି। ପାକିସ୍ତାନ କିଭଳି ଅସ୍ଥିରfତା ସୃଷ୍ଟି ପାଇଁ ଉଦ୍ୟମ କରୁଛି ତାହା ଏଥିରୁ ସ୍ପଷ୍ଟ ହେଉଛି।
ପାକିସ୍ତାନ ଗୁଇନ୍ଦା ସଂସ୍ଥାର କର୍ଣ୍ଣେଲ ୟୁନୁସ୍ ଚୌଧୁରୀ ତାଙ୍କୁ ପଠାଇଥିଲେ । ୩୦୦୦୦ ଟଙ୍କା ପାଇଁ ଆକ୍ରମଣ କରିବାକୁ ଆସିଥିଲା ।
କିଛି ଟଙ୍କା ଦେଇ ଜଣେ ପାକିସ୍ତାନ କର୍ଣ୍ଣେଲ ଆତଙ୍କବାଦୀଙ୍କୁ ଭାରତରେ ଆକ୍ରମଣ ପାଇଁ ପଠାଇ ଥିବା ଜଣାପଡ଼ିଛି। ପାକ୍ ଅଧିକୃତ କାଶ୍ମୀରରୁ ଆସିଥିବା ଆତଙ୍କବାଦୀ ତବ୍ରକ୍ ହୁସେନ୍ ଭାରତୀୟ ସେନା ହାତରେ ଧରାପଡ଼ିବା ପରେ ସତ ସାମ୍ନାକୁ ଆସିଛି।
ଜାମ୍ମୁ ଓ କାଶ୍ମୀରରେ ସେନା କ୍ୟାମ୍ପ ଉପରେ ଆତଙ୍କବାଦୀମାନେ ଆତ୍ମଘାତୀ ହମ୍ଲା କରିଛନ୍ତି। ଏଥିରେ ୩ ଜଣ ଯବାନ ସହିଦ ହୋଇଥିବା ବେଳେ ସେନାର ପାଲଟା ଜବାବରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।
୨୦୨୨ ନୂଆ ବର୍ଷର ରାତିରେ ରକ୍ତର ହୋଲି ଖେଳିବାକୁ ସଜବାଜ ହେଉଛନ୍ତି ଆତଙ୍କବାଦୀ !! ଖବର ପାଇବା ମାତ୍ରେ ହାଇଆଲର୍ଟରେ ମୁମ୍ବାଇ ପୋଲିସ। ସବୁ କର୍ମଚାରୀଙ୍କ ଛୁଟି ବାତିଲ, ଛକ ଛକରେ ଜଗିଛି ପୋଲିସ୍..
ଆଫଗାନିସ୍ଥାନ ଉପରେ ତାଲିବାନର ନିୟନ୍ତ୍ରଣ ପରଠୁ ହିଁ ପାକିସ୍ତାନୀ ‘ଆଇଏସ୍ଆଇ’ ଓ ଏହାର ସମର୍ଥକ ଆତଙ୍କୀ ସଂଗଠନ ଦ୍ୱାରା ଅନେକ ଖବର ସାମ୍ନାକୁ ଆସୁଛି। ଦେଶର ପ୍ରମୁଖ ଗୁପ୍ତଚର ସଂସ୍ଥା ଅନୁଯାୟୀ, ଆତଙ୍କବାଦୀମାନେ ଭାରତ ଉପରେ ଆକ୍ରମଣ କରିବା ପାଇଁ ଏକ ବଡ ଷଡ଼ଯନ୍ତ୍ର କରୁଛି। ଏହି ଷଡ଼ଯନ୍ତ୍ରରେ ପାକିସ୍ଥାନ ସହ ଆଫଗାନିସ୍ଥାନର ଆତଙ୍କୀ ସଂଗଠନ ସାମିଲ ଅଛନ୍ତି ।