• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: The Agony Of Ancient Citadel Of Sisupalgarh

The Agony Of Ancient Citadel Of Sisupalgarh
କଲୋନୀ ଭିତରେ ଦିଶୁନି ଶିଶୁପାଳଗଡ଼! ଏକର ଏକର ଜମି ମାଫିଆଙ୍କ କବଜାରେ...

ହଡ଼ପ ହୋଇଗଲାଣି ଓଡ଼ିଶାର ପ୍ରାଚୀନ ଐତିହ୍ୟ ପୁରାତନ ରାଜଧାନୀ ଶିଶୁପାଳଗଡ଼। ପ୍ରାୟ ୫୬୩ ଏକର ପରିବ୍ୟାପ୍ତ ଏହି ପ୍ରାଚୀନ ଐତିହ୍ୟ ଏବେ ଏକ ଏକର ଜମିରେ ସଙ୍କୁଚିତ। ବାକି ଜମି ସବୁକୁ ଜବରଦଖଲ କରିଗଲେଣି ଜମି ମାଫିଆ ଓ ପ୍ରଭାବଶାଳୀ ଲୋକେ। ଏହା ବିରୋଧରେ ଏଏସଆଇ ଦାୟର କରିଥିବା ମାମଲାର ବିଚାର କରି ଶିଶୁପାଳଗଡ଼ର ଜବଦଖଲ ଉଚ୍ଛେଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ତେବେ କେବେ କାର୍ଯ୍ୟକାରୀ ହେବ ଏହି ନିର୍ଦ୍ଦେଶ? ତାହାକୁ ନେଇ ସନ୍ଦେହ...