• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: The Kolab Reservoir

kolab dam
ପୋତି ହେବାକୁ ବସିଲାଣି କୋଲାବ ଜଳଭଣ୍ଡାର, ପାନୀୟ ଜଳ ସମସ୍ୟା ଆଶଙ୍କା

ପୋତି ହେବାକୁ ବସିଲାଣି କୋଲାବ ଜଳଭଣ୍ଡାର । ଏହାର ଜଳଧାରଣ କ୍ଷମତା କ୍ରମାଗତ ଭାବେ ହ୍ରାସ ପାଉଛି । ଏମିତି ହେଲେ ସାଙ୍ଘାତିକ ବିଦ୍ୟୁତ ସଂକଟ ସହ ଜଳସେଚନ ଓ ପାନୀୟ ଜଳ ସମସ୍ୟା ଦେଖାଯିବା ଆଶଙ୍କା ରହିଛି । ସ୍ଥିତିକୁ ନେଇ ଜଳଭଣ୍ଡାର ଯେତିକି ଉପକାର କରିଛି ତାର ବହୁଗୁଣା ସମସ୍ୟାର କାରଣ ପାଲଟିବ ବୋଲି ସତର୍କ କରାଇଛନ୍ତି ବିଶେଷଜ୍ଞ ।