ବଂଶଧାରା ଜଳବିବାଦ ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି । ଟ୍ରିବୁ୍ୟନାଲର ରାୟକୁ ବିରୋଧ କରି ଓଡିଶା ପକ୍ଷରୁ ଦାଖଲ ହୋଇଛି ତିନିଟି ସ୍ପେଶାଲ ଲିଭ୍ ପିଟିସନ୍ । ସୁପ୍ରିମକୋଟଙ୍କ ତିନିଜଣିଆ ଖଣ୍ଡପୀଠଦ୍ୱାରା ହେବ ଶୁଣାଣି ...