ରକ୍ତାକ୍ତ ଅବସ୍ଥାରେ ଉଭୟ ସ୍ବାମୀ-ସ୍ତ୍ରୀଙ୍କୁ MKCG ମେଡିକାଲରେ ଭର୍ତ୍ତି କରାଯାଇଛି । ପୂରା ମାମଲାରେ ଏବେ ପୋଲିସ୍ ତଦନ୍ତ କରୁଛି ।
ଚୋର ଚୋରି କରିବା ପାଇଁ ଯାଇଥିଲା। ହେଲେ ମାଲିକ ତାକୁ ଧରି ପୋଲିସ ଜିମା ଦେବା ପରିବର୍ତ୍ତେ ଟ୍ରେଡ୍ମିଲ୍ରେ ଦୌଡାଇଛନ୍ତି। ଯାହାର ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି।
ମୁଣ୍ଡରେ ନଥିଲା କେରେ କେଶ... ହେଲେ ଚାଲାକ୍ ଥିଲା ଚୋର । ଚନ୍ଧା ମୁଣ୍ଡରେ ନକଲି ଚୁଟି ଲଗାଇ ଲୁଟ୍ କରୁଥିଲା ଲକ୍ଷ ଲକ୍ଷ ଟଙ୍କା । ଆଉ ଗାଏବ୍ କରୁଥିଲା ସୁନା ଗହଣା ।
ବେଙ୍ଗାଲୁରୁର ପିଜିରୁ ୧୦ ଲକ୍ଷରୁ ଅଧିକ ମୂଲ୍ୟର ୨୪ଟି ଲାପଟପ୍ ଚୋରି ଅଭିଯୋଗରେ ୨୬ ବର୍ଷ ବୟସ୍କ ଜଣେ ପୂର୍ବତନ IT କର୍ମଚାରୀଙ୍କୁ ଗିରଫ କରିଛି ପୋଲିସ୍।
ପୋଲିସକୁ ଖୋଲା ଚ୍ୟାଲେଂଜ କରି ଦିନଦ୍ୱିପହରେ ଜନ ବହୁଳ ସ୍ଥାନରେ ଥିବା ଘରୁ ୧୫ ଲକ୍ଷ ଟଙ୍କାର ସୁନାଗହଣା ସହ ୫୦ ହଜାର ଟଙ୍କା ଲୁଟି ନେଲେ ଦୁବୃର୍ତ୍ତ।
କାନ୍ଥରେ ଦୁଇ ଚୋର ଚିତ୍ର ଆଙ୍କିବା ସହ ଡାଏଲଗ୍ ଲେଖିବା ସମୟରେ ସେଠାରେ ଲାଗିଥିବା ଏକ କାଚ ଖସିପଡ଼ିଥିଲା । ତଳେ ପଡ଼ି କାଚଟି ଭାଙ୍ଗିଯାଇଥିଲା । ଯାହାଦ୍ୱାରା ଘର ଲୋକଙ୍କ ନିଦ ଭାଙ୍ଗି ଯାଇଥିଲା ।
ଦାମୀ ମଦ ପିଇ ନିଘୋଡ଼ ନିଦରେ ଚୋର । ଉଠିଲା ପରେ ଧରି ପକାଇଲେ ମାମୁଁ ।
ଭୋଗ କରିପାରିଲାନି ଠାକୁରଙ୍କ ଟଙ୍କା, ୯ ବର୍ଷ ଭୋଗିଲା ନର୍କ ଯନ୍ତ୍ରଣା…
‘ସୁପର ଚୋର’ ବଣ୍ଟି ଓରଫ ଦେବେନ୍ଦ୍ର ସିଂକୁ ଦିଲ୍ଲୀ ପୋଲିସ୍ ଗିରଫ କରିଛି। ପୋଲିସ୍ ବଣ୍ଟିକୁ ୫୦୦ କି.ମି. କାନପୁର ପର୍ଯ୍ୟନ୍ତ ପିଛା କରି ଶେଷରେ ଗିରଫ କରିଛି।
ଆମ ପାଖକୁ ଏମିତି ଏକ ଖବର ଆସିଛି ଯାହା ଶୁଣିଲେ ଆପଣ ଆଶ୍ଚର୍ଯ୍ୟ ହେବେ ।
ଆଜି ଆପଣଙ୍କୁ ଆମେ ଯେଉଁ ଘଟଣା ସମ୍ପର୍କରେ କହିବୁ ତାହା ମିଛ ଉପରେ ଆଧାରିତ । ଜଣେ ବ୍ୟକ୍ତି ମିଛ କହି କିଭଳି ଲାଭ ପାଇଲେ ଏବଂ ଏକ ବଡ଼ ବିପଦରୁ ବର୍ତ୍ତିଗଲେ ତାହା ଆମେ ଆପଣଙ୍କୁ ଜଣାଇବୁ ।
ଚୋରା ମୋବାଇଲ୍ରୁ ଫୋନ୍ ପେ’ରେ ୪୬୦ ଟଙ୍କାର ପେମେଣ୍ଟ ଗ୍ରହଣ କରିବା ଯୋଗୁ ବ୍ୟବସାୟୀଙ୍କ ଆକାଉଣ୍ଟ ଫ୍ରିଜ୍ ହୋଇଯାଇଛି।
ଏବେ ସୁଦ୍ଧା ଉକ୍ତ ଚୋର ବିରୋଧରେ ୪୪ଟି ମାମଲା ରହିଛି । ପୂବରୁ ୩୭ଟି କେସ୍ କରି ଜେଲ୍ ଦଣ୍ଡ ଭୋଗି ସାରିଥିବା ବେଳେ ଏବେ ଆଉ ୭ଟି ଚୋରିରେ ସମ୍ପୃକ୍ତ ଥିବା ଅଭିଯୋଗରେ ପୋଲିସ ତାକୁ ଗିରଫ କରିଛି ।
ଚୋରି ଟଙ୍କାରେ ବିଭିନ୍ନ ଜାଗା ବୁଲିବା ସହ କଲଗାର୍ଲରେ ଉଡାଉଥିଲା। ବିଜେବି କଲେଜରେ ପଢ଼ିବା ବେଳେ ଗଣ୍ଡଗୋଳ କରି ଜେଲ୍ ଯାଇଥିଲା। ଜେଲ୍ରେ ଅନ୍ୟ ଜଣେ ଚୋର ସହ ମିଶି କୁଖ୍ୟାତ ଲୁଟେରା ପାଲଟି ଯାଇଥିଲା। ଏଯାଏଁ ୫ କୋଟି ଚୋରି କରିଥିଲେ ବି ମାତ୍ର ୧୪ଶହ ଆକାଉଣ୍ଟରେ ଅଛି।