ବ୍ୟାଡମିଣ୍ଟନରେ ଭାରତକୁ ବଡ଼ ସଫଳତା । ବିଶ୍ୱ ପୁରୁଷ ଟିମ୍ ଚାମ୍ପିଅନସିପ୍ କୁହାଯାଉଥିବା ଥୋମାସ୍ କପ୍ ଇତିହାସରେ ପ୍ରଥମ ଥର ପାଇଁ ଟାଇଟଲ୍ ବିଜେତା ଭାବେ ନିଜ ନାମକୁ ଲିପିବଦ୍ଧ କରିଛି ଭାରତ ।
ବ୍ୟାଡମିଣ୍ଟନ ଜଗତର ସବୁଠୁ ବଡ଼ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟ ଥୋମାସ୍ କପକୁ ବିଶ୍ୱ ପୁରୁଷ ଟିମ୍ ଚାମ୍ପିୟନସିପ୍ ବୋଲି ମଧ୍ୟ କୁହାଯାଏ । ୧୯୪୮-୪୯ରୁ ଏହା ପ୍ରତି ୩ ବର୍ଷରେ ଖେଳାଯାଉଥିବା ବେଳେ ୧୯୮୨ରୁ ପ୍ରତି ୨ ବର୍ଷରେ ଖେଳାଯାଉଛି