ଧମକପୂର୍ଣ୍ଣ କଲ ଓ ମେସେଜ ଆସିବା ଏକ ସାଧାରଣ ଘଟଣାରେ ପରିଣତ ହେଲାଣି। ଏମିତି ଏକ ଘଟଣା ପୁଣି ଥରେ ଦେଖିବାକୁ ମିଳିଛି। ଶୁକ୍ରବାର ଏକ ପାକିସ୍ତାନୀ ନମ୍ବରରୁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଆକ୍ରମଣ କରିବାକୁ ଧମକ ମିଳିଛି।
ପୂଜା ଖେଡକରଙ୍କ ମାଆଙ୍କ ଦବଙ୍ଗଗିରିର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ଆଶ୍ଚର୍ଯ୍ୟ ହେବେ।
ଝାରସୁଗୁଡ଼ାର ବହୁ ଚର୍ଚ୍ଚିତ ନାବାଳକ ସମର୍ଥ ଅଗ୍ରୱାଲ ହତ୍ୟା ଘଟଣା ନୂଆ ମୋଡ଼ ନେଇଛି । ଓଟିଭି ହାତରେ ଲାଗିଛି ଏକ ଧମକପୂର୍ଣ୍ଣ ଫୋନ୍ କଲ୍ ।