ପୋଲିସ କହିଛି ଯେ ଅଭିଯୁକ୍ତ ଜଣେ ପ୍ରବାସୀ ଶ୍ରମିକ ଏବଂ ତାଙ୍କୁ ପାଲକ୍କଡରୁ ଗିରଫ କରାଯାଇଛି ।
ବିମାନ କମ୍ପାନୀ GoFirst ତାର ୧୭ ବର୍ଷ ପୂର୍ତ୍ତି ପାଳନ କରୁଛି । ଏହି ଅବସରରେ GoFirst ସେମାନଙ୍କ ଯାତ୍ରୀଙ୍କ ପାଇଁ ଦୁଇଟି ବିଶେଷ ଅଫର ଆଣିଛି । ଯାହାଦ୍ୱାରା ଯାତ୍ରୀମାନେ ଅନ୍ୟକିଛି ସୁବିଧା ପାଇବା ସହ ବିମାନ ଯାତ୍ରାର ମଧ୍ୟ ଲାଭ ପାଇପାରିବେ ।
ବାରବାଟୀ ଟିକେଟ୍ ବ୍ଲାକ୍ କରିବାକୁ ଦୁବୃର୍ତ୍ତ ଆପଣାଇଛନ୍ତି ଡିଜିଟାଲ ଫର୍ମୁଲା । OLXରେ ବିଜ୍ଞାପନ ଦେଇ ବିକୁଛନ୍ତି ଚଢ଼ା ଦରରେ ଟିକେଟ୍ ।
ଲୋ ପଳାଲୋ...ମାଡ଼ ଗୋଟିଏ ଚାରଣା କରିଦେବେ ଏମାନେ....ମାତିଛନ୍ତି ଗୁଲାପୀ ଗ୍ୟାଙ୍ଗରେ ନାରଣ। ବଂଚିବୁ ଯଦି ଏରିଆ ଛାଡିଦେ, ନହେଲେ...
ସତରେ ନିର୍ବାଚନ ଗୋଟିଏ ନିଶାରେ ନାରଣ। ଯଦି ନେତା ଦଳୀୟ ଟିକେଟ୍ ପାଇଲା, ତା ହେଲେ ମନ କୁଣ୍ଢେ ମୋଟ। ଯଦି ଟିକେଟ୍ ନ ମିଳେ, ତାହେଲେ ଏମିତି ଦେଖିବାକୁ ହେବରେ...