ଗାଁକୁ ଗାଁ ବୁଲୁଛି, ଗାଈ ବାଛୁରୀ ଶିକାର କରି ଖାଉଛି । ଯାହାକୁ ନେଇ ସ୍ଥାନୀୟ ଲୋକ ଏବେ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ସେପଟେ ମହାବଳକୁ ଠାବ କରିପାରୁନି ବନ ବିଭାଗର କ୍ୟାମେରା ।
ଖାଦ୍ୟ ଅନ୍ୱେଷଣରେ ଶିମିଳିପାଳ ଅଭୟାରଣ୍ୟରୁ ବାଘଟି ସହର ଭିତରକୁ ପଶି ଆସିଥିବା କୁହାଯାଉଛି।
ବାଘ ଗୁଜବ ପ୍ରଚାରିତ ହେବାପରେ ଲାସ୍ପେଟ୍ ପୋଲିସ୍ ଇନ୍ସପେକ୍ଟର ଭେଙ୍କଟଚାଲାପାଥି କହିଛନ୍ତି, ଏହି ଅଞ୍ଚଳରେ ବାଘ ବୁଲିବାର କୌଣସି ସମ୍ଭାବନା ନାହିଁ। କେହି ଉଦ୍ଦେଶ୍ୟମୂଳକ ଭାବରେ କୁକୁରକୁ ବାଘ ପରେ ରଂଗ ଦେଇଛନ୍ତି।
ଦୀର୍ଘ ବର୍ଷେ ହେଲା ସୁନ୍ଦରଗଡ଼ରେ ମହାବଳ ଥିବା ସଂକେତ ମିଳୁଥିଲା କିନ୍ତୁ କ୍ୟାମେରା ଟ୍ରାପରେ ଆସୁନଥିଲା। ତେବେ ବାଘ ଥିବା ସ୍ପଷ୍ଟ ହେବା ପରେ ସୋସିଆଲ ମିଡ଼ିଆ ଏକ୍ସରେ ଏନେଇ ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ।
ଓଡ଼ିଶା ଜଙ୍ଗଲରେ କଳା କଲରା ପତରିଆ ବାଘ ମିଳିଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ ।
ମାଙ୍କଡର ମୁହଁ ଏମିତି କାହିଁକି ? କାହିଁକି ଜିରାଫର ବେକ ଏତେ ଲମ୍ବା ? କାହିଁକି ସିଂହ ବେକରେ ଥାଏ କେଶର ? ସ୍ରଷ୍ଟାଙ୍କର ଅଦ୍ଭୁତ ସୃଷ୍ଟିକୁ ନିରେଖି ଦେଖିଲେ ଏମିତି ଅନେକ ପ୍ରଶ୍ନ ଆସେ ମନରେ। କିଏ ଦେବ ଏସବୁର ଉତ୍ତର ?