• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Tirtol Mla Bijaya Shankar Das

Tirtol MLA Bijaya Shankar Das
ବାହା ହେବା ପାଇଁ ବିଜୟଙ୍କ ମନ ଉଚ୍ଛନ; ପଛ ଛାଡ଼ୁନାହାନ୍ତି ପୂର୍ବତନ ପ୍ରେମିକା

ବଢି ବଢି ଚାଲିଛି ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ପ୍ରେମ ଆଉ ପ୍ରତାରଣା ବିବାଦ । ଆଜି କଟକ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚି ଅନ୍ୟ ଜଣେ ଯୁବତୀଙ୍କୁ ବିଜୟଙ୍କ ବିବାହ ଆବେଦନ ଉପରେ ଆପତ୍ତି ଉଠାଇଛନ୍ତି ପୂର୍ବତନ ପ୍ରେମିକା ସୋମାଲିକା ଦାସ । ପୂର୍ବରୁ ତାଙ୍କ ସହ ବିବାହ ପାଇଁ ଆବେଦନ କରିଥିବା ବିଧାୟକ ଆଉ କେତେ ଥର, କାହା ସହ ବିବାହ ପାଇଁ ଆବେଦନ କରିବେ ବୋଲି କହି ଏହାକୁ ବାତିଲ ପାଇଁ ଆବେଦନ କରିଛନ୍ତି ।

Tirtol MLA Bijaya Shankar Das
ବଢ଼ି ଚାଲିଛି ବିଜେଡି ବିଧାୟକ ବିଜୟ ଶଙ୍କରଙ୍କ ପ୍ରେମ-ପ୍ରତାରଣା ବିବାଦ

ବିବାଦରୁ ମୁକୁଳି ପାରୁ ନାହାନ୍ତି ବିଜେଡି ବିଧାୟକ ବିଜୟ ଶଙ୍କର । ପ୍ରେମ, ପ୍ରତାରଣା ଆଉ ବିବାହ ବିବାଦରେ ହରଡ଼ ଘଣାରେ ବିଜୟ ।

Somalika
‘ମୋର କ’ଣ କିଛି ଇଜ୍ଜତ ନାହିଁ..ବିଜୟଙ୍କୁ ଛାଡ଼ିବିନି, କଂପ୍ଲେନ୍‌ କରିବି..’

‘ପୋଲିସ ତଦନ୍ତ କଲା, କିନ୍ତୁ ରେଜଲ୍ଟ କୁଆଡ଼େ ଗଲା । ପଦବୀ, ପାୱାର ପାଇଁ ହିଁ ବିଜୟଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେଉନି’ ।

bjd mla issue
ଅଡୁଆରେ ତିର୍ତ୍ତୋଲ ବିଧାୟକ, ସୋମାଲିକାଙ୍କ ସାନି ଏତଲା

ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ଗୁରୁବାର ସନ୍ଧ୍ୟାରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବାନ୍ଧବୀ ସୋମାଲିକା ଦାଶ ତାଙ୍କ ଓକିଲଙ୍କ ସହିତ ଜଗତସିଂହପୁର ସଦର ଥାନାରେ ପହଞ୍ଚି ପୁଣିଥରେ ଏତଲା ଦେଇଛନ୍ତି

Tirtol MLA Bijaya Shankar Das' rumoured girlfriend Somalika files fresh case after High Court order
ବଢ଼ିଲା ତିର୍ତ୍ତୋଲ ବିଧାୟକଙ୍କ ଅଡ଼ୁଆ, ଗର୍ଲଫ୍ରେଣ୍ଡ୍‌ଙ୍କ ଆବେଦନକୁ ଗ୍ରହଣ କଲେ ହାଇକୋର୍ଟ

ବଢ଼ିଲା ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ଅଡ଼ୁଆ। ବାନ୍ଧବୀ ସୋମାଲିକାଙ୍କ ଆବେଦନକୁ ହାଇକୋର୍ଟ ଗ୍ରହଣ କରିଛନ୍ତି।

More Trouble For Tirtol MLA
ଫସିବେ ତିର୍ତ୍ତୋଲ ବିଧାୟକ ! ଗର୍ଲଫ୍ରେଣ୍ଡ୍‌ ଆଣିଥିବା ସେକ୍ସ ରାକେଟ୍ ଅଭିଯୋଗର ହୋଇପାରେ ତଦନ୍ତ

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ତାଙ୍କ ଗର୍ଲଫ୍ରେଣ୍ଡ୍‌ ଆଣିଥିବା ସେକ୍ସ ରାକେଟ୍ କାରବାର ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ କରିପାରେ। ଜଗତସିଂହପୁର ଏସ୍‌ପି ଘଟଣାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି।