ଇଡି ଅଧିକାରୀଙ୍କ ଉପରେ ଆକ୍ରମଣ ମାମଲାରେ ସନ୍ଦେଶଖାଲିରେ ସିବିଆଇର ୫ଟି ଟିମ୍ ଚଢ଼ାଉ କରିଛି ।
ଏଥିକ୍ସ କମିଟିର ରିପୋର୍ଟ ଆଧାରରେ ବହିଷ୍କାର ହେଲେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ର ।
ମହୁଆଙ୍କ କାର୍ଯ୍ୟକଳାପ ଅଗ୍ରହଣୀୟ, ଅନୈତିକ, ଘୃଣ୍ୟ ଓ ଅପରାଧିକ । ଏଥିସହ ତାଙ୍କ ଆର୍ଥିକ କାରବାର ତଦନ୍ତ କରିବାକୁ କମିଟି ସୁପାରିଶ କରିଛି ।
କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏନେଇ ରାଜ୍ୟ ସରକାରଙ୍କ ଠାରୁ ରିପୋର୍ଟ ମାଗିଥିବା ସୂଚନା ମିଳିଛି।
ନନ୍ଦିଗ୍ରାମର ଏକ ଜନସଭାରେ ରାଷ୍ଟ୍ରପତିଙ୍କ ରୂପକୁ ନେଇ ତାଚ୍ଛଲ୍ୟ କରିଥିଲେ ବେଙ୍ଗଲ ମନ୍ତ୍ରୀ ।
ଦେଶର ପ୍ରଥମ ନାଗରିକ ତଥା ଓଡ଼ିଆ ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାଚ୍ଛଲ୍ୟ କରିଛି ପଶ୍ଚିମବଙ୍ଗର କ୍ଷମତାସୀନ ଟିଏମସି।
କୋଲକାତାର ପୂର୍ବତନ ମେୟର ସୁବ୍ରତ ମୁଖାର୍ଜୀ ନାରଦ ଷ୍ଟିଙ୍ଗ ମାମଲାରେ ଗିରଫ ହୋଇ ଜେଲ୍ ଯାଇଥିଲେ। ଏହାପରେ ଜାମିନରେ ସେ ଜେଲ୍ରୁ ମୁକୁଳି ଥିଲେ। ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଗତ ଅକ୍ଟୋବରରେ ୨୪ରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।