ଏକ ସର୍ଭେରୁ ଜଣାପଡିଛି ଯେ, ୟୁରୋପୀୟ ଅଞ୍ଚଳର ୧୨.୫% କିଶୋର ୨୦୨୨ ମସିହାରେ ଇ-ସିଗାରେଟ୍ ବ୍ୟବହାର କରିଛନ୍ତି, ଯାହାକି ବୟସ୍କମାନଙ୍କ ତୁଳନାରେ ୨% ଅଧିକ। ଏହି ଅଞ୍ଚଳର କେତେକ ଦେଶରେ, ସ୍କୁଲ ପିଲାମାନଙ୍କ ମଧ୍ୟରେ ଇ-ସିଗାରେଟ୍ ବ୍ୟବହାର ସିଗାରେଟ୍ ଟାଣିବା ହାରଠାରୁ ୨-୩ ଗୁଣ ଅଧିକ।
କର୍ଣ୍ଣାଟକ ସ୍ୱାସ୍ଥ୍ୟମନ୍ତ୍ରୀ ନିଜେ ସୋସିଆଲ ମିଡିଆ ‘X’ରେ ପୋଷ୍ଟ କରି କ୍ୟାପସନରେ ଲେଖିଛନ୍ତି, ହୁକା ଧୂମପାନ ସ୍ୱାସ୍ଥ୍ୟ ପ୍ରତି ହାନୀକାରକ । ଏହି ବିପଦକୁ ଦୃଷ୍ଟିରେ ରଖି ଆମେ ସାରା ରାଜ୍ୟରେ ହୁକା ଧୂମପାନ ଉପରେ ନିଷେଧାଦେଶ ଜାରି କରିଛୁ ।
ତମାଖୁ ସେବନ କେତେ ଭୟଙ୍କର ହୋଇପାରେ? କିଭଳି ସବୁକିଛି ଧୂଳିସାତ୍ କରିପାରେ, ଅଭିନେତା ସାତ୍ୟକୀ ମିଶ୍ରଙ୍କ ନିବେଦନ ପରେ ଏହାକୁ ନେଇ ସବୁଠି ଚର୍ଚ୍ଚା।
ଜୀବନକୁ କେମିତି ଧୂଳିସାତ୍ କରେ ବଦଭ୍ୟାସ ତମାଖୁ । ପୀଡ଼ିତ ଅଭିନେତା ସାତ୍ୟକୀ ମିଶ୍ରଙ୍କ ଭିଡିଓକୁ ନେଇ ଚର୍ଚ୍ଚା ।
ସାଇକେଲ୍ରେ ପ୍ଲା କାର୍ଡ...ବହୁରୂପୀର ବେଶ । ଗାଁ କୁ ଗାଁ ବୁଲିବୁଲି ଲୋକଙ୍କୁ ତମାଖୁ ନଖାଇବାକୁ ଦେଉଛନ୍ତି ପରାମର୍ଶ
ଦିନକୁ ଦିନ ଗୁଟଖା ଖିଆ ଲୋକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଯେଉଁଠି ନାହିଁ ସେଇଟି ସେମାନେ ଛେପ ପକାଇ ପରିବେଶକୁ ଆବର୍ଜନା କରୁଛନ୍ତି। ବାରମ୍ବାର ସଚେତନତା ପରେ ବି ସେମାନେ ସୁଧୁରିବାରେ ନା ଧରୁନାହାନ୍ତି