ସାଇକେଲ୍ରେ ପ୍ଲା କାର୍ଡ...ବହୁରୂପୀର ବେଶ । ଗାଁ କୁ ଗାଁ ବୁଲିବୁଲି ଲୋକଙ୍କୁ ତମାଖୁ ନଖାଇବାକୁ ଦେଉଛନ୍ତି ପରାମର୍ଶ
ଦିନକୁ ଦିନ ଗୁଟଖା ଖିଆ ଲୋକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଯେଉଁଠି ନାହିଁ ସେଇଟି ସେମାନେ ଛେପ ପକାଇ ପରିବେଶକୁ ଆବର୍ଜନା କରୁଛନ୍ତି। ବାରମ୍ବାର ସଚେତନତା ପରେ ବି ସେମାନେ ସୁଧୁରିବାରେ ନା ଧରୁନାହାନ୍ତି