ଆଉ କେଇ ଘଣ୍ଟାର ଅପେକ୍ଷା। କଟକ ଜବାହରଲାଲ ନେହରୁ ଇଣ୍ଡୋର ଷ୍ଟାଡିୟମରେ ଆଜିଠୁ ଆରମ୍ଭ ହେଉଛି BWF ଓ୍ୱାଲର୍ଡ ଟୁର୍ ବ୍ୟାଡମିଣ୍ଟନ 'ଓଡିଶା ଓପନ'।
ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ୧୪ତାରିଖ ମଧ୍ୟରେ ରାଜ୍ୟର ଭିନ୍ନ ଭିନ୍ନ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ଆଜି ଆଦିବାସୀଙ୍କ ପ୍ରସିଦ୍ଧ ସୁଲିଆ ଯାତ୍ରା। ବଲାଙ୍ଗିର ଜିଲ୍ଲା ଖଇରଗୁରା ଓ କୁମୁରିଆରେ ଆଜି ସକାଳୁ ସକାଳୁ ଯାତ୍ରା ଆରମ୍ଭ ହୋଇଗଲାଣି।
ଆଜିଠୁ ବୁଷ୍ଟର ଡୋଜ୍, କରୋନା ବଢୁଥିବାରୁ ଟିକା ନେବା ପାଇଁ ଲାଗିଲାଣି ଲାଇନ୍, ବୟସ୍କ କହିଲେ ଭ୍ୟାକ୍ସିନ ପାଇଁ ଆମ ମନରେ ଅଛି ଉତ୍ସାହ
ଶ୍ରୀମନ୍ଦିରରେ ଆଜିଠୁ ଜଗାଦର୍ଶନ ବନ୍ଦ ରହିଛି । ସାଧାରଣ ଭକ୍ତଙ୍କ ପାଇଁଶ୍ରୀମନ୍ଦିର ପ୍ରବେଶ ମନା । ବଢ଼ି ଚାଲିଥିବା କରୋନା ସଂକ୍ରମଣ ସ୍ଥିତିକୁ ଦେଖି ଶ୍ରୀମନ୍ଦିରକୁ ସାଧାରଣ ଭକ୍ତଙ୍କ ପ୍ରବେଶ ଉପରେ ଲାଗିଛି କଟକଣା । ଆଜି ରରିବାରରେ ସାନିଟାଇଜେସନ୍ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବା ବେଳେ ଆସନ୍ତା କାଲିଠାରୁ ଅର୍ଥାତ୍ ସୋମବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ ।
ଆଜିଠୁ ଆରମ୍ଭ ହେବ ୧୫-୧୮ ବର୍ଷ ପିଲାଙ୍କ କୋଭିଡ୍ ଟିକାକରଣ.. ଏଥିପାଇଁ ବେଶ ଉତ୍ସାହିତ ଅଛନ୍ତି ପିଲାମାନେ.. ଟିକା ନେବାକୁ ଉତ୍ସୁକ ପିଲାମାନେ କୋ-ଓ୍ୱିନ୍ ଆପରେ ନିଜକୁ ପଞ୍ଜିକୃତ କରିପାରିବେ..
କଟକ ଜିଲ୍ଲା ବଡମ୍ବା ଏବଂ ବାଙ୍କୀ ବାସିନ୍ଦାଙ୍କ ପାଇଁ ଖୁସି ଖବର । ଆଜି ଲୋକାର୍ପିତ ହେବ ଟି-ସେତୁ । ବଡମ୍ବା-ଗୋପିନାଥପୁରଠାରୁ ବୈଦେଶ୍ୱରକୁ ସଂଯୋଗ କରୁଛି ସେତୁ ।
ଆଜିଠୁ ଉଡ଼ିବ ଆମ୍ବୁଲାନ୍ସ । ୪ଟି ଜିଲ୍ଲାରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା । ଭୁବନେଶ୍ୱର ବିମାନବନ୍ଦରରୁ ଏହି ସେବା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
ବ୍ରହ୍ମପୁରର ବିବାଦୀୟ ଦମ୍ପତି ଡାକ୍ତର ସୁମିତ ସାହୁ-ତପସ୍ୱିନୀଙ୍କ ମାମଲାର ଆଜି ହେବ ଶୁଣାଣି। ଆଜି ବ୍ରହ୍ମପୁର ଏସଡିଜିଏମ୍ କୋର୍ଟରେ ଶୁଣାଣି ହେବ। ଶୁଣାଣି ପରେ ପରବର୍ତ୍ତୀ ପଦକ୍ଷେପ କଣ ରହିବ ?
ଆଜି ୨୦୨୧ ମସିହା, ଡିସେମ୍ବର ମାସ ୧୬ତାରିଖ, ଗୁରୁବାର, ଧନୁ୧ଦିନ, ମାର୍ଗଶିର ମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀ ତିଥି,ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତିକୁ ବିରୋଧ କରି୨ ଦିନିଆ ବ୍ୟାଙ୍କ ଧର୍ମଘଟ ଡାକରା ଦେଇଛି ୟୁନାଇଟେଡ୍ ଫରୋମ ଅଫ୍ ବ୍ୟାଙ୍କ ୟୁନିଅନ
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ କାଶୀ ବିଶ୍ୱନାଥ କରିଡରର ଉଦଘାଟନ.. ଏଥିପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି.. ସାଂସଦ ତଥା ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଚେଷ୍ଟାରେ କାଶୀର ରୂପରଙ୍ଗ ବଦଳିଯାଇଥିବାରୁ ଲୋକେ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି..
କାଶୀ ବିଶ୍ୱନାଥ ମନ୍ଦିରରୁ ଗଙ୍ଗା ନଦୀକୁ ଯୋଡ଼ି ହେବ ସଂପର୍କ... ୧୧ ଲକ୍ଷରୁ ଅଧିକ ଦୀପରେ ଆଲୋକିତ ହେବ ଗଙ୍ଗାଘାଟ... କାଶୀର ୭ ଲକ୍ଷ ଲୋକଙ୍କ ଘରେ ପହଞ୍ଚିବ କାଶୀ ବିଶ୍ୱନାଥଙ୍କ ପ୍ରସାଦ...
ଆଜି କଟକ ଯିବେ ମୁଖ୍ୟମନ୍ତ୍ରୀ । ଜିଲ୍ଲାର ୨୦୦ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବାଣ୍ଟିବେ ନବୀନ... ବାଲିଯାତ୍ରା ଉପର ପଡ଼ିଆରେ କାର୍ଯ୍ୟକ୍ରମ ଆୟୋଜନ .
ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ଜାମିନ ଆବେଦନର ଆଜି ହେବ ଶୁଣାଣି । କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ମାମଲାର ଶୁଣାଣି ହେବ ।
ଆଜିଠାରୁ ପୁଣି ଆରମ୍ଭ ହେଉଛି ବିଧାନସଭା । ମମିତା ମେହର ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିପାରନ୍ତି ବିରୋଧି । ବିଧାନସଭା ୪ ଦିନ ଚାଲିଥିବାବେଳେ ଗୋଟିଏ ଦିନ ବି ଠିକ୍ରେ ଚାଲିପାରିନଥିଲା ଗୃହ । ପ୍ରଥମ ଦିନ ପ୍ରବେଶ ପଥରେ ତାଲା ମାରିଥିଲେ । ଦ୍ୱିତୀୟ ଦିନ ବ୍ୟାନର ଓ ପୋଷ୍ଟର ଦେଖାଇଲେ, ତୃତୀୟ ଦିନ ଗୋବର ଓ ଗଙ୍ଗାପାଣି ଛିଞ୍ଚିଥିଲେ ବିରୋଧି ।
ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଅବପାତ । ଏହି ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ । ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୮୫୦ କିଲୋମିଟର ଦୂରରେ ରହିଛି ।
ଆଜି ୨୦୨୧ ମସିହା ଡିସେମ୍ବର ତା ୨ରିଖ ରିଖ ଗୁରୁବାର, ବିଛା ୧୭ ଦିନ, ମାର୍ଗଶିର ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି। ତେବେ ଆସନ୍ତୁ ଜାଣିବା କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ପ୍ରତିକାର।
ଶୀତ ଅଧିବେଶ ହେବ ଗରମ : ଶାସକଦଳକୁ ଘେରିବାକୁ ପ୍ରସ୍ତୁତ ବିରୋଧୀ…
ଆଜିଠୁ ଆରମ୍ଭ ହେଉଛି ୩୨ତମ କୋଣାର୍କ ଉତ୍ସବ.. ଏହା ସହ ଆରମ୍ଭ ହେବ ନବମ ଅନ୍ତର୍ଜାତୀୟ ବାଲୁକା କଳା ଉତ୍ସବ.. କୋଭିଡ୍ କଟକଣା ମଧ୍ୟରେ ମୁକ୍ତାକାଶ ରଙ୍ଗ ମଞ୍ଚରେ ୫ ଦିନ ଧରି କୋଣାର୍କ ଉତ୍ସବ ଅନୁଷ୍ଠିତ ହେବ..
ଆଜି ୨୦୨୧ ମସିହା, ନଭେମ୍ବର ମାସ, ୩୦ ତାରିଖ, ମଙ୍ଗଳବାର, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ଆଜି ସଂସଦର ଶୀତ ଅଧିବେଶନ । ଆସିପାରେ କୃଷି ଆଇନ ଉଚ୍ଛେଦ ବିଲ୍ । ସେପଟେ ରାଜ୍ୟରେ ବିଧାନସଭାରେ ଶୀତକାଳୀନ ଅଧିବେଶନ ପୂର୍ବରୁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଛନ୍ତି ।
ଆଜି ୨୦୨୧ ମସିହା, ନଭେମ୍ବର ମାସ ୨୯ ତାରିଖ, ସୋମବାର, ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ ଓ କ’ଣ ରହିଛି ଆପଣଙ୍କ ରାଶିରେ...
ଆସନ୍ତାକାଲିଠୁ ଆରମ୍ଭ ହେଉଛି ସଂସଦର ଶୀତକାଳୀନ ଅଧିବେଶନ। କିଭଳି ଅଧିବେଶନ ସୁରୁଖୁରୁରେ ଚାଲିପାରିବ, ସେନେଇ ଆଜି ବସିବ ସର୍ବଦଳୀୟ ବୈଠକ।