• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Toll Gate Cctv Footage

Manas Murder Case
କ୍ୟାମେରାମ୍ୟାନ ହତ୍ୟାକାଣ୍ଡରେ କ୍ରାଇମବ୍ରଞ୍ଚକୁ ମିଳିଲା ବଡ଼ ପ୍ରମାଣ

କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟା ମାମଲାରେ କ୍ରାଇମବ୍ରଞ୍ଚକୁ ମିଳିଲା ବଡ଼ ପ୍ରମାଣ। ମାନସଙ୍କ ମୃତଦେହ ନୟାଗଡ଼ରେ ପୋତିବା ପରେ ଯାଜପୁର ଚଣ୍ଡିଖୋଲକୁ ଯାଇଥିଲେ ଶର୍ମିଷ୍ଠା ଓ ଅନ୍ୟ ଅଭିଯୁକ୍ତ । ଏହାର ଠୋସ୍ ପ୍ରମାଣ ଏବେ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି । ଟାଙ୍ଗୀ ଟୋଲ୍ ଗେଟ୍ ଦେଇ ଶର୍ମିଷ୍ଠାଙ୍କ କାର୍ ଅତିକ୍ରମ କରିବା ସମୟର ଭିଡିଓ ଏବଂ ସିସିଟିଭି ଫୁଟେଜକୁ ଜବତ କରିଛି ତଦନ୍ତକାରୀ ଟିମ୍ । ସେପଟେ ୫ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରିବା ପାଇଁ ଚାନ୍ଦବାଲି କୋର୍ଟରେ କ୍ରାଇମବ୍ରାଞ୍ଚ ଆବେଦନ କରିଛି ।