ହଠାତ୍ ଆକାଶରେ ଘୋଟି ଆସିଲା କଳା ବାଦଲ, ଏହାପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସମୁଦ୍ରର ଜଳରାଶିକୁ ଛୁଇଁଲା। ହଠାତ୍ ଏଭଳି ଦୃଶ୍ୟ ଦେଖି ଲୋକମାନେ ଆଚମ୍ବିତ ହେବାସହ ଭୟଭୀତ ହୋଇଯାଇଥିଲେ।