• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Tourist Place

Bus Service
ଆସିଲା ବଡ଼ ଖବର, ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀକୁ ରାଜ୍ୟରୁ ଗଡ଼ିବ ବସ୍

ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ଆରମ୍ଭ ହେବ ବସ୍ ସେବା । ଏନେଇ ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା ।

Talamiting waterfall
ତଳମିଟିଂ ଜଳପ୍ରପାତ: ରାସ୍ତା ନାହିଁ, ତଥାପି ପହଞ୍ଚି ଯାଆନ୍ତି ପର୍ଯ୍ୟଟକ

ଶୀତ ଆରମ୍ଭ ସହ ଆରମ୍ଭ ହେଲାଣି ପର୍ଯ୍ୟଟନ ଋତୁ । ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ଲାଗିଲାଣି ପର୍ଯ୍ୟଟକଙ୍କ ଗହଳି ।

Tourist Place
ପର୍ଯ୍ୟଟନ ଋତୁ ପୂର୍ବରୁ ପର୍ଯ୍ୟଟନସ୍ଥଳୀରେ ମଦ ଓ ପ୍ଲାଷ୍ଟିକ୍ ବ୍ୟାନ୍

ଆସୁଛି ପର୍ଯ୍ୟଟନ ଋତୁ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ସଜେଇ ହେଲାଣି ବିଭିନ୍ନ ପର୍ଯ୍ୟଟନସ୍ଥଳୀ । ପର୍ଯ୍ୟଟନ ଋତୁରେ ପର୍ଯ୍ୟଟକଙ୍କୁ ହାତ ଠାରି ଡାକିବ ଗଜପତି ଜିଲ୍ଲା। ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟରେ ବିମୋହିତ ପର୍ଯ୍ୟଟକ। ତେବେ ଏହା ପୂର୍ବରୁ ପର୍ଯ୍ୟଟନସ୍ଥଳୀରେ ମଦ ଓ ପ୍ଲାଷ୍ଟିକ୍ ଉପରେ କଟକଣା ଜାରି କରିଛି ଗଜପତି ଜିଲ୍ଲା ପ୍ରଶାସନ…

Nuakhai -Risipiti
Nuakhai: ଖିଆ ପିଆ ତ ସରିଲା, ଏବେ ଚାଲଯିବା ରିଶିପିଟି ! ଲାଗିଛି ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼...

ଘରେ ଘରେ ହସଖୁସିର ମାହୋଲ । ସମସ୍ତେ ନୂଆ ଜାମା ପିନ୍ଧି ନବାନ୍ନ ଖାଇ ବଡ଼ ମାନଙ୍କର ଆର୍ଶୀବାଦ ନେଇଛନ୍ତି ।

Barakanya Waterfall
ପ୍ରକୃତି କୋଳରେ କୋଳାହଳଠୁ ଦୂରରେ, ବରକନ୍ୟା ଜଳପ୍ରପାତ; ଗୋଟିଏ ସ୍ଥାନରେ ୪ ଝରଣା..

ଗୋଟିଏ ସ୍ଥାନରେ ୪ଟି ପ୍ରପାତର ମଜା ଉଠାଇପାରିବେ । ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେବାକୁ ଅଂଚଳବାସୀଙ୍କ ଦାବି ।

Ajab Gajab Temple
୬ ବିଚିତ୍ର ମନ୍ଦିର, ଅଜବ ପରମ୍ପରା ! ଠାକୁରଙ୍କୁ ଅସଭ୍ୟ ଭାଷାରେ ଗାଳି ଗୁଲଜ, ଠେଙ୍ଗା ଧରି ମାରପିଟ୍

ଯଦି ଆପଣ ଦେଶର ବିଭିନ୍ନ କୋଣ ଅନୁକୋଣକୁ ଯାଇ ଏହି ସବୁ ନିଆରା ପରମ୍ପରାର ମଜା ନେବାକୁ ଚାହିଁବେ ତେବେ ଆପଣଙ୍କ ପାଇଁ ଗୋଟିଏ ଜୀବନ ବି ନିଅଣ୍ଟ ପଡ଼ିବ ।

Tourist can enter centrally protected historic monuments for free
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଆଜି ମାଗଣାରେ ବୁଲିପାରିବେ ବିଭିନ୍ନ ଐତିହ୍ୟ ସ୍ଥଳ

ଆଜି ମାଗଣାରେ ବୁଲିପାରିବେ ବିଭିନ୍ନ ଐତିହ୍ୟ ସ୍ଥଳ। ଆର୍କୋଲୋଜିକାଲ୍ ସର୍ଭେ ଅଫ୍ ଇଣ୍ଡିଆ ବା ASI ଅଧିନରେ ଥିବା ସମସ୍ତ ଐତିହ୍ୟ ସ୍ଥଳକୁ ଆଜି ଟିକେଟ୍ ମୁକ୍ତ କରାଯାଇଛି।

Last Places Of India
ଭାରତର ଶେଷ ୬ ଜାଗା; ବୁଲିବା ନିହାତି ଜରୁରୀ

ଭାରତରେ ଏମିତି ଅନେକ ନିଆରା ଜାଗା ଅଛି ଯାହାକୁ ଆପଣ ପ୍ରାୟ ଦେଖିଥିବେ। କିନ୍ତୁ ଏଇ ଭାରତରେ ଏମିତି କିଛି ଜାଗା ଅଛି ଯାହା ଅନ୍ତିମ ଜାଗା। ଆପଣ କେବେ ଏ ଜାଗା ବିଷୟରେ ଜାଣିଛନ୍ତି କି? ଜାଣିବା ପାଇଁ ପଢନ୍ତୁ…

Tourist Place
ମନଲୋଭା ଓ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୁର ଦେଢ଼ଶୂର-ଭାଇବୋହୂ ପାହାଡ଼

ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍‌ ଅନ୍ତର୍ଗତ ଉମା ପଞ୍ଚାୟତ ରେଘାମୁଣ୍ଡାରେ ରହିଛି ଏହି ଦେଢ଼ଶୁର-ଭାଇବୋହୂ ଭୀମ ପାହାଡ଼ ।

Know These Places In India Where You Can Stay For Free
ଭାରତରେ ଏହିସବୁ ସ୍ଥାନରେ ଖାଇବା, ରହିବା ସବୁ ମାଗଣା...

ଭାରତରେ ଏମିତି ଅନେକ ଧର୍ମଶାଳା ଓ ଆଶ୍ରମ ରହିଛି, ଯେଉଁଠି ଆପଣ ରହିଲେ ଆପଣଙ୍କୁ ଟଙ୍କା ଦେବାକୁ ପଡ଼ିବ ନାହିଁ। ଅର୍ଥାତ୍‌ ଆପଣଙ୍କୁ ମାଗଣା ରହଣିର ସୁବିଧା ମିଳିବ। 

Afghanistan
ଆଫଗାନିସ୍ତାନର ଏହି ପର୍ଯ୍ୟଟନସ୍ଥଳୀକୁ ନେଇ ଜୋରସୋରରେ ଚାଲିଛି ଚର୍ଚ୍ଚା

ଆଫଗାନିସ୍ତାନରେ ଚାଲିଛି ତାଲିବାନ ଶାସନ। ପୂରା ଦେଶକୁ କବଜା କରିବା ପରେ ତାଲିବାନୀମାନେ ରାଜ କରୁଛନ୍ତି। ଏବେ ଆଫଗାନିସ୍ତାନ ନାଁ ଶୁଣିବା ମାତ୍ରେ ମନକୁ ଆସି ଯାଉଛି ରକ୍ତପାତ ଓ ଯୁଦ୍ଧର ଝଲକ