ଖୋର୍ଦ୍ଧା ଜଟଣୀ ପୌରପରିଷଦରେ ଉଚ୍ଛେଦ କରାଯାଇଥିବା ଦୋକାନୀମାନଙ୍କୁ କେବେ କରାଯିବ ଥଇଥାନ ? ଦୋକାନୀଙ୍କୁ କେବେ ମିଳିବ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଭେଣ୍ଡିଂଜୋନ ?
କାହିଁକି ଓଡ଼ିଶା ବଜାରରେ ଏବର୍ଷ ଘାଟା ଖାଇଲା ବାଇଗଣ ପଲେଇ ଆମ୍ବ ? ଦର ଅଧିକ ନା ଅଧିକ ଆମଦାନୀ ଅଧିକ ?
ବାହାର ଗେଟରେ ତାଲା ପଡ଼ିଥିବା ବେଳେ ଭିତର ଏମାନଙ୍କ କାରବାର ଚାଲିଛି ପୂରା ଖୁଲମଖୁଲ୍ଲା। ନା କେହି ପଚାରିବାକୁ ଅଛି ନା ଏମାନଙ୍କର ଖାତିର ଅଛି। ପାଚେରି ଭାଙ୍ଗି ଯିବାଆସିବା କରୁଛନ୍ତି, ଘର ଭିତରେ ଆଡ୍ଡା ଜମାଇ ରହୁଛନ୍ତି।