କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।
କଟକ ବାଲିଯାତ୍ରା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ କଟକଣା ଜାରି କରାଯାଇଛି । ଆସନ୍ତାକାଲିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା।
କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା । ଭୁବନେଶ୍ୱର ଜନତା ମଇଦାନରେ ପ୍ରଧାନମନ୍ତ୍ରୀଙ୍କ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।
ରାଜଧାନୀ ଭୁବନେଶ୍ୱରରେ ଜୋରଦାର ହୋଇଛି ଗାଡି ଚେକିଂ । ଗତକାଲି ରାତିରେ ୧୪ଟି ଗାଡିକୁ ସ୍ପାଇକ ବ୍ୟାରିୟର ଜରିଆରେ ଲିକ୍ କରାଯାଇଛି ।