ପାଠ ପଢ଼ିବାକୁ ଇଚ୍ଛା ଥିଲେ ବି ସ୍କୁଲ ଯାଇ ପାରୁନି କୁନି ଝିଅ । ଅଜଣା ରୋଗରେ ପଡ଼ି ଝଟପଟ୍ ହେଉଛି ।
ଯିଏ ଦେଖୁଛି ଆହା ପଦେ କହୁଛି, ଶୀଘ୍ର ସୁସ୍ଥ ହେଉ ବୋଲି କାମନା ବି କରୁଛନ୍ତି ।
ଆତ୍ମହତ୍ୟାର ଧମକ ଦେବା ପରେ ଡେଇଁ ପଡ଼ିଲେ
ମହାରାଷ୍ଟ୍ର ସାଙ୍ଗଲି ଜିଲ୍ଲା ମହିସାଲ୍ ସହରରେ ଚାଞ୍ଚଲ୍ୟକର ଘଟଣା
ମୃତଦେହ ଆଣିବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି , ବାଧ୍ୟ ହୋଇ ପରିବାର ଲୋକ ଅଟୋରେ ଆଣିଲେ ।
ଦୁଇ ନାବାଳକଙ୍କ ବୟସ ୯ ଓ ୧୨ ବର୍ଷ ସୂଚନା
ପରପୁରଷ ପାଇଁ ପରିବାର ହେଲା ପର । ସ୍ୱାମୀ ଓ ପିଲାଙ୍କୁ ଛାଡ଼ି ମହିଳା ଫେରାର ।
ବାପାଙ୍କ ଫେରିବା ବାଟକୁ ଚାହିଁ ରହିଛନ୍ତି ୫ ଛୁଆ । ବାପା ଆସିବେ, ସାଥୀରେ ଚକୋଲେଟ୍ ନେଇ ଆସିବେ । ହେଲେ ତାଙ୍କ ସ୍ୱପ୍ନ କ’ଣ ସତ ହେବ ?
ଏମିତି ପୁଅ କାହାକୁ ନ ଦିଅ ଭଗବାନ। ଯେଉଁ ବୟସରେ ବାପା-ମାଆ ସେବା ଟିକେ ପାଇବା ପାଇଁ ପୁଅ-ବୋହୂ ପାଖରେ ରହିଥାନ୍ତି, ସେହି ବୟସରେ ପୁଅ-ବୋହୂ ହାତରୁ ମାଡ଼ ଖାଇ ଲହୁଲୁହାଣ ହୋଇ ମେଡିକାଲ୍ ବେଡରେ ପଡି କଲବଲ ହେଉଛନ୍ତି ।
ଏମାନଙ୍କୁ ସାହା ହୁଅ ସରକାର। ଦୁଇ ପିଲାଙ୍କୁ ନେଇ ଅଭାବ ଅନାଟନରେ ଦିନ କାଟୁଛନ୍ତି ଏ ବୃଦ୍ଧ ଦମ୍ପତି...
ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ସିନାପାଲିର ଅନିରୁଦ୍ଧ ମେହେର । ଦୁଇ ନାତିକୁ ଧରି ବୟସରେ ଅପରାହ୍ନରେ ଘର କୋଣରେ ପଡ଼ି ରହିଛନ୍ତି । ପରିବାର ଚଳାଇବା ପାଇଁ କେହି ନାହାନ୍ତି ।
କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ କଳପଡା ଗାଁର ରବୀନ୍ଦ୍ର ବେହେରା ଏବଂ ତାଙ୍କ ସ୍ତ୍ରୀ ଅନୁସୂୟା । ମାତ୍ର ୮ମାସ ର ବୈବାହିକ ଜୀବନରେ ପୂର୍ଣ୍ଣଛେଦ ପକାଇ ଉଭୟ ଆର ପାରିକୁ ଚାଲିଯାଇଛନ୍ତି । ମାର୍ଚ୍ଚ ମାସ ୨୪ ତାରିଖ ମଧ୍ୟରାତ୍ରିରେ ଘର ଠାରୁ କିଛି ଦୂରରେ ଏକ ଚାଷ ଜମିରେ ଉଭୟ ସ୍ୱାମୀ ସ୍ତ୍ରୀ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ
ବାଲେଶ୍ୱର ଜିଲ୍ଲା ଖଇରା ଥାନା ସାରକୋଣା ପଞ୍ଚାୟତ ସୁଝାଗଡ଼ଝିଙ୍କିରିଆ ଗାଁର ଜଣେ ମହିଳାଙ୍କର ମୃତ୍ୟୁ ହୋଇଛି l ମୃତ୍ୟୁ ବେଳକୁ ତାଙ୍କୁ ୨୮ ବର୍ଷ ହୋଇଥିବା ବେଳେ ସେ ୩ ମାସର ଗର୍ଭବତୀ ଥିଲେ l
ପେଟରେ ୯ ମାସର ଛୁଆ । ହାତରେ ଟ୍ରଲି । ଗଳିଗଳିକୁ ବୁଲୁଛନ୍ତି, ଭଙ୍ଗା ଲୁହା, ଟିଣ, ପ୍ଲାଷ୍ଟିକ, କାଗଜ ଆଦି ଗୋଟାଇ ଏଇ ଟ୍ରଲିରେ ନେଇ କବାଡ଼ିଆ ଗୋଦାମରେ ଦେଉଛନ୍ତି। ଆଉ କହୁଛନ୍ତି ଏଥିରୁ ଯେତେ ଟଙ୍କା ମୋର ରୋଜଗାର ହେବ ସେଇଥିଲେ ମୁଁ ମୋ ପିଲାକୁ ଖାଇବାକୁ ଦେବି, ପାଳି ପୋଷି ମଣିଷ କରିବି।
କଣ୍ଟାମାଳ ଥାନା ଖୁଣ୍ଟିଗୋରା ପଞ୍ଚାୟତ ଉଡେର ଗ୍ରାମର ବାସୁଦେବ ଭୋଇ । ବୟସ ୨୫ ବର୍ଷ । ବୃତ୍ତିରେ ଜଣେ ଶିକ୍ଷକ । ବିବାହ ପାଇଁ ଲଗ୍ନ ସ୍ଥିର ହୋଇସାରିଥିଲା । କିଛି ଦିନ ପରେ ହାତରୁ ଦିହାତ ହୋଇ ଥାଆନ୍ତେ
ବିବାହ ଫେବୃଆରୀ ୨୪ରେ ହେବାକୁ ଥିବାବେଳେ ଫେବୃଆରୀ ୩ରୁ ଛୁଟିରେ ଥିଲେ ବିଜୟ । ଫେବୃଆରୀ ୧୭ରେ ସେ ନିମନ୍ତ୍ରଣ କାର୍ଡ ବାଣ୍ଟିବାକୁ ଯାଇଥିଲେ ।
ପ୍ରେମିକକୁ ଦେଖା କରିବାକୁ ଯାଇଥିଲେ, ହେଲେ ଜୀବନ ନେଇ ଘରକୁ ଫେରି ପାରିଲେନି ।
ସଂସାର ଭାସିଗଲା, ଆଖିରେ ଲୁହ , ହେଲେ ଆଜି ବି ସୋନାଲିର ଭଲ ଚାହୁଁଛନ୍ତି । ତାକୁ ରକ୍ଷା କରିଦିଆଯାଉ ! ପୁଅର ମୃତ୍ୟୁ ପରେ ବି ଜଣେ ଝିଅ ନଷ୍ଟ କରିବିନି ବୋଲି ସେ କହିଛନ୍ତି ।
ବିବାହ ପୂର୍ବରୁ ଚାଲିଗଲା ଜୀବନ । ଗାଁରେ ଶୋକର ଛାୟା ।
ସ୍ୱାମୀଙ୍କୁ ଭଲ କରିବାକୁ ଅଣ୍ଟା ଭିଡିଛନ୍ତି ସ୍ତ୍ରୀ ବିମଳା । ସ୍ତ୍ରୀ ଧର୍ମ ନିଭାଇବାକୁ ସେ ମାସେ ତଳେ ଆନ୍ଧ୍ରପ୍ରଦେଶ ଦାଦନ ଯାଇଛନ୍ତି । ସାଙ୍ଗରେ ଦୁଇ ପୁଅ ଝିଅକୁ ନେଇ ଯାଇଛନ୍ତି । ଲକ୍ଷେ ଅଛି ଟଙ୍କା ରୋଜଗାର ହେଲେ ସ୍ୱାମୀଙ୍କୁ ଭଲ ଡାକ୍ତରଖାନା ନେଇଯିବେ ।
ରୋଗ ପାଇଁ ଘର ଛାଡ଼ି ଚାଲି ଯାଇଛନ୍ତି ଯୁବକ । ରୋଗ ହୋଇ ଯାଇଥିବାରୁ ସେ ଘର ଛାଡ଼ି ଯାଉଥିବା ଏକ ଚିଠି ଛାଡ଼ି ଯାଇଛନ୍ତି ।
ଏଚଆଇଭି ରୋଗ ପାଇଁ ପର ହେଲା ସ୍ୱାମୀ । ତୁଟିଗଲା ପ୍ରେମ, ପ୍ରୀତିର ବନ୍ଧନ ।
ବାସନ୍ଦ ଭୟରେ ମାନବିକତା ହରାଇଲେ ଗାଁ ଲୋକ । ମୃତ୍ୟୁ ପରେ ବି କାନ୍ଧ ଦେବାକୁ ଆସିଲେନି କି ଶବ ସତ୍କାର କରିବାକୁ ଆସିଲେନି ।
୩ଦିନ ହେଲା ଫେରିଲାନି ଝିଅ । ଝିଅକୁ ଫେରାଇ ଦିଅ କହି କାନ୍ଦୁଛି ମା’ ।
ସାନ ପୁଅ ମୂଲ ଲାଗି ଯାହା ରୋଜଗାର କରନ୍ତି ସେଥିରେ ଘର ଚଳିବା କଷ୍ଟକର ହୋଇଥାଏ । ଓଳିଏ ଖାଇଲେ ଓଳିଏ ଓପାଷରେ ରହୁଥିବା ଏହି ପରିବାରକୁ ସାଇ ପଡୋଶୀ କେତେବେଳେ କେମିତି ସାହାଯ୍ୟ କରିଥାନ୍ତି ।