ଭାରତୀୟ ରେଳବାଇ ପକ୍ଷରୁ ଯାତ୍ରୀଙ୍କ ସୁବିଧା ପାଇଁ ଏକ ନୂଆ ସୁବିଧା ଲଞ୍ଚ କରାଯାଇଛି। ଯାତ୍ରୀଙ୍କ ସୁବିଧା ପାଇଁ ପ୍ରଥମ ଥର ଟ୍ରେନ ମଧ୍ୟରେ ଏଟିଏମ ସେବା ଲଞ୍ଚ କରାଯାଇଛି। ମୁମ୍ବାଇରୁ ନାସିକ ମଧ୍ୟରେ ଯାତ୍ରା କରୁଥିବା ପଞ୍ଚବଟୀ ଏକ୍ସପ୍ରେସରେ ଏହାକୁ ପରୀକ୍ଷାମୂଳକ ଭାବେ ଲାଗୁ କରାଯାଇଛି। ପ୍ରଥମ ଥର ଏହାର ଟ୍ରାଏଲ କରାଯାଇଥିବା ବେଳେ ଏହା ସଫଳ ହୋଇଥିବା କୁହାଯାଇଛି।
ଦୁଇଟି ବଗି ସେଠାରେ ଅଲଗା ହୋଇଯାଇଥିବା ବେଳେ ଟ୍ରେନଟି ଆଗକୁ ଚାଲିଯାଇଥିଲା । ସେହି ବଗି ଓ ପାଖ ବଗିରେ ଥିବା ଯାତ୍ରୀମାନେ କେହି କିଛି ବୁଝିପାରିନଥିଲେ । ଦୁଇଟି ଏସି ବଗି ଟ୍ରେନରୁ ଅଲଗା ହେବା ପରେ କିଛି ବାଟ ରେଳଧାରଣାରେ ଆଗକୁ ଯାଇ ଅଟକିଯାଇଥିଲା । ତେବେ ସୌଭାଗ୍ୟକ୍ରମେ ଏହି ଘଟଣାରେ କେହି ଆହତ ହୋଇନାହାନ୍ତି । କିନ୍ତୁ ଯାତ୍ରୀମାନେ ଭୟଭୀତ ହୋଇଯାଇଥିଲେ ।
ବେଙ୍ଗଲୁରୁରୁ ଗୌହାଟି ଯାଉଥିବା ଏହି ଟ୍ରେନ୍ର ୧୧ଟି ବଗି ଲାଇନଚ୍ୟୁତ ହେବାରୁ ଏଥିରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି 3 ଜଣ ଆହତ ହୋଇ କଟକ SCB ମେଡିକାଲରେ ଚିକିତ୍ସିତ ହେଉଛନ୍ତି।
ସବୁ କିଛି ଠିକ୍ଠାକ୍ ଥିଲା । ସବୁ କିଛି ସଠିକ୍ ଅନୁସାରେ ଚାଲୁଥିଲା । ଲୋକ ପାଇଲଟ୍ ନିଜ ହିସାବରେ ଆଗକୁ ଆଗକୁ ଗଡ଼ାଇ ନେଉଥିଲେ କାମାକ୍ଷା ଏକ୍ସପ୍ରେସକୁ । ହେଲେ ଠିକ୍ ଚୌଦ୍ବାର ନିର୍ଗୁଣ୍ଡି ନିକଟରେ ଟ୍ରାକ୍ରୁ ଖସିଗଲା କାମାକ୍ଷା ଏକ୍ସପ୍ରେସର ୧୧ ବଗି ।
ଭାୟା ନରାଜ ଦେଇ ଏହି ଟ୍ରେନ ଦୁର୍ଘଟଣାସ୍ଥଳ ନିକଟ ଚୌଦ୍ୱାର ମଙ୍ଗୁଳିକୁ ଯାଇଛି । ଅଧାରେ ଫସିଥିବା ଯାତ୍ରୀଙ୍କୁ ନେଇ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବ ଏହି ଟ୍ରେନ୍ । ସମସ୍ତ ଯାତ୍ରୀଙ୍କୁ ନେଇ ଟ୍ରେନଟି କାମାକ୍ଷା ଅଭିମୁଖେ ଯାତ୍ରା କରିବ ।
କଟକ ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍ ଲାଇନ୍ଚ୍ୟୁତ ହେବା ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୪ ଜଣ SCB ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ହେଲ୍ପଲାଇନ୍ ନମ୍ବର ଜାରି କଲା ଇଷ୍ଟକୋଷ୍ଟ ରେଲୱେ । - କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮
ଟ୍ରେନ ହାଇଜାକ ଘଟଣା ପ୍ଲେନ ହାଇଜାକଠାରୁ ଯଥେଷ୍ଟ କମ । କାରଣ ଟ୍ରେନର ଅପରେଶନ ଏକ ଜଟିଳ ପ୍ରକ୍ରିୟା ଅଟେ । ଏକ ଟ୍ରେନକୁ କବ୍ଜାକୁ ନେବା ଏତେ ସହଜ ଘଟଣା ନୁହେଁ । ତେଣୁ ବିଦ୍ରୋହୀ ତଥା ଆତଙ୍କୀ ଗୋଷ୍ଠୀ ଟ୍ରେନକୁ ହାଇଜାକ କରିବା ପରିବର୍ତ୍ତେ ବୋମା ବିସ୍ଫୋରଣ କରାଇ ଟ୍ରେନ ଦୁର୍ଘଟଣା ଘଟାଇବା ପରି ଅପରାଧିକ କାଣ୍ଡ କରିଥାନ୍ତି ।
ଦ ବାଲୋଚ ଲିବରେସନ ଆର୍ମି(ବିଏଲଏ) ସମ୍ପୂର୍ଣ୍ଣ ଟ୍ରେନକୁ ନିୟନ୍ତ୍ରଣରେ ରଖିଥିବା ବେଳେ ୪୦୦ରୁ ଅଧିକ ଯାତ୍ରୀଙ୍କୁ ମୁଣ୍ଡଜାମିନ ରଖିଛି। ସେହିପରି ଟ୍ରେନକୁ ନିୟନ୍ତ୍ରଣକୁ ନେବା ବେଳେ ପାକିସ୍ତାନର ୬ ଜଣ ସୁରକ୍ଷା କର୍ମୀଙ୍କୁ ହତ୍ୟା କରିଛନ୍ତି ଆତଙ୍କୀ। ବିଏଲଏ ପକ୍ଷରୁ କୁହାଯାଇଛି କି ଏହି ଘଟଣାରେ ବିଏଲଏ ମଜିଦ ବିଗ୍ରେଡ ଫତେହ ଓ ଏସଟିଓସ ଅନ୍ତର୍ଭୁକ୍ତ ଥିଲେ।
ପ୍ରତ୍ୟେକ ଟ୍ରେନରେ ଆବଶ୍ୟକତା ଠାରୁ ଅଧିକ ଯାତ୍ରୀ ରହୁଥିବା ବେଳେ ଏହା ବର୍ତ୍ତମାନ ବଡ ସମସ୍ୟା ସୃଷ୍ଟି କରିଛି। ସୋମବାର ବିହାରର ମଧୁବନୀ ଠାରେ ଏଭଳି ଏକ ଆକ୍ରମଣ ଘଟଣା ଦେଖିବାକୁ ମିଳିଛି।
ରେଲବାଇ ଜିଏମ୍ ଅନୀଲ ମିଶ୍ରଙ୍କ ନିର୍ଦ୍ଦେଶ କ୍ରମେ ଆରମ୍ଭ ହୋଇଛି ତଦନ୍ତ। ତେବେ ରାସ୍ତା ଉପରୁ ବଗି ହଟିଥିଲେ ସୁଦ୍ଧା, କାରଣ ଏବେବି ଅସ୍ପଷ୍ଟ ରହିଛି।
୪୫ କୋଟିରୁ ଅଧିକ ଶ୍ରଦ୍ଧାଳୁ ମହାକୁମ୍ଭ ମେଳାରେ ଯୋଗ ଦେବାକୁ ଥିବା ବେଳେ ଏଥିପାଇଁ ଚାଲୁଥିବା ଟ୍ରେନ ସଂଖ୍ୟା ଯଥେଷ୍ଟ ହେଉନାହିଁ। ପ୍ରତ୍ୟେକ ଟ୍ରେନରେ ଆବଶ୍ୟକତା ଠାରୁ ଅଧିକ ଯାତ୍ରୀ ରହୁଥିବା ବେଳେ ଏହା ବର୍ତ୍ତମାନ ବଡ ସମସ୍ୟା ସୃଷ୍ଟି କରିଛି।
୮ରୁ ଅଧିକ ଜୀବନ ନେଲା ଟ୍ରେନରେ ନିଆଁ ଗୁଜବ । ସୂଚନା ଅନୁସାରେ, ପଚୋରା ଷ୍ଟେସନ ନିକଟରେ ପୁଷ୍ପକ ଏକ୍ସପ୍ରେସରେ ନିଆଁ ଲାଗିଥିବା ଗୁଜବ ପରେ, କିଛି ଯାତ୍ରୀ ଚେନ୍ ପୁଲ୍ କରି ଟ୍ରେନରୁ ଆତଙ୍କିତ ଅବସ୍ଥାରେ ବାହାରକୁ ଡେଇଁ ପଡ଼ିଥିଲେ।
ଏକ୍ସପ୍ରେସ୍ ଟ୍ରେନ୍ ଯାତ୍ରୀଙ୍କୁ ଧକ୍କା ଦେଲା ଆଉ ଏକ ଏକ୍ସପ୍ରେସ୍ । ପୁଷ୍କକ ଏକ୍ସପ୍ରେସର ୮ ଯାତ୍ରୀଙ୍କୁ ଧକ୍କା ଦେଲା କର୍ଣ୍ଣାଟକ ଏକ୍ସପ୍ରେସ୍ ।
୨୦୧୪ ନଭେମ୍ବର ୧୦ ତାରିଖର ଘଟଣା । ବିଶାଖାପଟନମରୁ ବାହାରିଥିଲା ଏକ ଟ୍ରେନ । ୪ ବର୍ଷ ପରେ ପହଞ୍ଚିଥିଲା ଲକ୍ଷ୍ୟ ସ୍ଥଳରେ । ଅର୍ଥାତ ୨୦୧୮ ଜୁଲାଇ ୨୫ ତାରିଖରେ ଉତ୍ତରପ୍ରଦେଶର ବସ୍ତି ଷ୍ଟେସନରେ ପହଞ୍ଚିଥିଲା ଏହି ମାଲ୍ଗାଡ଼ି । ଏହି ଟ୍ରେନ୍ ତା’ର ଯାତ୍ରା ପୂରା କରିବାକୁ ନେଇଥିଲା ୩ ବର୍ଷ ୮ମାସ ୭ ଦିନ । ଏହି ଟ୍ରେନ ଯାତ୍ରାକୁ ଭାରତୀୟ ରେଳ ଇତିହାସର ସବୁଠାରୁ ଅଧିକ ବିଳମ୍ବ ଟ୍ରେନ ବୋଲି ବିଚାର କରାଯାଏ ।
ନୟାଗଡ଼ ଡେଇଁଲେ ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ଆହୁରି ଆକର୍ଷଣୀୟ ହେବ ରେଳ ଯାତ୍ରା। କାରଣ ଦଶପଲ୍ଲାରୁ ବୌଦ୍ଧ ପର୍ଯ୍ୟନ୍ତ ୭ଟି ଟନେଲ ଦେଇ ଯିବ ଟ୍ରେନ।
ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେସନରେ ଦଳାଚକଟା। ଭୀଷଣ ଦଳାଚକଟାରେ ଆହତ ହେଲେ ୯ ଯାତ୍ରୀ, ୨ ଜଣ ଗୁରୁତର। ଉତ୍ତରପ୍ରଦେଶ ଗୋରଖପୁର ଅଭିମୁଖେ ଯାଉଥିବା ବାନ୍ଦ୍ରା ଗୋରଖପୁର ଏକ୍ସପ୍ରେସରେ ଚଢ଼ିବା ବେଳେ ଏଭଳି ଅଭାବନୀୟ ସ୍ଥିତି ଉପୁଜିଥିଲା ।
ପୁରୀ-ନୂଆଦିଲ୍ଲୀ ପୁରୁଷୋତମ ଏକ୍ସପ୍ରେସ ଟ୍ରେନରେ ବୋମା ଥିବା ନେଇ ଆତଙ୍କ ଖେଳିଛି। ଫଳରେ ଉତ୍ତରପ୍ରଦେଶର ତୁଣ୍ଡଲା ରେଳ ଷ୍ଟେସନରେ ତିନି ଘଣ୍ଟାରୁ ଅଧିକ ସମୟ ଅଟକି ରହିଥିଲା ଏକ୍ସପ୍ରେସ ଟ୍ରେନ୍ ।
ଆପଣ କେବେ ଚିନ୍ତା କରିଛନ୍ତି କି କେଉଁ ଟ୍ରେନ୍ ଭାରତର ଦୀର୍ଘତମ ଦୂରତାକୁ ଅତିକ୍ରମ କରେ ? ଏପରି କେତୋଟି ଟ୍ରେନ୍ ଅଛି, ଯିଏ ଭାରତର ସର୍ବାଧିକ କିଲୋମିଟରକୁ କଭର୍ ଅପ୍ କରେ ?
ଟ୍ରେନ ଉପରେ ଶୁଝାଇଲା ରାଗ। କାଚକୁ ବାଡେଇ ଚୁରମାର କରିଦେଲା। ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ ।
କିଛିଦିନ ହେବ ଟ୍ରେନ୍କୁ ଟାର୍ଗେଟ୍ କରାଯାଉଛି। ରେଲୱେ ଟ୍ରାକ୍ରେ ସିଲିଣ୍ଡରଠାରୁ ଆରମ୍ଭ କରି ଡିଟୋନେଟର ପଡିଥିବା ଦେଖିବାକୁ ମିଳୁଛି। ଯାହାକି ପ୍ରମାଣିତ କରୁଛି ଯେ ଟ୍ରେନ୍ ଆଟାକ୍ ପାଇଁ ବଡ଼ ଷଡ଼ଯନ୍ତ୍ର ଚାଲିଛି।
ଟ୍ରେନ୍ରେ ବିଷ ପିଇଲେ ବାପା ମାଆ ଝିଅ ! କଣାସ ରୋଡ୍ ଷ୍ଟେସନରୁ ଗୁରୁତର ଅବସ୍ଥାରେ ୩ ଉଦ୍ଧାର ।
ବ୍ରହ୍ମପୁର ଷ୍ଟେସନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।
ଚଳନ୍ତା ଟ୍ରେନରୁ ଖସି ପଡ଼ିଲେ, ଜଙ୍ଗଲ ମଝିରେ ରାତି ବିତାଇଲେ ଆଉ ସକାଳୁ ସୁରକ୍ଷିତ ଉଦ୍ଧାର ବି ହେଲେ ।
ହୁତୁହୁତୁ ହୋଇ ଜଳିଗଲା ଟ୍ରେନ୍। କୋରବା-ବିଶାଖାପଟ୍ଟନମ୍ ଏକ୍ସପ୍ରେସରେ ଲାଗିଲା ନିଆଁ। ବିଶାଖାପଟ୍ଟନମ୍ ରେଳ ଷ୍ଟେସନର ଏହି ଅଘଟଣ ଘଟିଛି। ଏକ୍ସପ୍ରେସର ତିନୋଟି ଏସି କୋଚରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ତେବେ ଏଥିରେ କୌଣସି ଯାତ୍ରୀଙ୍କର ମୃତାହତ ନେଇ ସୂଚନା ମିଳିନି।
ପୁଣି ବଡ଼ ରେଳ ଦୁର୍ଘଟଣା । ଚଣ୍ଡିଗଡ଼-ଦିବ୍ରୁଗଡ ଏକ୍ସପ୍ରେସର ଛଅଟି କୋଚ୍ ଲାଇନଚ୍ୟୁତ ହୋଇଛି ।