• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Train Derailed

Train Derail
ଟ୍ରାକରୁ ଖସିଲା ମାଲବାହୀ ଟ୍ରେନ୍, ୮ଟି ବଗି ଲାଇନଚ୍ୟୁତ୍

ଶନିବାର ଦିନ ୧୧.୫୨ ମିନିଟ୍‌ରେ ମାଲବାହୀ ଟ୍ରେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୮ଟି ବଗି ଟ୍ରାକରୁ ଲାଇନଚ୍ୟୁତ୍ ହୋଇଛି।

Train Accident
ଭୟଙ୍କର ଦୃଶ୍ୟ : ପାହାଡ଼ରୁ ଖସିଲା ବଡ଼ ପଥର, ଟ୍ରେନ୍ ଇଞ୍ଜିନ ଲାଇନ୍‌ଚ୍ୟୁତ

ଟ୍ରେନ୍ ଇଞ୍ଜିନ ଉପରେ ପାହାଡ଼ରୁ ପଡ଼ିଲା ବଡ଼ ପଥର । ତାଳଚେରରୁ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ମାଲ୍‌ବାହୀ ଟ୍ରେନ୍ ଇଞ୍ଜିନ ଉପରେ ଏକ ବିରାଟକାୟ ପଥର ଖସିପଡ଼ିଛି । ଫଳରେ ଟ୍ରେନ୍ ଇଞ୍ଜିନ ଲାଇନଚ୍ୟୁତ ହୋଇଥିବା ବେଳେ ସୌଭାଗ୍ୟବଶତଃ ରେଲୱେ କର୍ମଚାରୀ ସୁରକ୍ଷିତ ଅଛନ୍ତି । ବଇଣ୍ଡା ଠାରୁ ଗୋଟିଏ କିମି ଦୂରରେ ଏହି ଅଘଟଣ ଘଟିଛି । ଏବେ ଘଟଣାସ୍ଥଳରେ ପହଞ୍ଚି ରେଲୱେ ଅଧିକାରୀ ସ୍ଥିତି ଅନୁଧ୍ୟାନ କରୁଛନ୍ତି ।

Goods train engine derails
ଭୟଙ୍କର ଦୃଶ୍ୟ : ପାହାଡ଼ରୁ ଖସିଲା ବଡ଼ ପଥର, ଟ୍ରେନ୍ ଇଞ୍ଜିନ ଲାଇନ୍‌ଚ୍ୟୁତ

ମାଲ୍‌ବାହୀ ଟ୍ରେନ୍ ଇଞ୍ଜିନ ଉପରେ ପାହାଡ଼ରୁ ପଡ଼ିଲା ବଡ଼ ପଥର..ତାଳଚେରରୁ ସମ୍ବଲପୁର ଅଭିମୁଖେ ଯିବାବେଳେ ପଡ଼ିଲା ପଥର

Train Derailed
ପୁଣି ଏକ ଟ୍ରେନ୍ ଲାଇନଚ୍ୟୁତ ! ମେଦିନାପୁର-ହାଓଡ଼ା ପାସେଞ୍ଜର ଦୁର୍ଘଟଣାଗସ୍ତ

ଖଡ଼ଗପୁର ଷ୍ଟେସନ ପାଖରେ ଲାଇନଚ୍ୟୁତ । କେହି ବି ମୃତାହତ ହୋଇନଥିବା ସୂଚନା ।

What is Anti Collision System; How can it prevent rail accidents
ଆଣ୍ଟି କୋଲିଜିଅନ୍ ସିଷ୍ଟମ କ’ଣ; ଏହା କିପରି ରୋକିବ ରେଳ ଦୁର୍ଘଟଣା

କୁହାଯାଉଛିଯେ, “ଆଣ୍ଟି କୋଲିଜିଅନ୍ ସିଷ୍ଟମ ଥିଲେ ଦୁର୍ଘଟଣା ଘଟି ନଥାନ୍ତା”। ତେବେ ଏହି ଆଣ୍ଟି କୋଲିଜିଅନ୍ ସିଷ୍ଟମ ବା ରେଳ ସୁରକ୍ଷା ‘କବଚ’ କ’ଣ? ଏହା କିପରି କାମ କରେ ଜାଣିବା ପାଇଁ ପଢନ୍ତୁ।

Train Acciednt
Train Accident: ଶବ ପକେଟ୍‌ରେ ବାଜିଲା ଫୋନ୍‌, ଲୋକ ରିସିଭ୍‌ କରି କହିଲେ ସେ ଆଉ ନାହାନ୍ତି...

ଏକଥା ଶୁଣି, ଫୋନ୍‌ ଆରପାଖରେ ଥିବା ଲୋକଟି ଥଥ ମମ ହୋଇପଡ଼ୁଥାଏ । ଆଉ ପଚାରୁଥାଏ ଆପଣ କିଏ କହୁଛନ୍ତି ? କେଉଁଠୁ କହୁଛନ୍ତି ? କେଉଁଠି ଦୁର୍ଘଟଣା ଘଟିଛି ? ଆଉ ଶେଷରେ କହିଲେ, ଯାହାକୁ ଫୋନ୍‌ କରିଛି ତାଙ୍କ ନାଁ ମୁନିସି..

Balasore Train Accident
Train Accident: ଏଇତ ମଣିଷ ପଣିଆ; ଗୁରୁତରଙ୍କୁ ରକ୍ତଦାନ ପାଇଁ ମେଡିକାଲରେ ହଜାର ହଜାର ଯୁବକଙ୍କ ଭିଡ଼...

ସ୍ଥାନୀୟ ହସ୍ପିଟାଲରେ ଆଉ ଯାଗା ନଥିବା ବେଳେ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଗୁରୁତରଙ୍କୁ ଭର୍ତ୍ତି କରାଯାଇଛି ।

Pramila Mallick On Train Tragedy
Train Accident: ‘ଶହ ଶହ ଲୋକ ମରିଛନ୍ତି, ଦେଖିଲେ ଧର୍ଯ୍ୟ ରହିବନି’

ଶେଷରେ ସେ ଆହତଙ୍କୁ ମାଗଣା ଚିକିତ୍ସା କରାଯିବ ବୋଲି ମଧ୍ୟ ଘୋଷଣା କରିଛନ୍ତି ।

Janasatabdi Train Derailed
ଷଣ୍ଢ ପାଇଁ ଲାଇନ୍‌ଚ୍ୟୁତ ହେଲା ଜନଶତାବ୍ଦୀ ଏକ୍ସପ୍ରେସ୍‌

ଲାଇନଚ୍ୟୁତର କାରଣ ନେଇ ସ୍ପଷ୍ଟ ସୂଚନା ମିଳିନଥିଲେ ବି ଷଣ୍ଢ ଯୋଗୁଁ ଏଭଳି ଦୁର୍ଘଟଣା ହୋଇଥିବା କୁହାଯାଉଛି ।

Train Derailed
ପୁଣି ଏକ ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୪ଟି ବଗି

ବିଶାଖାପାଟଣା-ଜଗଦଲପୁର ପାସେଞ୍ଜର ଟ୍ରେନ୍ ଲାଇନଚ୍ୟୁତ । ଜୟପୁର ଛତ୍ରିପୁଟ ନିକଟରେ ଟ୍ରେନର ୪ଟି ବଗି ଲାଇନଚ୍ୟୁତ ହୋଇଥିବା ଖବର ସାମ୍ନାକୁ ଆସିଛି ।

6 Train Cancelled
ଭୁବନେଶ୍ୱରରେ ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ, ବାତିଲ୍‌ ହେଲା ୬ ଟ୍ରେନ୍‌

ମାଲ୍‌ବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ପରେ ଟ୍ରେନ୍‌ ଚଳାଚଳ ପ୍ରଭାବିତ ହୋଇଛି। ଆଜି ପାଇଁ ୬ଟି ଟ୍ରେନ୍‌କୁ ପୂର୍ବତଟ ରେଳ ବିଭାଗ ବାତିଲ୍‌ କରିଛି।

Train Derailed
ପୁଣି ଲାଇନ୍‌ଚ୍ୟୁତ ମାଲ୍‌ବାହୀ ଟ୍ରେନ୍‌, ଏକାଥରକେ ୬ ବଗି ଓଲଟିଲା

କୋଇଲା ବୋଝେଇ ହୋଇ ଟ୍ରେନ୍‌ଟି ଯାଉଥିବା ବେଳେ ଏହାର ୬ଟି ବଗି ଲାଇନଚ୍ୟୁତ ହୋଇଛି ।

Train Accident
ବାରମ୍ବାର ଟ୍ରେନ୍‌ ଦୁର୍ଘଟଣା, ହେଲେ କାହିଁକି ? ୨୦୨୦ରେ ଯାଇଛି ୧୨ ହଜାର ଜୀବନ

ସାମାନ୍ୟ ଅସାବଧାନତା ଯୋଗୁଁ ଅକାଳରେ ଝଡ଼ି ଯାଉଛି ଜୀବନ । ୨୦୨୦ରେ ସାରା ଦେଶରେ ୧୩ ହଜାରରୁ ଅଧିକ ଟ୍ରେନ୍ ଦୁର୍ଘଟଣା ଘଟିଥିଲା । ଆଉ ଏହି ଦୁର୍ଘଟଣାଗୁଡ଼ିକରେ ପ୍ରାୟ ୧୨୦୦୦ ଲୋକ ପ୍ରାଣ ହରାଇଥିଲେ ।

Train Accident
ବିକାନେର ଏକ୍ସପ୍ରେସର ୧୨ ବଗି ଛିନ୍‌ଛତ୍ର, ୫ ମୃତ

ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ରେଲ୍‌ୱେ ପୋଲିସ ମଧ୍ୟ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଟ୍ରେନ୍‌ଟି କାହିଁକି ଓ କେଉଁ ପରିସ୍ଥିତିରେ ଲାଇନ୍‌ଚ୍ୟୁତ ହେଲା ସେନେଇ ତଦନ୍ତ ଆରମ୍ଭ ହୋଇଛି ।

train derail
ଟ୍ରେନ୍‌ରେ ଯାତ୍ରା କରୁଥିଲେ ୨ ହଜାରରୁ ଅଧିକ ଯାତ୍ରୀ; ହଠାତ୍‌ ପାହାଡ଼ରୁ ଖସିଲା ବଡ଼ ବଡ଼ ପଥର ଖଣ୍ଡ, ତା’ପରେ...

କନ୍ନୁର-ବେଙ୍ଗାଲୁରୁ ଏକ୍ସପ୍ରେସ୍‌ ପାହାଡ଼ିଆ ରାସ୍ତା ଦେଇ ଯାତ୍ରା କରୁଥିବା ବେଳେ ହଠାତ୍ ପାହାଡ଼ ଉପରୁ ଖସିଲା ବଡ଼ ବଡ଼ ପଥର ଖଣ୍ଡ। ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼ଧରଣର ରେଳ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ୨ ହଜାରରୁ ଅଧିକ ଯାତ୍ରୀ।