ଆସନ୍ତା ଜାନୁଆରି ୭ ତାରିଖରୁ ମାଲଦାରୁ ନିୟମିତ ଭାବେ ଚାଲିବ ଏହି ଟ୍ରେନ।
ନବକଳେବର ହୋଇଥିବା ଅଯୋଧ୍ୟା ଧାମ ଷ୍ଟେସନର ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୪୦ କୋଟି ଟଙ୍କା ବ୍ୟୟରେ ଅଯୋଧ୍ୟା ଧାମ ଷ୍ଟେସନର ଆଧୁନିକୀକରଣ କରାଯାଇଛି ।
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ, ଅଗ୍ନିଶମ ବାହିନୀ ଦ୍ୱାରା ନିଆଁ ଆୟତ୍ତ
ଏହି ଭିଡିଓ ଇଣ୍ଟରନେଟ୍ରେ ଏବେ ଆଲୋଡନ ସୃଷ୍ଟି କରିଛି। କାରଣ ଟ୍ରେନରେ ବିବାହକୁ କେହି ଦେଖି ନଥିବେ। ଭାଇରାଲ ହେଉଥିବା ଏହି କ୍ଲିପ୍ରେ ସ୍ପଷ୍ଟ ଭାବରେ ଦେଖିବାକୁ ମିଳୁଛି କି ଟ୍ରେନ୍ରେ ଯୁବକ ପ୍ରଥମେ ଯୁବତୀଙ୍କ ମଥାରେ ସିନ୍ଦୂର ପିନ୍ଧାଉଛନ୍ତି।
ଭିଡିଓ ଭାଇରାଲ ହେବା ପରେ ରେଳବାଇ ଦେଇଛି ସ୍ପଷ୍ଟୀକରଣ । ଏହା ରେଳବାଇର ସ୍ୱାଭାବିକ କାର୍ଯ୍ୟକ୍ରମ କହିଲେ ଷ୍ଟେସନ ମାଷ୍ଟର ।
ସାମାନ୍ୟ ଟଏଲେଟ୍ ବ୍ୟବହାର କଲେ ବୋଲି କ’ଣ ୬୦୦୦ ଟଙ୍କା ଖର୍ଚ୍ଚ ହେବ ? ଆଜ୍ଞ ହଁ ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ ଏଭଳି ଘଟିଛି । ଆଉ ଏଥିପାଇଁ ସେ ଅଭିଯୋଗ ମଧ୍ୟ କରିଛନ୍ତି ।
ଟ୍ରେନର ଶେଷ କମ୍ପାର୍ଟମେଣ୍ଟ୍ ପଛରେ “X” ଚିହ୍ନ ଥିବାର ଅନେକ ଯାତ୍ରୀ ନିଶ୍ଚୟ ଦେଖିଥିବେ । ଅନେକଙ୍କ ମନରେ ନିଶ୍ଚିତ ପ୍ରଶ୍ନ ଆସିଥିବ ଏହି ଚିହ୍ନର ପ୍ରକୃତ ଅର୍ଥ କ’ଣ। ଏହାର ଅର୍ଥ ବୁଝାଇବାକୁ ଯାଇ ରେଳ ମନ୍ତ୍ରଣାଳୟ ଟ୍ୱିଟରକୁ ଯାଇଥିଲା ଏବଂ ଶେଷରେ ଏହାର ଉତ୍ତର ପାଇ ଅନେକ ବ୍ୟକ୍ତିଙ୍କ ଶଙ୍କା ଦୂର ହୋଇଛି।
ଯାତ୍ରୀମାନେ କହିଛନ୍ତି ଯେ ଯେତେବେଳେ ଇଲେକ୍ଟ୍ରୋନିକ୍ ଡିସ୍ପ୍ଲେ ବୋର୍ଡରେ ସକାଳ ୬.୩୨ ରେ ଟ୍ରେନ ପହଞ୍ଚିବାର ସମୟ ଦେଖାଯାଇଥିଲା, ସେତେବେଳେ ବି ପ୍ଲାଟଫର୍ମ ନେଇ କୌଣସି ସୂଚନା ଦିଆଯାଇନଥିଲା ।
ଏହି ଫଛୁଆ ଫେରି ଆସିଥିବା ଟ୍ରେନ୍ଟି ହେଉଛି ସେହି ଟ୍ରେନ୍, ଯାହାକୁ ଟିକଟ କରି ଯାତ୍ରୀମାନେ ଷ୍ଟେସନ୍ରେ ଅପେକ୍ଷା କରିଥିଲେ ।
ଅଳ୍ପ ସମୟରେ ଯାତ୍ରୀମାନେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ପାରୁଛନ୍ତି । ଭାରତୀୟ ରେଳବାଇ ପକ୍ଷରୁ ଅନେକ ହାଇ ସ୍ପିଡ୍ ଟ୍ରେନ୍ ମଧ୍ୟ ଚଳାଚଳ କଲାଣି ।
ଭାରତରେ ପ୍ରତ୍ୟେକ ଦିନ ରଳରେ ପ୍ରାୟ ୨.୫୦ କୋଟି ଯାତ୍ରୀ ଯାତ୍ରା କରିଥା’ନ୍ତି । ସେହିପରି ରେଳ ଦ୍ୱାରା ୩୩ ଲକ୍ଷ ଟନ୍ ମାଲ୍ ମଧ୍ୟ ପରିବହନ ହୋଇଥାଏ ।
ଏକ ରେଲ୍ୱେ କମ୍ପାନୀ ଯାତ୍ରୀଙ୍କୁ ଅଜବ ପ୍ରକାରର ପରାମର୍ଶ ଦେଇଛି। ଏହି କମ୍ପାନୀ ଯାତ୍ରୀଙ୍କୁ କହିଛି, ଟ୍ରେନ୍ରେ ଯାତ୍ରା ବେଳେ ଅଶ୍ଲୀଳ ଫିଲ୍ମ ଦେଖନ୍ତୁ ନାହିଁ। ଖାଲି ଅଶ୍ଲୀଳ ଫିଲ୍ମ ନୁହେଁ ଅଶ୍ଲୀଳ ଜୋକ୍ସ ମଧ୍ୟ ପଢ଼ନ୍ତୁ ନାହିଁ।
ଯାତ୍ରୀ ଜଣକ ଟ୍ରେନ୍ରେ ଆତ୍ମହତ୍ୟା କରିଥିବା ଆରପିଏଫ୍ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ପୋଲିସ କହିଛି କି, ଯାତ୍ରୀ ଜଣକ ନିଜେ ନିଜକୁ ଗୁଳିକରିଛନ୍ତି । ଗତକାଲି ପଶ୍ଚିମବଙ୍ଗର ନୂଆ ଜଲପାଇଗୁଡି ଷ୍ଟେସନ ନିକଟରେ ଏହି ଅଘଟଣ ଘଟିଛି ।
ନିଆଁ ଲାଗିବା ଯୋଗୁ ସେମାନେ ଭୟରେ ତଳକୁ ଡେଇଁ ପଡ଼ି ପ୍ରାଣ ହରାଇଥିବା କୁହାଯାଉଛି ।
ଟ୍ରେନ୍ରେ ଚଢ଼ିବାକୁ ନେଇ ଝଗଡ଼ା ଓ ପରେ ଏହା ଏତେ ଉଗ୍ରରୂପ ଧାରଣ କରିଥିଲା ଯେ, ଜଣେ ବ୍ୟକ୍ତି ଅନ୍ୟ ଜଣେ ବ୍ୟକ୍ତିଙ୍କ ଦେହରେ ନିଆଁ ଲଗାଇ ଦେଇଛନ୍ତି। ରବିବାର ଦିନ କେରଳର କୋଝିକୋଡ୍ରେ ଏକ୍ସପ୍ରେସ୍ ଟ୍ରେନ୍ରେ ଏହି ଘଟଣା ଘଟିଛି।
ରବିବାର ପଞ୍ଜାବ ଅମୃତସର୍ରୁ କୋଲକାତାକୁ ଆସୁଥିବା ଅକଲ୍ ତଖ୍ତ ଏକ୍ସପ୍ରେସର ଟିଟିଇଙ୍କ ବିରୁଦ୍ଧରେ ଯାତ୍ରୀ ଆଣିଛନ୍ତି ସାଙ୍ଘାତିକ ଅଭିଯୋଗ । ଟ୍ରେନ ଚାଲୁଥିବା ବେଳେ ନିଶାସକ୍ତ ଅବସ୍ଥାରେ ଥିବା ଟିଟିଇ ଶୋଇଥିବା ମହିଳା ଯାତ୍ରୀଙ୍କ ମୁଣ୍ତ ଉପରେ ପରିସ୍ରା କରିଥିବାର ଅଭିଯୋଗ ହୋଇଛି ।
ରେଳ ମନ୍ତ୍ରାଳୟ ପକ୍ଷରୁ ନିକଟରେ ଏକ ଟ୍ୱିଟ୍ କରାଯାଇଥିଲା । ଯେଉଁଥିରେ ଏହି ‘X’ବିଷୟରେ କୁହାଯାଇଛି । ଏହି ବିରାଟ ‘X’ ବା ଛକ ଚିହ୍ନ ବିଷୟରେ ଜାଣିବା ପରେ ଆପଣ ବି ତାଜୁବ ହେବେ ।
ଏହି ନମ୍ବର ଜରିଆରେ ଯାତ୍ରୀମାନେ ହ୍ୱାଟ୍ସଆପ୍ ମାଧ୍ୟମରେ ଖାଦ୍ୟ ଅର୍ଡର କରିପାରିବେ
ପକେଟ୍ ମନି ସାଥ୍ ଦେଲେ ଏଇ ଟ୍ରେନରେ ଯାତ୍ରା ପାଇଁ କରନ୍ତୁ ଟିକେଟ୍। ୧୯ ଲକ୍ଷର ଟିକେଟ୍ କଲେ ୭ ଦିନ ୭ ରାତି ବୁଲିବେ ଏଇ ସବୁ ଜାଗା...ମିଳିବ ସୁନା ଥାଳିରେ ଖାଇବା...
ପ୍ରଥମିକ ତଦନ୍ତରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରେନ୍ଟି କିଛି ମାସ ହେବ ଷ୍ଟେସନରେ ଛିଡ଼ା ହୋଇ ରହିଥିଲା ।
ନିଆଁ ଲାଗିବାର କାରଣ ଅସ୍ପଷ୍ଟ, ଘଟଣାସ୍ଥଳରେ ରେଳ ଅଧିକାରୀ ।
ନିଆଁ ଲାଗିବାର କାରଣ ଅସ୍ଫଷ୍ଟ ରହିଥିବା ବେଳେ ଘଟଣାଟିରେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି ।
ପରସ୍ପରକୁ ଦୋଷ ଠେଲିଲେ ରେଳ ଓ ବନ ବିଭାଗ,ବିଭିନ୍ନ କାରଣରୁ ୫ ବର୍ଷରେ ରାଜ୍ୟରେ ୪୧୦ରୁ ଅଧିକ ହାତୀଙ୍କ ମୃତ୍ୟୁକୁ ନେଇ ବଢିଛି ଚିନ୍ତା
ଟ୍ରେନ୍ରେ ଅଗ୍ନିକାଣ୍ଡ ନେଇ ୱେଷ୍ଟର୍ଣ୍ଣ ରେଲୱେ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରେନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ।