ଉତ୍ତର ପ୍ରଦେଶ ଝାନ୍ସିର ଏହି କାହାଣୀ ।
ଆଜି ସାବିତ୍ରୀ ଅମାବାସ୍ୟା । ଓଡ଼ିଆ ଘରର ସଧବା ମାନେ ଏହି ପର୍ବ ପାଳନ କରିଥାନ୍ତି । ସ୍ୱାମୀଙ୍କର ଉତ୍ତମ ସ୍ବାସ୍ଥ୍ୟ ଓ ନିରାମୟ ଜୀବନ କାମନ କରି ମହିଳାମାନେ ସାବିତ୍ରୀ ବ୍ରତ ପାଳନ କରିଥାନ୍ତି । ତେଣୁ ଆଜିର ଦିନରେ ସ୍ୱାମୀଙ୍କ ଦୀର୍ଘାୟୁ କାମନା କରି ବିବାହିତା ନାରୀମାନେ ବ୍ରତ ରଖିଛନ୍ତି । ଏହାସହ ରାଜଧାନୀ ଭୁବନେଶ୍ୱରରେ କିନ୍ନରମାନେ ମଧ୍ୟ ସାବିତ୍ରୀ ବ୍ରତ ପାଳନ କରିଛନ୍ତି... ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଚା ଦୋକାନ ଖୋଲିଲେ କିନ୍ନର। ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଗୋଟିଏ ନିଆରା ଚା ଦୋକାନ ଖୋଲିଛି। ଚାଲନ୍ତୁ ଥରେ ବୁଲି ଆସିବା ଆଉ ଦେଖିବା ସେଠି କିଏ କିଏ ସବୁ ଚା ପିଉଛନ୍ତି
ଏମାନେ ରିଏଲ ଲାଇଫ୍ରେ ପୁରୁଷ କିନ୍ତୁ ରିଲ୍ରେ କିନ୍ନର। ନିଜର ଜବରଦସ୍ତ ଆକ୍ଟିଂରେ କିଣି ନେଇଛନ୍ତି ଦର୍ଶକଙ୍କ ମନ... ଟିଭିର ତାଳିମାଡ଼ଠାରୁ ସିନେମା ହଲରେ ହେଉଥିଲା ଅଧିକ ତାଳିମାଡ଼... ଦେଖନ୍ତୁ, କେଉଁମାନେ କିନ୍ନର ଆକ୍ଟିଂରେ ଦେଖାଇଛନ୍ତି ନିଜର ଜଲଓ୍ୱା...
ଜଣେ ମହିଳାଙ୍କ ପାଇଁ ତାଙ୍କ ସ୍ୱାମୀ ହିଁ ସବୁ କିଛି । ଜଣେ କିନ୍ନର ସିନ୍ଦୂର ପିନ୍ଧି ବଧୂ ହେବା ପରେ ନିଜ ଜୀବନଠୁ ଅଧିକ ଭଲ ପାଉଛନ୍ତି ସ୍ୱାମୀଙ୍କୁ । କିନ୍ନର ବିବାହକୁ ପରିବାର ଗ୍ରହଣ କରିପାରୁନଥିବାରୁ ଆସିଛି ଅନେକ ବାଧାବିଘ୍ନ ।