• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Tribal

Electricity
'ଅ'ରେ ଅରଟ, 'ଆ'ରେ ଆତ ନାଁ... 'ଅ'ରେ ଅନ୍ଧାର, 'ଆ'ରେ ଆଉଟୁପାଉଟୁ

ଚାରିଆଡ଼େ କିଟି କିଟି ଅନ୍ଧାର... ଦୀପ ଜାଳି ମିଞ୍ଜି ମିଞ୍ଜି ଆଲୁଅରେ ଅକ୍ଷର ଚିହ୍ନୁଛନ୍ତି କୁନିକୁନି ପିଲା । ବହିରେ ସିନା 'ଅ'ରେ ଅରଟ, 'ଆ'ରେ ଆତ... ହେଲେ ୩ ମାସ ହେଲା ବିନା ବିଜୁଳିରେ ଚଳୁଥିବା ବସ୍ତିର ପିଲାଙ୍କ ପାଇଁ 'ଅ'ରେ ଅନ୍ଧାର... 'ଆ'ରେ ଆଉଟୁପାଉଟୁ ।

Land
ଆଦିବାସୀଙ୍କ ସମ୍ପତ୍ତି ପାଇଁ ଚକ୍ରାନ୍ତ; କାମ କରୁଛି ବଡ଼ ରାକେଟ, ରାତି ଅଧିଆ ବଦଳି ଯାଉଛି ପଟ୍ଟା

ଆଦିବାସୀଙ୍କ ଭୂ-ସଂପତ୍ତି ହାତେଇବାକୁ ବଡ଼ ଚକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରେ କାମ କରୁଛି ଏକ ବଡ଼ ରାକେଟ୍ । ଖତିଆନ ଠାରୁ ପଟ୍ଟା ପର୍ଯ୍ୟନ୍ତ ରାତି ଅଧିଆ ସବୁ କିଛି ବଦଳି ଯାଉଛି ।