ହଠାତ୍ ବଦଳିଲେ ଖାଦ୍ୟ ଯୋଗାଣ ସଚିବ । ହେଲେ କାହିଁକି? କନ୍ଧମାଳ ଆମ୍ବ ଟାକୁଆ ମୃତ୍ୟୁ ଏହା ପଛର କାରଣ କି?
ଆଦିବାସୀମାନଙ୍କ କଳା, ସଂସ୍କୃତି, ପରମ୍ପରାଗୁଡିକ ବର୍ତ୍ତମାନ ଲୋପ ପାଇବାକୁ ବସିଲାଣି । ସେଗୁଡ଼ିକ କିପରି ବଞ୍ଚି ରହିବ ସେଥି ପ୍ରତି ଏବେ କାହାରି ମଧ୍ୟ ଦୃଷ୍ଟି ନାହିଁ ।
ଚାରିଆଡ଼େ କିଟି କିଟି ଅନ୍ଧାର... ଦୀପ ଜାଳି ମିଞ୍ଜି ମିଞ୍ଜି ଆଲୁଅରେ ଅକ୍ଷର ଚିହ୍ନୁଛନ୍ତି କୁନିକୁନି ପିଲା । ବହିରେ ସିନା 'ଅ'ରେ ଅରଟ, 'ଆ'ରେ ଆତ... ହେଲେ ୩ ମାସ ହେଲା ବିନା ବିଜୁଳିରେ ଚଳୁଥିବା ବସ୍ତିର ପିଲାଙ୍କ ପାଇଁ 'ଅ'ରେ ଅନ୍ଧାର... 'ଆ'ରେ ଆଉଟୁପାଉଟୁ ।
ଆଦିବାସୀଙ୍କ ଭୂ-ସଂପତ୍ତି ହାତେଇବାକୁ ବଡ଼ ଚକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରେ କାମ କରୁଛି ଏକ ବଡ଼ ରାକେଟ୍ । ଖତିଆନ ଠାରୁ ପଟ୍ଟା ପର୍ଯ୍ୟନ୍ତ ରାତି ଅଧିଆ ସବୁ କିଛି ବଦଳି ଯାଉଛି ।