ଜଙ୍ଗଲ ଜମି ଅଧିକାର ଆଇନକୁ ସଂପୂର୍ଣ କାର୍ଯ୍ୟକାରୀ ଦାବି ନେଇ ରାସ୍ତାକୁ ଓହ୍ଲାଇଲେ ଆଦିବାସୀ । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ଆଦିବାସୀ ସଂଗଠନ ପକ୍ଷରୁ ଧାରଣା ଦିଆଯିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ସିଟ୍ ସଂରକ୍ଷଣକୁ ନେଇ ଆପତ୍ତି ଉଠାଇଛି ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ। ବଲାଙ୍ଗିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଦିବାସୀମାନେ ମହାମେଳି କରିଛନ୍ତି।