ଘରେ ପଡ଼ିଛି ସ୍ୱାମୀ ଏବଂ ୨ ସ୍ତ୍ରୀଙ୍କ କ୍ଷତାକ୍ତ ମୃତଦେହ
ନିଜର ତିନି ପିଲାଙ୍କୁ ମାରି କୂଅରେ ଫୋପାଡ଼ି ଦେଲା ବାପା, ଜନ୍ମଦାତା ହୋଇ କିପରି ହାତ ଥରିଲାନି ?
ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର କିଟୁଙ୍ଗ ଗାଁ ଟ୍ରିପଲ ମର୍ଡର ମାମଲାରେ ୯ଜଣଙ୍କୁ ଫାଶି ଦଣ୍ଡାଦେଶ ହୋଇଛି। ୨୦୧୬ରେ ପୁଟାସିଂ ଥାନା କିଟୁଙ୍ଗ ଗାଁ ଟ୍ରିପଲ ମର୍ଡର ମାମଲାରେ ଗୁଣପୁର ଆଡ଼ିସ୍ନାଲ୍ ସେସନ୍ସ ଜଜ୍ କୋର୍ଟ ଏହି ରାୟ ଦେଇଛନ୍ତି। ଗୁଣି ଗାରେଡି ସନ୍ଦେହରେ ପରିବାରର ବାପା, ମା ଓ ଝିଅଙ୍କୁ ନୃଶଂସ ଭାବେ ପୋଡି ମାରି ଦିଆଯାଇଥିବା ଅଭିଯୋଗ ହୋଇଥିଲା। ହତ୍ୟା ପରେ ଜଙ୍ଗଲରେ ନେଇ ମୃତଦେହ ଗୁଡ଼ିକୁ ମାଟିରେ ପୋତି ଦିଆଯାଇଥିଲା। ସପ୍ତାହକ ପରେ […]