ପାରାଦୀପରେ ନାହିଁ ଟ୍ରକ୍ ଟର୍ମିନାଲ୍ । ମନଇଚ୍ଛା ରାସ୍ତାରେ ଗାଡି ପାର୍କିଂ କରି ପଳାଉଛନ୍ତି ଡ୍ରାଇଭର । ଦୁର୍ଘଟଣାରେ ଅକାରଣେ ଯାଉଛି ବାଇକ୍ ଆରୋହୀଙ୍କ ଜୀବନ।
ପାରାଦୀପରେ ନାହିଁ ଟ୍ରକ୍ ଟର୍ମିନାଲ୍ । ମନଇଚ୍ଛା ରାସ୍ତାରେ ଗାଡି ପାର୍କିଂ କରି ପଳାଉଛନ୍ତି ଡ୍ରାଇଭର । ଦୁର୍ଘଟଣାରେ ଅକାରଣେ ଯାଉଛି ବାଇକ୍ ଆରୋହୀଙ୍କ ଜୀବନ
ଗୃହରେ ପ୍ରଶ୍ନୋତ୍ତରରେ କହିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଅନଗୁଳ, ବାଲେଶ୍ୱର, ଗଂଜାମ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଜମି ଚିହ୍ନଟ ସରିଛି ।
ଜିଲ୍ଳାରେ ଶିଳ୍ପ ଓ ଖଣି ଖାଦାନର ସଂଖ୍ୟା ଅଧିକ ଥିବାବେଳେ ସେହି ଅନୁପାତରେ ବଢିଚାଲୁଛି ଟ୍ରକର ସଂଖ୍ୟା । ସଡ଼କ ପଥରେ କୋଇଲା ପରିବହନ ସହ ଶିଳ୍ପାନୁଷ୍ଠାନ ପାଇଁ ଆବଶ୍ୟକୀୟ କଞ୍ଚାମାଲ ଏବଂ ଶିଳ୍ପାନୁଷ୍ଠାନର ଉତ୍ପାଦିତ ସାମଗ୍ରୀ ତଥା ଅନ୍ୟାନ୍ୟ କାର୍ଯ୍ୟପାଇଁ ଟ୍ରକଗୁଡିକର ବ୍ୟବହାର ହୋଇଥାଏ ।