ମନ୍ତ୍ରୀ ଟୁକୁନି ସାହୁ କହିଲେ- ବସ୍ ମାଲିକ ସଂଘ ସେମାନଙ୍କ ପ୍ରସ୍ତାବ ୩୦ ତାରିଖ ସୁଦ୍ଧା ଲିଖିତ ଭାବେ ଦେବେ । କୌଣସି ଆନ୍ଦୋଳନ କରାଯିବନି, ଆଲୋଚନାରେ ସମାଧାନ ହେବ...
ପୁଣି ହଟହଟା ହେଲେ ଟୁକୁନି ସାହୁ । ବିରୋଧୀଙ୍କଠାରୁ ଖାଇଲେ ଆଣ୍ଡା ମାଡ଼ । ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଯୋଗୁଁ ପୁଣିଥର ତାଙ୍କୁ ହଟହଟା ହେବାକୁ ପଡ଼ିଛି ।
ମମିତା ହତ୍ୟା ଘଟଣା ପ୍ରତିବାଦରେ ବିରୋଧୀ ବିଜେପି ଓ କଂଗ୍ରେସ କର୍ମୀଙ୍କ ପକ୍ଷରୁ ଏହି ଅଣ୍ଡାମାଡ଼ କରାଯାଇଛି । ଏହି ସମୟରେ କଳାହାଣ୍ଡିରେ ଆୟୋଜିତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରୁ ଫେରୁଥିଲେ ମନ୍ତ୍ରୀ ଟୁକୁନି ସାହୁ ।