କମିଶନି ବ୍ୟବସ୍ଥାର ଗୁମର ଖୋଲିବାକୁ ନେଇ ବଢିଲା ଅଡୁଆ । ରାଜ୍ୟ ସରକାରଙ୍କ ଅଡୁଆ ବଢାଇଲେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ।
ପୀଡ଼ିତ ପାଉଥିବା କ୍ଷତିପୂରଣରୁ କିଛି ପୋଲିସ, କିଛି ଓକିଲ ନେଇଯାଉଛନ୍ତି । ୨ ଲକ୍ଷ ଟଙ୍କାରୁ ପୀଡ଼ିତ ୫୦ ହଜାର ପାଇଲେ ବି ଖୁସି ହେଉଛି ।
ନିର୍ବାଚନ ପ୍ରଚାର କରୁଥିବା ବେଳେ ଏପରି ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହୋଇଛନ୍ତି ମନ୍ତ୍ରୀ ତୁଷାରକାନ୍ତି ବେହେରା।
ମମିତା ମେହେର ହତ୍ୟା ମାମଲାକୁ ନେଇ ଶାସକ ବିଜେଡି ଦଳର ନେତାମାନଙ୍କୁ ପ୍ରବଳ ବିରୋଧ କରାଯାଉଛି। ବିଭିନ୍ନ ସ୍ଥାନରେ କଂଗ୍ରେସ ଓ ବିଜେପି କର୍ମୀ ଶାସକ ଦଳର ନେତାଙ୍କୁ ପ୍ରବଳ ବିରୋଧ କରି ଅଣ୍ଡାମାଡ଼ ସହ କଳା ପତାକା ପ୍ରଦର୍ଶନର ଗୋଟିଏ ପରେ ଗୋଟିଏ ଘଟଣା ସାମ୍ନାକୁ ଆସୁଛି।