ଅକ୍ଟୋବର ୧୪ରେ ଭସାଣି ଅନୁଷ୍ଠିତ ହେବ । ଭସାଣି ଶୋଭାଯାତ୍ରାରେ ୬ଟି ବକ୍ସ ବଜାଇପାରିବେ ପୋଲିସ କମିଶନର ସଞ୍ଜୀବ ପଣ୍ଡା କହିଛନ୍ତି ।
ସମସ୍ତେ ଗ୍ରୀନ କ୍ରାକର ଫୁଟାଇବା ପାଇଁ ରାଜଧାନୀବାସୀଙ୍କୁ ଅପିଲ କରିଛନ୍ତି କମିଶନର ।
ପବ୍ଲିକ୍ ଟ୍ରାନ୍ସପୋର୍ଟ ଓ ଅଟୋ ଟ୍ୟାକ୍ସି ଚଳାଚଳରେ ବାଧା ସୃଷ୍ଟି କଲେ, ସାଧାରଣ ଯାତ୍ରୀଙ୍କୁ ହଇରାଣ କଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ ।