ଦୁଇ ତୃତୀୟାଂଶ ଫ୍ଲାଟ୍ ବୁକ୍ କରିସାରିଥିଲେ ଗ୍ରାହକ । ଏହି ସମସ୍ତ ଗ୍ରାହକଙ୍କୁ ସେମାନଙ୍କ ମୂଳ ଟଙ୍କା ସୁଧ ସମେତ ଫେରସ୍ତ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।