ଏହି ସେବା ପାଇଁ ୟୁଜର୍ସଙ୍କୁ ଫୋନ୍ ନମ୍ବର ଦରକାର ପଡିବନି। ଆଇଓଏସ୍, ଆଣ୍ଡ୍ରଏଡ୍, ମ୍ୟାକ୍ ଏବଂ ପିସିରେ ଖୁବଶୀଘ୍ର ଏହି ସୁବିଧା ଉପଲବ୍ଧ ହେବ।
ଅଡିଓ, ଭିଡିଓ କଲ୍ ସୁବିଧା ନେଇ ଏକ୍ସ ମୁଖ୍ୟ ଏଲନ୍ ମସ୍କଙ୍କ ସୂଚନା । ନିଜ ଏକ୍ସ ହ୍ୟାଣ୍ଡେଲ ଜରିଆରେ ସୂଚନା ଦେଲେ ଏଲନ୍ ମସ୍କ ।
ସୂଚନା ଅନୁସାରେ ଉପଭୋକ୍ତା ବା ୟୁଜର୍ସମାନେ ଗୁଗଲ ପ୍ଲେ-ଷ୍ଟୋରରେ ଟ୍ୱିଟରକୁ ଯଦି ସର୍ଚ୍ଚ କରନ୍ତି, ତେବେ ଟ୍ୱିଟର ମିଳିବ ନାହିଁ । ସେମାନେ ଟ୍ୱିଟର ବଦଳେରେ ‘X’କୁ ପାଇପାରିବେ ।
ଏବେ ଟ୍ୱିଟର ବ୍ୟବହାରକାରୀଙ୍କୁ ଦୁଇଟି ମୋଡ୍ ବାଛିବା ପାଇଁ ବିକଳ୍ପ ରହିଛି । ଏଥିରେ ଏକ 'ଡିମ୍' ମୋଡ୍ ରହିଛି, ଯାହା ନୀଳ ରଙ୍ଗକୁ ଗାଢ଼ କରିଥାଏ ।
ଟ୍ୱିଟରକୁ 'ଏକ୍ସ' ଭାବେ ନାମିତ କରିବା ପରେ ଚର୍ଚ୍ଚା ଜୋର ଧରିଛି। 'ଏକ୍ସ' ଲେଟର୍ ପ୍ରତି ଏଲନ ମସ୍କଙ୍କ ଅହେତୁକ ଦୁର୍ବଳତା ରହିଛି । ଏଲନ ମସ୍କଙ୍କର ଅନେକ କଂପାନୀର ନାଁରେ ଯୋଡ଼ି ହୋଇଛି 'ଏକ୍ସ' ।
୧୧ ବର୍ଷ ଧରି ଟ୍ୱିଟରରେ ନିଷ୍କ୍ରିୟ ଥିବା ଜୁକରବର୍ଗ ଥ୍ରେଡ୍ ଆପ୍ ଲଞ୍ଚିଂ ପରେ ଟ୍ୱିଟ୍ କରିଛନ୍ତି। ହେଲେ ଦୀର୍ଘ ବର୍ଷ ଧରି ସେ କାହିଁକି ଆକ୍ଟିଭ୍ ନଥିଲେ ?
ଟ୍ୱିଟରରେ ଯେଭଳି ମାଇକ୍ରୋ ବ୍ଲଗିଂ କରାଯାଉଛି, ଅନେକ ସୂଚନା ଟ୍ୱିଟରରେ ତତକ୍ଷଣାତ୍ ଦିଆଯାଇପାରୁଛି, ଥ୍ରେଡ୍ସରେ ମଧ୍ୟ ସେଭଳି ସୁବିଧା ରହିଛି। ଲେଖା ମାଧ୍ୟମରେ ଏହା ଏକ କନଭରସେସନ ଆପ୍ ଅଟେ। ଅର୍ଥାତ ଲେଖା ମାଧ୍ୟମରେ ଆପଣ କଥାବାର୍ତ୍ତା କରିପାରିବେ ଏହି ଆପ୍ ଜରିଆରେ।
ଡାଟା ସ୍କ୍ରାପିଂ ଓ ଜାଲିଆତି ରୋକିବାକୁ ଏପରି ଅସ୍ଥାୟୀ କଟକଣା ଲଗାଯାଇଥିବା ନେଇ ଟ୍ୱିଟର ମୁଖ୍ୟ ଏଲନ ମସ୍କ ସୂଚନା ଦେଇଛନ୍ତି ।
ଗତବର୍ଷ ଜୁଲାଇ ମାସରେ କର୍ଣ୍ଣାଟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲା ଟ୍ୱିଟର । ଇଲେକ୍ଟ୍ରୋନିକ ଓ ଇନଫର୍ମେସନ ଟେକ୍ନୋଲୋଜି ମନ୍ତ୍ରଣାଳୟ ଆଇଟି ଆକ୍ଟର ଧାରା ୬୯ ଅଧୀନରେ କେନ୍ଦ୍ର ଜାରି କରିଥିବା ନିର୍ଦ୍ଦେଶକୁ ସଂସ୍ଥା ଚ୍ୟାଲେଞ୍ଜ କରିଥିଲା।
ଡୋର୍ସି ମନେ ରଖିବା କଥା ଯେ, ଭାରତରେ ଚାଲୁଥିବା ପ୍ରତ୍ୟେକ କମ୍ପାନୀ ଭାରତର ଆଇନ୍ ଅନୁସାରେ ଚାଲିବାକୁ ବାଧ୍ୟ ।
ମାଇକ୍ରୋବ୍ଲଗିଂ ସାଇଟ୍ ଟ୍ୱିଟରକୁ ମିଳିଲେ ନୂଆ CEO
ଆଗାମୀ ୬ ସପ୍ତାହ ମଧ୍ୟରେ ମହିଳା ଜଣଙ୍କ ସିଇଓ ପଦ ସମ୍ଭାଳିବେ ବୋଲି ମସ୍କ ଘୋଷଣା କରିଛନ୍ତି । କିନ୍ତୁ ମହିଳାଙ୍କ ନାମ ସେ ଏପର୍ଯ୍ୟନ୍ତ ଘୋଷଣା କରି ନାହାନ୍ତି ।
ଜଣେ ମହିଳା ସିଇଓ ଟ୍ୱିଟରର ସିଇଓ ପଦ ସମ୍ଭାଳିବେ। ଆଗାମୀ ୬ ସପ୍ତାହ ମଧ୍ୟରେ ମହିଳା ଜଣଙ୍କ ସିଇଓ ପଦ ସମ୍ଭାଳିବେ ବୋଲି ଏଲନ ମସ୍କ ଘୋଷଣା କରିଛନ୍ତି ।
ଖୁବ୍ଶୀଘ୍ର ଟ୍ୱିଟରରେ ନୁଆ ଫିଚର ସାମିଲ ହେବାକୁ ଯାଉଛି। ମାଇକ୍ରୋ ବ୍ଲଗିଂ ପ୍ଲାଟ୍ଫର୍ମ ଟ୍ୱିଟରର ସିଇଓ ତଥା ବିଜ୍ନେସ୍ମ୍ୟାନ୍ ଏଲନ ମସ୍କ ଏନେଇ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି।
କେବଳ ଟ୍ୱିଟ୍ କରି ୨ ହଜାର ସମସ୍ୟାର ସମାଧାନ କରିଦେଲେ ଯୁବ । ସ୍ଥାନୀୟ ଅଞ୍ଚଳରେ ଟ୍ବିଟର ବୟ ନାଁରେ କରିଛନ୍ତି ପ୍ରିସିଦ୍ଧି ଲାଭ ।
ବନ୍ଧୁଙ୍କ ପ୍ରେରଣା ପାଇବା ପରେ ଏମିତି ସହଯୋଗ କରିବାକୁ ନିଷ୍ପତ୍ତି ନେଇଥିଲେ ପ୍ରଦ୍ୟୁମ୍ନ । କରୋନା ସମୟରେ ସ୍ଲଟ ବୁକିଙ୍ଗ ଦେଖୁ ଦେଖୁ ଲୋକଙ୍କ ସମସ୍ୟାକୁ ଟ୍ୱିଟ୍ ମାଧ୍ୟମରେ ଅପଲୋଡ୍ କରିବା ଆରମ୍ଭ କରିଥିଲେ
ପୁଣି ନୂଆ ନିୟମ ଆଣିଲେ ଏଲନ ମସ୍କ । ଫିଚର ଅପଡେଟ୍ ହେବା ନେଇ ଦେଲେ ସଙ୍କେତ । ନୂଆ ଫିଚରକୁ ନେଇ ମସ୍କ କହିଛନ୍ତି, ମିଡିଆ ଅର୍ଗାନାଇଜେସନ୍ ଓ ପବ୍ଲିକ୍ ଉଭୟଙ୍କ ଲାଗି ଏହା ବଡ଼ ବିଜୟ ହେବାକୁ ଯାଉଛି । ଟ୍ୱିଟରର ଅଫିସିଆଲ ଆକାଉଣ୍ଟରୁ ଟ୍ୱିଟ୍ କରି ଜଣାଇଛନ୍ତି କି, ସାରା ବିଶ୍ୱର କ୍ରିଏଟର୍ସ ଏବେ ସାଇନ୍ ଅପ୍ କରି ପାରିବେ ଏବଂ ଟ୍ବିଟରରେ ଆୟ କରିପାରିବେ...।
ଏଲନ୍ଙ୍କର ଏ କି ପାଗଳାମୀ । ନ୍ୟୁଜ୍ ଏଜେନ୍ସି ANIକୁ ନାବାଳକ ଦର୍ଶାଇ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।
ଅମିତାଭଙ୍କ ଏହି ପୋଷ୍ଟରେ କିଛି ନକରାତ୍ମକ କମେଣ୍ଟ ମଧ୍ୟ ରହିଥିବା ଦେଖାଯାଇଛି ।
ବିନା ମୂଲ୍ୟରେ ବ୍ଲୁ ଟିକ୍ ମିଳିବ । ହେଲେ କେଉଁ କେଉଁ ବ୍ୟକ୍ତିଙ୍କୁ ମିଳିପାରିବ...ଜାଣନ୍ତୁ...
ଅମିତାଭଙ୍କ ଏହି ପୋଷ୍ଟଟି ଖୁବ୍ ଭାଇରାଲ ମଧ୍ୟ ହୋଇଛି । ତେବେ ତାଙ୍କ ଲେଖାରୁ ଏହା ସ୍ପଷ୍ଟ ଥିଲା ଯେ, ସେ ମଜାକ୍ରେ ଲେଖିଛନ୍ତି ।
ପ୍ରଶଂସକଙ୍କ ଏହି ସୁନ୍ଦର ପ୍ରଶ୍ନର ଉତ୍ତର ନିଜେ କ୍ରିକେଟର କିମ୍ବଦନ୍ତୀ ସଚିନ୍ ତେନ୍ଦୁଲକର ରଖିଛନ୍ତି । ସେ ତାଙ୍କ ଉତ୍ତରରେ ଏକ ସ୍ମାଇଲ୍ ପୋଜ୍ର ଫଟୋ ପୋଷ୍ଟ କରିବା ସହ ଏହା ‘ମୋ ବ୍ଲୁ-ଟିକ୍ର ଭେରିଫିକେସନ୍’ ବୋଲି କ୍ୟାପସନ୍ରେ ଲେଖିଛନ୍ତି ।
ଟ୍ୱିଟର ଖୋଲିବା ପରେ ପ୍ରୋଫାଇଲ୍ ସେକ୍ସନରେ ଥିବା ବ୍ଳୁ-ଟିକ୍ ଉପରେ କ୍ଲିକ୍ କରନ୍ତୁ । ଏହାପରେ ଆପଣ ସବ୍ସକ୍ରିବସନ୍ ପ୍ଲାନ୍ରେ ଆପଣଙ୍କ ସୁବିଧା ମୁତାବକ ପ୍ଲାନ୍ ବାଛିପାରିବେ ।
ଟ୍ୱିଟର୍ରୁ ବଲିଉଡର ଶେହଂଶାହ ଅମିତାଭ ବଚ୍ଚନଙ୍କ ଠାରୁ ବ୍ଲୁ ଟିକ୍ ହଟାଇ ନିଆଯାଇଛି। ଏହାକୁ ନେଇ ବିଗ୍ ବି ଏକ ମଜାଳିଆ ପ୍ରତିକ୍ରିୟା ମଧ୍ୟ ଦେଇଛନ୍ତି। ଏଲନ୍ ମସ୍କଙ୍କୁ ହାତ ଯୋଡି ବ୍ଲ୍ୟୁ ଟିକ୍ ଫେରେଇଦେବାକୁ କହିଛନ୍ତି।