ଅତ୍ୟାଧୁନିକ ସାଟେଲାଇଟ ଜରିଆରେ ସନ୍ଧାନ କରାଯାଉଛି । ଅଧିକ ଗବେଷଣା ପାଇଁ ଏକ୍ସପର୍ଟ ପ୍ୟାନେଲ ଗଠନ ହୋଇଛି ।
ପୃଥିବୀରେ ୟୁଏଫଓ ଦେଖାଯାଇଥିବା ନେଇ ବାରମ୍ବାର ଦାବି ମଧ୍ୟରେ ପୁଣି ଚର୍ଚ୍ଚାକୁ ଆସିଛି ଏହି ପ୍ରସଙ୍ଗ ।
ଗତ ୨୦ ବର୍ଷ ମଧ୍ୟରେ ୪ ଶହରୁ ଅଧିକ ଥର ଦେଖାଦେଲାଣି ଏହି ଅଜ୍ଞାତ ଉଡ଼ନ୍ତା ବସ୍ତୁ । ପ୍ରମାଣ ସ୍ୱରୁପ କିଛି ଭିଡିଓ ଏବଂ ଫଟୋ ଦେଖାଇ ଏହି ଦାବି କରିଛି ଆମେରୀକିୟ ନୌସେନାର ଗୁଇନ୍ଦା ବିଭାଗ ।