ଗତ କିଛି ବର୍ଷ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଅନେକ ପରିବର୍ତ୍ତନ ଆସିଛି। ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ କ୍ରେଡିଟ୍ ସ୍କୋର ପାଇଁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(UGC) ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି। UGCର ଏହି ନୂଆ ପଦକ୍ଷେପ ଦେଶର ସାକ୍ଷରତା ମିଶନକୁ ବୃଦ୍ଧି କରିବ।