ପୁତିନ୍ ୟୁକ୍ରେନର ୪ ରାଜ୍ୟକୁ ନିଜ ଭୌଗୋଳିକ ସୀମାରେ ମିଶାଇଦେଇଛନ୍ତି। ତେବେ ପୁତିନ୍ ଏସବୁ କରିବା ପଛରେ ଅନେକ କାରଣ ରହିଥିବା କୁହାଯାଉଛି। କ’ଣ ସେ କାରଣ ଆସନ୍ତୁ ନଜର ପକେଇବା।