ୟୁକ୍ରେନ ଓ ଋଷ ମଧ୍ୟରେ ଗତକାଲି ବସିଥିବା ତୃତୀୟ ପର୍ଯ୍ୟାୟ ବୈଠକରୁ ମଧ୍ୟ ଆାଶାନୁରୂପ ଫଳାଫଳ ମିଳିନଥିବା ଜଣାପଡିଛି ।
୧୫ ବର୍ଷ ତଳେ ଡାକ୍ତରୀ ପଢିବାକୁ ୟୁକ୍ରେନ ଯାଇଥିଲେ କୁମାର । ଏମବିବିଏସ୍ ପାଠ ସାରିବା ପରେ ସେଠାରେ ରହି ଡାକ୍ତର ଭାବେ ଲୋକଙ୍କ ସେବା କରି ଆସୁଛନ୍ତି ।
ଋଷିଆ ନିଜ ଶତ୍ରୁ ଦେଶ ତାଲିକା ବାହାର କରିଥିବା ନେଇ ଦାବି କରିଛି ଚୀନର ଗଣମାଧ୍ୟମ CGTN । ୟୁକ୍ରେନ ବ୍ୟତୀତ ଆମେରିକା, ବ୍ରିଟେନ, ଜାପାନ ଏବଂ ୟୁରୋପୀୟ ସଂଘର ସଦସ୍ୟ ଦେଶ ଏହି ତାଲିକାରେ ଅନ୍ତର୍ଭୁକ୍ତ ।
ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ ସିଧା କଥା ହେବାକୁ ପୁଟିନଙ୍କୁ ପରାମର୍ଶ ଦେଲେ ମୋଦି । ସାଧାରଣ ଲୋକଙ୍କୁ ଉଦ୍ଧାର ପାଇଁ ଯୁଦ୍ଧବିରତିକୁ ମଧ୍ୟ ମୋଦି ପ୍ରଶଂସା କରିଛନ୍ତି ।
ଋଷୀୟ ପ୍ରତିରକ୍ଷା ବିଭାଗ ଏକ ଭିଡିଓ ଜାରି କରିଛି । ଯେଉଁଥିରେ ବହୁ ସଂଖ୍ୟକ ମସ୍କୋ ଟ୍ୟାଙ୍କ ଦ୍ରୁତ ଗତିରେ କିଭ୍ ଆଡକୁ ଗତି କରୁଥିବା ଦେଖାଯାଉଛି । ବେଲାରୁଷ ସୀମାରୁ ଉତ୍ତରପଟୁ ସ୍ଥଳଭାଗରେ ରୁଷ ସେନା କିଭ୍ ମୁହାଁ ହୋଇଛି ।
ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଥା ହୋଇଛନ୍ତି। ପ୍ରାୟ ୩୫ ମିନିଟ୍ ଧରି ଫୋନ୍ରେ ଆଲୋଚନା ହୋଇଥିଲା।
ଓଡ଼ିଶାର ଚାହିଦା ଅନୁସାରେ ଆମ ପାଖରେ ପର୍ଯ୍ୟାପ୍ତ ପରିମାଣର ତେଲ ଅଛି। ତେଣୁ କୌଣସି ଖାଉଟି ଗୁଜବ ସୃଷ୍ଟି କରନ୍ତୁ ନାହିଁ ବୋଲି ଓଡ଼ିଶା ବ୍ୟବସାୟୀ ମହାସଂଘର ସମ୍ପାଦକ କହିଛନ୍ତି।
ଋଷିଆ ସ୍ୱାଧୀନ ରାଷ୍ଟ୍ର ଘୋଷଣା କରିଥିବା ଲୁହାଂସ୍କରେ ବଡ ଧରଣର ବିସ୍ଫୋରଣ ହୋଇଛି। ବିସ୍ଫୋରଣର ମାତ୍ରା ଏତେ ଅଧିକ ଥିଲା ଯେ ସହରରେ କଳା ଧୂଆଁ ଆଚ୍ଛାଦିତ ହୋଇଯାଇଥିଲା।
ଋଷିଆର ଯୁଦ୍ଧ ବିରତି ଘୋଷଣା । ଭାରତୀୟ ସମୟାନୁସାରେ ଦିନ ୧୨ଟା ୩୦ରୁ ଯୁଦ୍ଧ ବିରତି ଘୋଷଣା ହୋଇଛି ।
ୟୁକ୍ରେନର ବୈଦେଶିକ ମନ୍ତ୍ରୀ ଦିମିତ୍ରୀ କାଲେବା ଟ୍ୱିଟରରେ ଏକ ବିଶାଳକାୟ ବୋମାର ଫଟୋ ପୋଷ୍ଟ କରିଛନ୍ତି । ଏଭଳି ବୋମା ତାଙ୍କ ଦେଶର ଲୋକଙ୍କ ଜୀବନକୁ ହତ୍ୟା କରୁଥିବା ସେ ଲେଖିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର୍ ଜେଲେନ୍ସ୍କିଙ୍କ ସହ କଥା ହେବେ। ଫୋନ୍ରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ସାମ୍ପ୍ରତିକ ଯୁଦ୍ଧ ସ୍ଥିତି ନେଇ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।
୮ଟି ମିଜାଇଲ୍ ମାଡ଼ କରି ସେଣ୍ଟ୍ରାଲ ୟୁକ୍ରେନର ଭିନିତ୍ସିଆ ଏୟାରପୋର୍ଟକୁ ଉଡ଼ାଇଛି ଋଷିଆ। କିନ୍ତୁ ଏପର୍ଯ୍ୟନ୍ତ ୟୁକ୍ରେନ ରାଜଧାନୀ କିଭ୍ ଭିତରେ ପଶିପାରିନି ଋଷୀୟ ସେନା।
ଯୁଦ୍ଧ ବନ୍ଦ କରିବାକୁ ନିବେଦିନ । ଭାରତର ସାହାଯ୍ୟ ଭିକ୍ଷା କଲା ୟୁକ୍ରେନ୍ ।
ଅପରେସନ୍ ଗଙ୍ଗାକୁ ତ୍ୱରାନ୍ୱିତ କରିବା ତଥା ସୁମୀରେ ଫସିଥିବା ଛାତ୍ରଛାତ୍ରୀଙ୍କୁ ଫେରାଇ ଆଣିବା ପ୍ରକ୍ରିୟାକୁ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ।
ମରିପଲ ସହର ଉପରେ ରୁଷୀୟ ସେନାଙ୍କ ନଜର । ଅସ୍ତ୍ରବିରତି ଉଲ୍ଲଂଘନ ପରେ ଋଷିଆ ଆଜି ମରିପଲ ଉପରେ ଘନ ଘନ ଆକ୍ରମଣ ହେଉଛି ।
ୟୁକ୍ରେନ୍ ଓ ଋଷିଆ ମଧ୍ୟରେ ଯୁଦ୍ଧ ଜାରି ରହିଛି । ୟୁକ୍ରେନ୍ ନସୁଧୁରିଲେ ତାର ଭବିଷ୍ୟତ ବିପଦରେ ବୋଲି ପୁଣିଥରେ ପୁଟିନ୍ ଚେତାବନୀ ଦେଇଛନ୍ତି ।
ସାମ୍ନାକୁ ଆସିଲେ ପୁଟିନ୍ଙ୍କ ବଣ୍ଡ୍ ଗାର୍ଲ। ପରଦା ପଛରେ ରହି ପୁଟିନଙ୍କ ପାଇଁ କାମ କରୁଛନ୍ତି ଏହି ଯୁବତୀ। କିଏ ଏହି ଯୁବତୀ, ସେ କ’ଣ କରନ୍ତି ଆସନ୍ତୁ ଜାଣିବା।
ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଉପରେ ଚାପ ପ୍ରୟୋଗ ଲାଗି ପୁତିନ ଗୋଟିକ ପରେ ଗୋଟିଏ କଠୋର ପଦକ୍ଷେପ ନେଇଚାଲିଛନ୍ତିି।
ଗୋଟିଏ ପଟେ ଯୁଦ୍ଧ ବିଭୀଷିକା, ଅନ୍ୟପଟେ ଆତ୍ମୀୟ ସ୍ୱଜନଙ୍କୁ ଫେରି ପାଇବାର ତୃପ୍ତି।
ସ୍ୱଦେଶ ଫେରିଥିବା ଶତାଧିକ ଛାତ୍ରଛାତ୍ରୀ ଏଥିଯୋଗୁ ଉପକୃତ ହେବେ।
ଭୟଙ୍କର ପ୍ଲାନ କରୁଛନ୍ତି ପୁଟିନ୍। ଜେଲେନସ୍କିଙ୍କ ମୁଣ୍ଡ ଗଡ଼ାଇବା ସହ ୟୁକ୍ରେନକୁ ଖଣ୍ଡ ଖଣ୍ଡ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ। ମହାଖୁଲାସା ହେବା ପରେ....
ଏବେଠୁ ମହାଯୁଦ୍ଧର ପଡ଼ିଲାଣି ପ୍ରଭାବ। ଚିପ୍ ମିଳୁନଥିବାରୁ ବିଶ୍ୱରେ ବନ୍ଦ ହୋଇପାରେ କାର ଓ ମୋବାଇଲ ଉତ୍ପାଦନ। ସେପଟେ ୩୦ ଟଙ୍କା ଉପରେ ବଢିଲା ତୈଳ ଦର
ୟୁରୋପରେ ‘ସାଇବର ଆଟାକ୍’ ନେଇ ଆଶଙ୍କା କରାଯାଉଛି। ଏହାଦ୍ୱାରା ଅନେକ ଦେଶର ହଜାର ହଜାର ସଂଖ୍ୟକ ଇଣ୍ଟରନେଟ୍ ୟୁଜର୍ସ ପ୍ରଭାବିତ ହୋଇଥିବା ଜଣାପଡ଼ିଛି।
ବର୍ତ୍ତମାନ ନିମୟ ଅନୁସାରେ ବିଦେଶର ମେଡିକାଲ୍ କଲେଜରୁ ପଢ଼ା ଶେଷ କରିବା ପରେ ଛାତ୍ରଛାତ୍ରୀମାନଙ୍କୁ ଭାରତ ବାହାରେ ତାଲିମ ନେବା ସହ ଇଣ୍ଟର୍ନସିପ୍ କରିବାକୁ ପଡ଼ିଥାଏ
ଋଷିଆ-ୟୁକ୍ରେନ ଯୁଦ୍ଧ ଭିତରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଖାରକିଭ୍ ଏବଂ ଅନ୍ୟ ଏକ ସହରରେ ସାମୟିକ ଅସ୍ତ୍ରବିରତି ନେଇ ଋଷିଆ ଘୋଷଣା କରିଛି।