ୟୁକ୍ରେନ୍ରେ ଭୟର ବାତାବରଣ ଛାଇ ରହିଥିବା ବେଳେ ହାତକୁ ଦି ହାତ ହୋଇଛନ୍ତି ଦୁଇ ଯବାନ । ସ୍ୱେଚ୍ଛାକୃତ ଭାବେ ୟୁକ୍ରେନ୍ ସେନାରେ ସାମିଲ ହୋଇଥିବା ଲିଜେ, ଭେଲେରୀ ବିବାହ କରିଛନ୍ତି ।