• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Unesco Tag To Odisha S Baliyatra

Cuttack Historic Bali Yatra
Historic Cuttack Bali Jatra : ବାଲିଯାତ୍ରାକୁ ଜାତୀୟ ମାନ୍ୟତା ନେଇ ବିଧାନସଭାରେ ଏମିତି ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ

ଓଡ଼ିଶାର ପୁରାତନ ଓ ସ୍ବର୍ଣ୍ଣିମ ନୌବାଣିଜ୍ୟର ଐତିହ୍ୟ ବହନ କରୁଥିବା କଟକ ବାଲିଯାତ୍ରା ମହୋତ୍ସବକୁ ଖୁବଶୀଘ୍ର ଜାତୀୟ ମାନ୍ୟତା ଦେବା ଲାଗି ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଛି । ଆଜି ବିଧାନସଭାରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ପ୍ରଶ୍ନର ଉତ୍ତର ରଖି, ସଂସ୍କୃତି ମନ୍ତ୍ରୀ ଗୃହକୁ ଅବଗତ କରିଛନ୍ତି କଟକ ବାଲିଯାତ୍ରାକୁ ଜାତୀୟ ମାନ୍ୟତା ପାଇଁ ସରକାର ସ୍ବତନ୍ତ୍ର ବିଶେଷଜ୍ଞ କମିଟି ଗଠନ କରିଛନ୍ତି ।

Baliyatra
କଟକ ବାଲିଯାତ୍ରାକୁ ମିଳିବ କି ବିଶ୍ୱ ଐତିହ୍ୟ ମାନ୍ୟତା?

କୋଲକାତାର ଦୁର୍ଗାପୂଜା ଗତବର୍ଷ ୟୁନେସ୍କୋ ଐତିହ୍ୟ ତାଲିକାରେ ସାମିଲ ହେବା ପରେ ଓଡ଼ିଶାର ଐତିହାସିକ ବାଲିଯାତ୍ରାକୁ ମିଳିବ କି ଅନୁରୂପ ମର୍ଯ୍ୟାଦା? ନିକଟରେ ଇଣ୍ଡୋନେସିଆର ବାଲିଠାରେ ଆୟୋଜିତ ଜି ଟ୍ବେଣ୍ଟି ଡିଜିଟାଲ ଇକୋନମି ମିନିଷ୍ଟର୍ସ ମିଟିଂରେ ଓଡ଼ିଶାର ବାଲିଯାତ୍ରା ପ୍ରସଙ୍ଗ ଉଠାଇ ଏ ପ୍ରସଙ୍ଗ ଉଜ୍ଜିବିତ କରିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।