ଶ୍ରେଣୀଗୃହରେ ସ୍କାର୍ଫ ପିନ୍ଧିବାକୁ ନେଇ କର୍ଣ୍ଣାଟକରେ ରାଜନୈତିକ ଆଲୋଚନା ପର୍ଯ୍ୟାଲୋଚନା ଜୋର୍ ଧରିଛି । କିଛିଦିନ ହେଲା ଏହାକୁ ନେଇ ବିଭିନ୍ନ ସ୍ଥାନରେ ଚର୍ଚ୍ଚା ହେଉଥିବାର ଦେଖିବାକୁ ମିଳିଛି ।