୨୦୨୧-୨୨ର ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପ୍ରଥମ ଥର ପାଇଁ ପେପର୍ ଲେସ୍ ହୋଇଛି ବଜେଟ୍। ଟ୍ୟାବ୍ରେ ବଜେଟ୍ ଉପସ୍ଥାପନ କରିଛନ୍ତି ନିର୍ମଳା। ଆରମ୍ଭରୁ କରୋନା ସ୍ଥିତି ଓ ଓ ସଂକ୍ରମଣ ରୋକିବା ପାଇଁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଆଲୋଚନା କରିଛନ୍ତି ନିର୍ମଳା। ତା ସହିତ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ସହିତ ଭ୍ୟାକ୍ସିନ ସମ୍ପର୍କରେ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ। ଚଳିତ ବଜେଟ୍ରେ ୬ଟି ସ୍ତମ୍ବ ଉପରେ ପ୍ରସ୍ତାବ ଦିଆଯାଇଛି। ଚଳିତ ବଜେଟ୍ରେ ଅନେକ […]
ନୂଆଦିଲ୍ଲୀ: ୨୦୨୧-୨୨ର ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପ୍ରଥମ ଥର ପାଇଁ ପେପର୍ ଲେସ୍ ହୋଇଛି ବଜେଟ୍। ଟ୍ୟାବ୍ରେ ବଜେଟ୍ ଉପସ୍ଥାପନ କରିଛନ୍ତି ନିର୍ମଳା। ଆରମ୍ଭରୁ କରୋନା ସ୍ଥିତି ଓ ଓ ସଂକ୍ରମଣ ରୋକିବା ପାଇଁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଆଲୋଚନା କରିଛନ୍ତି ନିର୍ମଳା। ତା ସହିତ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ସହିତ ଭ୍ୟାକ୍ସିନ ସମ୍ପର୍କରେ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ। ଚଳିତ ବଜେଟ୍ରେ ୬ଟି ସ୍ତମ୍ବ ଉପରେ ପ୍ରସ୍ତାବ ଦିଆଯାଇଛି। ୧. ୨୦୨୧ […]
ନୂଆଦିଲ୍ଲୀ: ଇନ୍ସୁରାନ୍ସ ସେକ୍ଟରରେ ସିଧାସଳଖ ବିଦେଶୀ ପୁଞ୍ଜି ନିବେଶ ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକରା। ଫରେନ୍ ଡାଇରେକ୍ଟ ଇନ୍ଭେଷ୍ଟମେଣ୍ଟ (FDI) ପୁଞ୍ଜି ନିବେଶ ସୀମାକୁ ୭୪ ପ୍ରତିସତ ପର୍ଯ୍ୟନ୍ତ ବଢ଼ାଯାଇଛି। ବିଦେଶୀ ପୁଞ୍ଜି ନିବେଶକାରୀଙ୍କୁ ଆକୃଷ୍ଟ କରିବା ପାଇଁ କେନ୍ଦ୍ର ସରକାର ଏପରି ପଦକ୍ଷେପ ନେଇଛନ୍ତି। ପ୍ରଥମ ପେପର୍ ଲେସ୍ ବଜେଟ୍ରେ ସମସ୍ତ ଆର୍ଥିକ ଉତ୍ପାଦନ ଅନୁସାରେ ସମସ୍ତ ପୁଞ୍ଜି ନିବେଶକାରୀଙ୍କ ଅଧିକାରୀକୁ ଆଖି ଆଗରେ ରଖି ନିଷ୍ପତ୍ତି ନିଆଯାଇଛି। ଏଥିରେ ଅର୍ଥମନ୍ତ୍ରୀ ଇନ୍ସୁରାନ୍ସ […]
ନୂଆଦିଲ୍ଲୀ: ୨୦୨୧-୨୨ ଆର୍ଥିକ ବଜେଟ୍ର ରାସ୍ତାରୁ ପୁରୁଣା ଗାଡ଼ି ହଟାଇବାକୁ ସ୍କ୍ରାପ୍ ପଲିସି ତ୍ୱରାନ୍ୱିତ କରିବାକୁ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହାଦ୍ୱାରା ପ୍ରଦୂଷଣ ମୁକ୍ତ ହେବା ସହିତ ଇନ୍ଧନ ସଞ୍ଚୟ ମଧ୍ୟ ହୋଇପାରିବ ବୋଲି ନିର୍ମଳା କହିଛନ୍ତି। ଏଥିପାଇଁ ଘରୋଇ ଗାଡ଼ି ପାଇଁ ୨୦ ବର୍ଷ, କମର୍ସିଆଲ ପାଇଁ ୧୫ ବର୍ଷ ସମୟ ଧାର୍ଯ୍ୟ କରାଯାଇଛି। ନୂଆ ଭେଇକଲ ସ୍କାର୍ପିଂ ପଲିସି ଅନୁସାରେ ଘରୋଇ ଗାଡ଼ିଗୁଡ଼ିକ ପାଇଁ ୨୦ ବର୍ଷ ଚାଲିବା ପରେ ଗାଡ଼ିର […]
ନୂଆଦିଲ୍ଲୀ: ୨୦୨୧-୨୨ର ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ପ୍ରଥମ ଥର ପାଇଁ ପେପର୍ ଲେସ୍ ହୋଇଛି ବଜେଟ୍। ଟ୍ୟାବ୍ରେ ବଜେଟ୍ ଉପସ୍ଥାପନ କରିଛନ୍ତି ନିର୍ମଳା। ଆରମ୍ଭରୁ କରୋନା ସ୍ଥିତି ଓ ଓ ସଂକ୍ରମଣ ରୋକିବା ପାଇଁ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଆଲୋଚନା କରିଛନ୍ତି ନିର୍ମଳା। ତା ସହିତ କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ସହିତ ଭ୍ୟାକ୍ସିନ ସମ୍ପର୍କରେ ସୂଚନା ଦେଇଛନ୍ତି ଅର୍ଥମନ୍ତ୍ରୀ। ଚଳିତ ବଜେଟ୍ରେ ୬ଟି ସ୍ତମ୍ବ ଉପରେ ପ୍ରସ୍ତାବ ଦିଆଯାଇଛି। ସେଥିମଧ୍ୟରୁ ପ୍ରଥମ […]
ନୂଆଦିଲ୍ଲୀ: ଆଜି ଚଳିତ ବର୍ଷର ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥିରେ କାହା ପାଇଁ କଣ ରହିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ଏଥରର ବଜେଟ୍ ସାଧାରଣ ଲୋକଙ୍କ ପକେଟ୍ ଉପରେ ଭାରି ପଡ଼ିବ କି ସେମାନଙ୍କୁ ଉଶ୍ୱାସ ମିଳିବ ତା ଉପରେ ସମସ୍ତଙ୍କ ନଜର ରହିଛି। କରୋନା ମହାମାରୀରେ ସାରା ବିଶ୍ୱର ଅର୍ଥନୀତି ଦୋହଲି ଯାଇଥିବା ବେଳେ ଭାରତ ଏଦିଗରେ ନିଜକୁ ସମ୍ଭାଳିବାକୁ ଚେଷ୍ଟା କରୁଛି। ଏଥର ବଜେଟ୍କୁ ନେଇ ସାଧାରଣ […]
ନୂଆଦିଲ୍ଲୀ: କରୋନା ମାଡ଼ରେ ଦୋହଲି ଯାଇଥିବା ଦେଶର ଅର୍ଥବ୍ୟବସ୍ଥାକୁ ଟ୍ରାକ୍କୁ ଫେରାଇବାର ଚ୍ୟାଲେଞ୍ଜ ଭିତରେ ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବର୍ଷ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ସଂସଦରେ ଉପସ୍ଥାପିତ କରିଛନ୍ତି ଆୟବ୍ୟୟ ଅଟକଳ। ଯେଉଁଥିରେ ଛଅଟି ପିଲାର୍ ଉପରେ ସବୁଠୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଯାହା ମଧ୍ୟରେ ସର୍ବେଗ୍ରେ ରହିଛି ସ୍ୱାସ୍ଥ୍ୟ, କୃଷି ଓ ଭିତ୍ତିଭୂମି କ୍ଷେତ୍ର ନିର୍ମଳାଙ୍କ ବଜେଟ୍ ପେଡ଼ିରୁ ସବୁଠୁ ବଡ଼ ଘୋଷଣାକ୍ରମେ ଦେଶରେ ମିଶନ ପୋଷଣ ୨.୦ର ଶୁଭାରମ୍ଭର ସୂଚନା ମିଳିଛି। […]
ନୂଆଦିଲ୍ଲୀ: କଣ ହେବ କେନ୍ଦ୍ର ବଜେଟ୍ର ରୂପରେଖ? ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପେଡିରେ ରହିଛି କଣ? କରୋନା ମାଡ଼ରେ ଧ୍ୱସ୍ତ ଅର୍ଥନୀତିକୁ ଟ୍ରାକ୍କୁ ଆଣିବା ଲାଗି କି ପଦକ୍ଷେପ ନେବେ ନିର୍ମଳା? ବିକାଶ ଦର ତ୍ୱରାନ୍ୱିତ ଲାଗି କେଉଁ କେଉଁ କ୍ଷେତ୍ରକୁ ତେବେ ଗୁରୁତ୍ୱ ? ଏହାକୁ ନେଇ ଚାଲିଛି କଳ୍ପନାଜଳ୍ପନା। ଅର୍ଥମନ୍ତ୍ରୀଙ୍କ ଆଗରେ ମୁଖ୍ୟ ଚ୍ୟାଲେଞ୍ଜ ଋଣାତ୍ମକ ବିକାଶ ଦରକୁ ଅତିକ୍ରମ କରି ସ୍ୱାଭାବିକସ୍ତରକୁ ଆଣିବା ଇତି ମଧ୍ୟରେ ଭାରତୀୟ ଅର୍ଥନୀତିରେ ସକାରାତ୍ମକ ସଂକେତ […]
ମହିଳାଙ୍କ ମନ କଥା ବୁଝିଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ନିଜର ତୃତୀୟ ବଜେଟରେ ନିର୍ମଳା ମହିଳାମାନେ ବିଶେଷ ବ୍ୟବହାର କରୁଥିବା ଅଳଙ୍କାର ଉପରେ ଆମଦାନୀ ଶୁଳ୍କ ହ୍ରାସ କରିଛନ୍ତି। ସୁନା ଓ ରୁପା ଉପରେ ଆମଦାନୀ ଶୁଳ୍କ ୧୨.୫ ପ୍ରତିଶତରୁ ୭.୫ ପ୍ରତିଶତକୁ ହ୍ରାସ କରାଯାଇଛି
ନୂଆଦିଲ୍ଲୀ: ପେଟ୍ରୋଲ ଓ ଡିଜେଲ ଉପରେ କେନ୍ଦ୍ର ସରକାର କୃଷି ସେସ୍ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି।କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍ ପ୍ରସ୍ତାବ ଅନୁସାରେ, ଲିଟର ପ୍ରତି ପେଟ୍ରୋଲ ଉପରେ ଅଢ଼େଇ ଟଙ୍କାର କୃଷି ସେସ୍ ଲାଗିବ ଓ ଡିଜେଲ ଉପରେ ୪ ଟଙ୍କାର କୃଷି ସେସ୍ ଲାଗିବ। ଆସନ୍ତାକାଲିଠାରୁ ଏହି ନୂଆ ସେସ୍ ଲାଗୁ ହେବ। ତେବେ ଏହି ନୂଆ ସେସ୍ ଲାଗୁ ହେଲେ ଏହାର ପ୍ରଭାବ ଗ୍ରାହକଙ୍କ ଉପରେ ପଡ଼ିବ ନାହିଁ। କାହିଁକି ନା […]
ନୂଆଦିଲ୍ଲୀ: ଆଜି ବଜେଟ୍ ଉପସ୍ଥାପନ ବେଳେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବରିଷ୍ଠ ନାଗରିକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ବରିଷ୍ଠ ନାଗରିକଙ୍କ ପାଇଁ ଟିକସ କ୍ଷେତ୍ରରେ ବଡ଼ ରିହାତି ଦିଆଯାଇଛି। ୭୫ ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଆୟକର ରିଟର୍ଣ୍ଣ ଛାଡ୍ କରାଯାଇଛି। ଫଳରେ ଏଣିକି ପେନ୍ସନ୍ଭୋଗୀ ବରିଷ୍ଠ ନାଗରିକଙ୍କୁ ଆଉ ଆୟକର ରିଟର୍ଣ୍ଣ ଦେବାକୁ ପଡ଼ିବନି।
ନୂଆଦିଲ୍ଲୀ: ପ୍ରଥମ ଥର ପାଇଁ ଟ୍ୟାବ୍ରେ ବଜେଟ୍ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏହି ଅବସରରେ ସେ କହିଛନ୍ତି, ବିତ୍ତୀୟ ଭରଣା ପାଇଁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ୨ଲକ୍ଷ କୋଟି ଟଙ୍କା ମିଳିବ। ୨୦୨୨ ମାର୍ଚ୍ଚ ସୁଦ୍ଧା ଆଉ ୧୧ ହଜାର କି.ମି. NH କରିଡର୍ ତିଆରି ହେବ। କେବଳ ପଶ୍ଚିମବଙ୍ଗରେ ଆଉ ୬୭୫ କି.ମି. NH କରିଡର୍ ହେବ। ସେ ଆହୁରି କହିଛନ୍ତି, ମାଲ୍ ପରିବହନ ସୁଗମ ପାଇଁ ରେଲ୍ୱେରେ […]
ନୂଆଦିଲ୍ଲୀ: ସ୍ୱାଧୀନ ଭାରତରେ ପ୍ରଥମଥର ପାଇଁ ସଂସଦରେ ଉପସ୍ଥାପନ ହେବାକୁ ଯାଉଛି ପେପର୍ଲେସ୍ ବଜେଟ୍। ଚଳିତ ବର୍ଷ ପେପର୍ଲେସ୍ ବଜେଟ୍ ଉପସ୍ଥାପନ କରି ରେକର୍ଡ ଭାଙ୍ଗିବାକୁ ଯାଉଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଗତବର୍ଷ ମଧ୍ୟ କେନ୍ଦ୍ର ଅର୍ଥମନ୍ତ୍ରୀ ବ୍ରିଫ୍କେସ୍ ବଦଳରେ ନାଲି ଫିତାରେ ବନ୍ଧା ‘ବହି-ଖାତା’ ଧରି ବଜେଟ୍ ଉପସ୍ଥାପନ କରି ରେକର୍ଡ ଭାଙ୍ଗିଥିଲେ। ୨୦୧୯ ଯାଏ ଦେଶର ଅର୍ଥମନ୍ତ୍ରୀମାନେ ବ୍ରିଫ୍କେସ୍ରେ ବଜେଟ୍ ବହି ଧରି ସଂସଦକୁ ଆସୁଥିଲେ। ଦୀର୍ଘ ୫୦ ବର୍ଷ ପରେ ଗତବର୍ଷ […]
ନୂଆଦିଲ୍ଲୀ: କରୋନା ମହାମାରୀ ଭଳି ଘଡ଼ିସନ୍ଧି ମୁହୂର୍ତ୍ତରେ ସଂସଦରେ ଆଜି ୨୦୨୧-୨୨ ଆର୍ଥିକ ବର୍ଷର ସାଧାରଣ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଏଥରର ବଜେଟ୍ ସାଧାରଣ ଲୋକଙ୍କ ପକେଟ୍ ଉପରେ ଭାରି ପଡ଼ିବ କି ? ନା ଉଶ୍ୱାସ ଦେବ ? ଏହା ଉପରେ ରହିଛି ସମସ୍ତଙ୍କ ନଜର। ଏସବୁ ଭିତରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଦେଶରେ ଜିଏସ୍ଟି ଆଦାୟରେ ସର୍ବକାଳୀନ ରେକର୍ଡ ହୋଇଛି। ୨୦୨୧ ଜାନୁଆରୀ ମାସରେ ସର୍ବାଧିକ ୧.୧୯ […]
ନୂଆଦିଲ୍ଲୀ: ମଧ୍ୟବିତ୍ତଙ୍କ ପାଇଁ ଖୁସି ଖବର। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଘୋଷଣା କରିଥିବା ବଜେଟ୍ ସାଧାରଣ ପରିବାରଙ୍କ ପାଇଁ ସୁହାଇଲା ଭଳି ହୋଇଛି ବୋଲି କୁହାଯାଇପାରେ। ବିବାହ ଋତୁ ଚାଲିଥିବା ବେଳେ ଚଳିତ ଆର୍ଥିକ ବଜେଟରେ ସୁନା ଓ ରୂପା ଉପରେ କଷ୍ଟମ୍ ଡ୍ୟୁଟି ହ୍ରାସ କରାଯାଇଛି। ଅର୍ଥମନ୍ତ୍ରୀଙ୍କ ସୂଚନା ଅନୁସାରେ, ଅକ୍ଟୋବର ୧, ୨୦୨୧ରୁ ଏକ ନୂତନ ସଂଶୋଧିତ କଷ୍ଟମ୍ ଡ୍ୟୁଟି ନୀତି ଲାଗୁ ହେବ। କରୋନା ମହାମାରୀ ମଧ୍ୟରେ ସୁନା-ରୂପାର ମୂଲ୍ୟ ଅହେତୁକ […]
ନୂଆଦିଲ୍ଲୀ: କୃଷକଙ୍କ ପାଇଁ ବଡ଼ ଘୋଷଣା। ଚାଷୀଙ୍କ ହିତରେ ପେଡ଼ି ଖୋଲିଦେଲେ। ପ୍ରଥମ ଥର ପାଇଁ ଟ୍ୟାବରେ ବଜେଟ ଉପସ୍ଥାପନ କରିଛନ୍ତି ସୀତାରମଣ। ଭାରତ ଏକ କୃଷିଭିତ୍ତିକ ଦେଶ ହୋଇଥିବା ବେଳେ କୃଷକଙ୍କ ହିତରେ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ। ବଜେଟରେ ଚାଷୀଙ୍କ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଚାଷୀଙ୍କୁ ୧୬.୫ ଲକ୍ଷ କୋଟି ଋଣ ଦେବାକୁ ଲକ୍ଷ୍ୟ ରଖାଯାଇଛି । କୃଷକଙ୍କ ପାଇଁ ପ୍ରତିଶ୍ରୁତିବଦ୍ଧ ମୋଦି ସରକାର। MSP ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ କରାଯିବ ବୋଲି କୁହାଯାଇଛି। […]
“ସଂସଦରେ ଗତକାଲି ଉପସ୍ଥାପିତ ହୋଇଛି ସାଧାରଣ ବଜେଟ ୨୦୨୧-୨୨ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଟ୍ୟାବ ଖୋଲିଛି ୨୦୨୧-୨୨ର ବଜେଟ ଅଟକଳ। କାହା ପାଇଁ କ’ଣ ରହିଛି ଏଇ ବଜେଟରେ ? କାହାକୁ ମିଳିଛି କ’ଣ ଉପହାର ? କାହାକୁ କରାଯାଇଛି ଅଣଦେଖା ? ବଜେଟ୍ରେ କେଉଁ ରାଜ୍ୟକୁ ଦିଆଯାଇଛି ଗୁରୁତ୍ୱ ଓ କାହିଁକି ? ବଜେଟର ସଂକ୍ଷିପ୍ତ ବିଶ୍ଳେଷଣ କରିଛନ୍ତି ସାରଦା ଲାହାଙ୍ଗିର। ” ମୋଦି ସରକାର ତାଙ୍କ ନୂଆ ବଜେଟରେ, ନିର୍ବାଚନ ହେବାକୁ ଯାଉଥିବା […]
ଭୁବନେଶ୍ୱର: ଓଡିଶାକୁ କେନ୍ଦ୍ରୀୟ ଟିକସ ଅଂଶ ହ୍ରାସ ପାଇବ । ପଞ୍ଚଦଶ ଅର୍ଥ କମିଶନଙ୍କ ସୁପାରିସ ଅନୁସାରେ ଅଂଶଧନ ୪.୬୨୯ ପ୍ରତିଶତରୁ ୪.୫୨୮ ପ୍ରତିଶତକୁ କମିବ । ଯଦ୍ୱାରା ଆଗାମୀ ୫ ବର୍ଷ ପର୍ଯ୍ୟନ୍ତ ୪.୫୨୮ହାରରେ ରାଜ୍ୟକୁ କେନ୍ଦ୍ରୀୟ ଟିକସର ଭାଗ ମିଳିବ। ରାଜ୍ୟର ଆକାର, ଲୋକସଂଖ୍ୟା, ଜଙ୍ଗଲ ଓ ପରିବେଶ ଓ ଟିକସ କ୍ଷେତ୍ର ଆଦି ବଚାର କରି ଏହା ନିର୍ଦ୍ଧାରଣ କରିଛନ୍ତି। ଚତୁର୍ଦ୍ଦଶ ଅର୍ଥ କମିସନ ଟିକସ ଅର୍ଥରୁ ୪୨ ପ୍ରତିଶତ ରାଜ୍ୟମାନଙ୍କୁ ଦେବାପାଇଁ […]
ନୂଆଦିଲ୍ଲୀ: ଆଜି ସଂସଦରେ ଉପସ୍ଥାପନ ହୋଇଛି ସାଧାରଣ ବଜେଟ ୨୦୨୧। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପେପରଲେସ ବଜେଟ ଉପସ୍ଥାପନ କରିଛନ୍ତି। ଆଜି ବଜେଟ୍ରେ ଆୟକର ସ୍ଲାବ୍ରେ କୌଣସି ପରିବର୍ତ୍ତନ ହୋଇ ନାହିଁ। ଅନ୍ୟପକ୍ଷେ ପବ୍ଲିକ ସେକ୍ଟର ଅଣ୍ଡରଟେକିଂରେ ନିବେଶ ବୃଦ୍ଧି ଉପରେ ଗୁରୁତ୍ୱ ଦିଆଯାଇଛି। ଏଥସହିତ ପେଟ୍ରୋଲ, ଡିଜେଲ ଉପରେ କୃଷି ସେସ୍ ଲାଗୁ କରାଯାଇଛି। ତେବେ ଏହାର ସିଧାସଳଖ ପ୍ରଭାବ ଉପଭୋକ୍ତାଙ୍କ ଉପରେ ପଡ଼ିବ ନାହିଁ। ସ୍ୱାସ୍ଥ୍ୟ ବଜେଟ ୧୩୭ ପ୍ରତିଶତ ବୃଦ୍ଧି ଘଟିଛି। ଏହା […]
ନୂଆଦିଲ୍ଲୀ: ସଂସଦରେ ଉପସ୍ଥାପିତ ହୋଇଛି ସାଧାରଣ ବଜେଟ ୨୦୨୧-୨୨ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଟ୍ୟାବ ଖୋଲିଛି ୨୦୨୧-୨୨ର ବଜେଟ ଅଟକଳ। ଏହି ବଜେଟରେ ସୀତାରମଣ ରେଳବାଇ ସମ୍ପର୍କିତ ବଡ ଘୋଷଣା କରିଛନ୍ତି। ରେଳବାଇଁ ଅର୍ଥମନ୍ତ୍ରୀ ୧, ୧୦,୦୫୫ କୋଟି ଟଙ୍କାର ରାଶି ଆବଣ୍ଟନ କରିଛନ୍ତି। ଏଥିରେ ୧, ୦୭, ୧୦୦ କୋଟି ଟଙ୍କା କେବଳ ପୁଞ୍ଜିଗତ ବ୍ୟୟ ପାଇଁ ରହିଛି। ସୂଚନଥାଉ କି, କରୋନା ମହାମାରୀ ପରେ ପ୍ରଥମ ଥର ପାଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ […]
ନୂଆଦିଲ୍ଲୀ: କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସଂସଦରେ ଉପସ୍ଥାପନ କରୁଛନ୍ତି ତାଙ୍କର ତୃତୀୟ ସାଧାରଣ ବଜେଟ ୨୦୨୧-୨୨। କରୋନା ମହାମାରୀରେ ଦେଶ ଘୋର ଆର୍ଥିକ ସଙ୍କଟ ମଧ୍ୟ ଦେଇ ଗତି କରୁଥିବାବେଳେ ସମସ୍ତଙ୍କ ନଜର ନିର୍ମଳାଙ୍କ ବଜେଟ ଉପରେ । ଏପରି ପରିସ୍ଥିତିରେ ବଜେଟ ତିଆରି କରିବା ମଧ୍ୟ ଅର୍ଥମନ୍ତ୍ରୀଙ୍କ ପାଇଁ ଏକ ଚ୍ୟାଲେଞ୍ଜ। ଯାହା ବି ହେଉ, ଆଜି ପୂର୍ବହ୍ନ ୧୧ଟାରେ ଅର୍ଥମନ୍ତ୍ରୀ ନିର୍ମଳା ତାଙ୍କର ପେପରଲେସ ବଜେଟ ଉପସ୍ଥାପନ କରିଛନ୍ତି। ନିର୍ମଳାଙ୍କ […]